ବିଜୁ ବାବୁଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ…

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା

ଯାଜପୁର: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା । ବିଳମ୍ବିତ ରାତିରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ବାରବାଟୀ ପଞ୍ଚାୟତ ବେତଣ୍ଡା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଗ୍ରାମର ସୁକାନ୍ତ ମଲିକ । ସୂଚନା…

ଦନ୍ତା ଆକ୍ରମଣରେ ଯୁବକ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ବେଗୁନିଆ : ଯୁବକଙ୍କୁ ଦଳିଦେଲା ଦନ୍ତା । କ୍ଷତିପୂରଣ ଦାବିରେ ରାସ୍ତାରୋକ ହୋଇଛି । ବେଗୁନିଆ ହଜ ଅଞ୍ଚଳରେ ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ନିଧିପୁର ଆଦିବାସୀ ସାହିର ସୁଶାନ୍ତ ପ୍ରଧାନ । ସେ…

ରଦ୍ଦ ହେଲା ଓଏସଏସଏସସିର ନିଷ୍ପତ୍ତି, ପ୍ରାର୍ଥୀଙ୍କୁ ନିଯୁକ୍ତି ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ଓଏସଏସଏସସିର ନିଷ୍ପତ୍ତି ହାଇକୋର୍ଟରେ ରଦ୍ଦ । ପ୍ରାର୍ଥୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ । ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇ ୩୩୭ ପ୍ରାର୍ଥୀଙ୍କ ନିଯୁକ୍ତି ପାଇଁ ରାସ୍ତା ପରିଷ୍କାର କରିଛନ୍ତି । ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଓଏସଏସଏସସି…

ରାଜଧାନୀରେ ବେଆଇନ କଫ୍ ସିରଫ୍ କାରବାର୍, ୭୧ ପେଟି ଜବତ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ବେଆଇନ କଫ ସିରଫ କାରବାରର ପର୍ଦ୍ଦାଫାସ । ଭୁବନେଶ୍ବର ଦେଇ ବାଲେଶ୍ବର ଚାଲାଣ ବେଳେ ଜବତ ହେଲା କଫସିରପ ବୋଝେଇ କଣ୍ଟେନର । ନଖରା ସ୍ଥିତ ଭିଆରଏଲ୍ ଲଜିଷ୍ଟିକ ଷ୍ଟକ୍ ହାଉସରେ ଏସଟିଏଫ ଓ ଡ୍ରଗ କଣ୍ଟ୍ରୋଲର ମିଳିତ…

ଆହୁରି ତାତିବ ଓଡ଼ିଶା, ଆଗାମୀ ୨୪ ଘଣ୍ଟାରେ ୨-୩ ଡିଗ୍ରୀ ବୃଦ୍ଧି ହେବ ତାପମାତ୍ରା

ଭୁବନେଶ୍ୱର : ସାବଧାନ ! ଆହୁରି ତାତିବ ଓଡ଼ିଶା । ରାଜ୍ୟରେ ବଢ଼ିବ ଖରା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ବୃଦ୍ଧି ସମ୍ଭାବନା । ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଦିନର ସର୍ବାଧିକ ତାପମାତ୍ରା ପ୍ରାୟ ୨ ରୁ…

ଭୋଟ୍‌କୁ ବାଧ୍ୟତାମୂଳକ କରିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଏକ ଆକର୍ଷଣୀୟ ଆବେଦନର ଶୁଣାଣି ହୋଇଛି। ଆବେଦନରେ ଦାବି କରାଯାଇଥିଲା ଯେ, ଭୋଟ୍‌କୁ ବାଧ୍ୟତାମୂଳକ କରାଯାଉ। ଯେଉଁମାନେ ଜାଣିଶୁଣି ଭୋଟ୍ ଦେଉ ନାହାନ୍ତି ସେମାନଙ୍କ ଉପରେ ଦଣ୍ଡ ବ୍ୟବସ୍ଥା ଲାଗୁ କରାଯାଉ। ଏପରି ବ୍ୟକ୍ତିମାନଙ୍କୁ ସରକାରୀ ସୁବିଧାରୁ ବଞ୍ଚିତ…

ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ଷଷ୍ଠ ଥର ମନୋନୀତ ହେଲେ ଡ. ସସ୍ମିତ ପାତ୍ର

ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ବିଜେଡି ସାଂସଦ ଡ. ସସ୍ମିତ ପାତ୍ର ଷଷ୍ଠ ଥର ପାଇଁ ମନୋନୀତ ହୋଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ସି ପି ରାଧାକ୍ରିଷ୍ଣନ ଗୃହ କାର୍ଯ୍ୟ ପରିଚାଳନା ପାଇଁ ଡ. ପାତ୍ରଙ୍କ ସମେତ ସାଂସଦ ଡ.…

ରନୱେରେ ଧକ୍କା ହେଲା ଦୁଇ ବିମାନ, କ୍ରୁ ସଦସ୍ୟ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସାଇସ୍ପଜେଟ B737-700 ବିମାନ ଏୟାରପୋର୍ଟରେ ଟ୍ୟାକ୍ସିଂ କରୁଥିବା ବେଳେ ଅନ୍ୟ ଏକ ଆକାସା ଏୟାର ବିମାନକୁ ରନୱେରେ ଧକ୍କା ଦେଇଥିଲା । ଏହି ଧକ୍କା…

ଲସ୍କର-ଇ-ତୋଏବାର କୁଖ୍ୟାତ ଆତଙ୍କୀ ଆମିର ହମଜା ଉପରେ ଆଖିବୁଜା ଗୁଳିମାଡ଼

ଲାହୋର: ପାକିସ୍ତାନର ଲାହୋରରେ ଲସ୍କର-ଇ-ତୋଇବାର ଫାଉଣ୍ଡର ସଦସ୍ୟ ଓ କୁଖ୍ୟାତ ଆତଙ୍କୀ ଆମିର ହମଜା ଉପରେ ଆଖିବୁଜା ଗୁଳିମାଡ଼ । ମିଳିଥିବା ସୂଚନା ଅନୁସାରେ, ହମଜା ଲାହୋରରେ ଥିବା ଏକ ନ୍ୟୁଜ ଚ୍ୟାନେଲ ଅଫିସରୁ ଏକ କାର୍ଯ୍ୟକ୍ରମ ସାରିବା ପରେ ଘରକୁ…