April 2026

ହାଇୱାକୁ ଧକ୍କା ଦେଲା ଘରୋଇ କଲେଜ ବସ୍: ଡ୍ରାଇଭର ମୃତ, ୧୫ ଆହତ

ଯାଜପୁର ରୋଡ଼: ରଙ୍ଗରୁଟ୍ ହେଲା କାଳ। ହାଇୱାକୁ ଧକ୍କା ଦେଲା ଘରୋଇ କଲେଜ ବସ୍। ଦୁର୍ଘଟଣାରେ ଡ୍ରାଇଭର ମୃତ, ୧୫ ଆହତ। ଯାଜପୁର ରୋଡ କୋରେଇ ଥାନା ଔପଦା ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତି ପ୍ରାୟ…

ଦୁଇ ବାଇକ୍ ମୁହାଁମୁହିଁ, ୨ ମୃତ

ସୋରଡା: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ଦୁଇ ମୃତ । ସୋରଡା ଥାନା ପୋଡାଖାରୀ ଗାଁ ନିକଟରେ ସଡ଼କ ଦୁର୍ଘଟଣା । ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ଦୁଇ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା…

ବିଜେଡି ସଂସଦୀୟ ଦଳ ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ, ସୁଲତା ସଂସଦୀୟ ଦଳର ଉପନେତା

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ବରିଷ୍ଠ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଉଚ୍ଚ ସଦନରେ ସଂସଦୀୟ ଦଳର ନେତା ଏବଂ ସୁଲତା ଦେଓଙ୍କୁ ସଂସଦୀୟ ଦଳର ଉପନେତା ଓ ମୁଖ୍ୟ ସଚେତକ ଭାବରେ ନିଯୁକ୍ତ କରିଛି। ଉଭୟଙ୍କ ଚୟନକୁ ଅନୁମୋଦନ…

୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପାଟଲ୍ ଗ୍ରାମରେ ଅଘଟଣ । ୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ବାଲିମି ଥାନା ପାଟଲ୍ ଗ୍ରାମର ସୁଧାକର ସାହୁ (୩୨), ଲକ୍ଷ୍ମୀଧର ସାହୁ(୨୪) ଏବଂ…

ଓଡ଼ିଶା କ୍ୟାଡରକୁ ଫେରିଲେ ଦକ୍ଷ ଆଇପିଏସ ଅଧିକାରୀ ଆଶିଷ ସିଂ: କେନ୍ଦ୍ରୀୟ ଗୋଇନ୍ଦା ବିଭାଗର ‘ହାର୍ଡକୋର’ ଟିମରୁ ରାଜ୍ୟକୁ ପ୍ରତ୍ୟାବର୍ତ୍ତନ

ଭୁବନେଶ୍ୱର : ଓଡ଼ିଶା ପୋଲିସ ପ୍ରଶାସନ ପାଇଁ ଏକ ଖୁସିର ଖବର। ରାଜ୍ୟର ଜଣେ ଜଣାଶୁଣା ତଥା ଅତ୍ୟନ୍ତ ଦକ୍ଷ ଆଇପିଏସ ଅଧିକାରୀ ଆଶିଷ କୁମାର ସିଂ ପୁଣିଥରେ ଓଡ଼ିଶା କ୍ୟାଡରକୁ ଫେରିଛନ୍ତି। କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କୁ…

୧୬ ରୁ ୧୮ ତାରିଖ ପର୍ଯ୍ୟନ୍ତ ଗୃହରେ ଉପସ୍ଥିତ ରହିବେ ସମସ୍ତ ସାଂସଦ

ନୂଆଦିଲ୍ଲୀ: ବିଜେପି ଆଗାମୀ ସ୍ୱତନ୍ତ୍ର ସଂସଦ ଅଧିବେଶନକୁ ନେଇ ଏହାର ସମସ୍ତ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛି। ଦଳ ଲୋକସଭା ଏବଂ ରାଜ୍ୟସଭାର ସମସ୍ତ ସଦସ୍ୟଙ୍କୁ ୩ ଦିନିଆ ହ୍ୱିପ୍ ଜାରି କରିଛି। ୧୬ ଏପ୍ରିଲରୁ ୧୮ ଏପ୍ରିଲ ପର୍ଯ୍ୟନ୍ତ ସମସ୍ତ…

ଦିବ୍ୟାଙ୍ଗଙ୍କଠାରୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ

ନୂଆଦିଲ୍ଲୀ: ଓଡ଼ିଶା ରାଜ୍ୟ ଗୃହ ବିଭାଗରେ ଅତିରିକ୍ତ ସଚିବ ଭାବରେ କାର୍ଯ୍ୟ କରୁଥିବା ଜଣେ ଆଇଏଏସ୍ ଅଧିକାରୀ ଜଣେ ବ୍ୟକ୍ତିଙ୍କୁ ଜମି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଏବଂ ପରେ ତାଙ୍କୁ ହତ୍ୟା ଧମକ ଦେଇ ୯୫ ଲକ୍ଷ ଠକେଇ କରିଥିବା…

ଗାୟିକା ଆଶା ଭୋସଲେଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ମୃତ୍ୟୁ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି । ରାଜନୈତିକ ନେତାମାନେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ୍, ଏବଂ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ…

ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ‘ବନ୍ତାରା ବିଶ୍ୱବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପନ

ନୂଆଦିଲ୍ଲୀ: ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ନୂଆ ଯୁଗ । ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ‘ବନ୍ତାରା ବିଶ୍ୱବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପନ । ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ‘ଭନ୍ତାରା ବିଶ୍ୱବିଦ୍ୟାଳୟ’ର ଭିତ୍ତିପ୍ରସ୍ତର ସ୍ଥାପନ କରି ବନ୍ୟପ୍ରାଣୀ ସଂରକ୍ଷଣ ଏବଂ…

ବଲିଉଡର ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ, ୯୨ ବର୍ଷ ବୟସରେ ଆଖି ବୁଜିଲେ

ନୂଆଦିଲ୍ଲୀ: ଲୋକପ୍ରିୟ ଗାୟିକା ଆଶା ଭୋସଲେଙ୍କ ପରଲୋକ । ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସଲେ । ୯୨ ବର୍ଷ ବୟସରେ ଆଖି ବୁଜିଲେ ଆଶା ଦିଦି । ଗତକାଲି ଏପ୍ରିଲ ୧୧ ଶନିବାର ମୁମ୍ବାଇର ବ୍ରିଚକ୍ୟାଣ୍ଡି ହସ୍ପିଟାଲରେ…