କେନ୍ଦ୍ର ସରକାରଙ୍କ ଓଡ଼ିଶା ବିରୋଧୀ ନୀତିକୁ ବରଦାସ୍ତ କରାଯିବ ନାହିଁ- ମିଳିତ ବିରୋଧୀ ଦଳ

ଭୁବନେଶ୍ୱର: ପାଲାସା-ଇଚ୍ଛାପୁରମ୍ ରେଳ ବିଭାଗକୁ ପୂର୍ବତଟ ରେଳପଥ ଜୋନ୍‌ରୁ ଦକ୍ଷିଣ ଉପକୂଳ ରେଳପଥକୁ ସ୍ଥାନାନ୍ତରଣ ପ୍ରତିବାଦରେ ରାଜ୍ୟର ୧୦ଟି ବିରୋଧୀ ଦଳର ମିଳିତ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ଓଡ଼ିଶାର ସ୍ୱାର୍ଥବିରୋଧୀ, ଅନ୍ୟାୟ ଓ…

ଡିଜିଟାଲ୍‌ ଦସ୍ତଖତକୁ ଜାଲ୍‌ କରି ଅଢ଼େଇ କୋଟି ଚଳୁ, ଭିଜିଲାନ୍‌ସ ତଦନ୍ତ ଲାଗି ସୁପାରିସ୍‌

ବ୍ରହ୍ମପୁର/ବେଗୁନିଆପଡ଼ା: ଡିଜିଟାଲ୍‌ ଦସ୍ତଖତକୁ ଜାଲ୍‌ କରି ଅଢ଼େଇ କୋଟି ଖାଇଗଲେ। କର୍ମଚାରୀଙ୍କ ଆକାଉଣ୍ଟକୁ ଅଧିକ ଟଙ୍କା ପଠାଇ ପରେ ତାହାକୁ ଉଠାଣ ହୋଇଛି। ଡାକ୍ତରଖାନାରେ ଏରିୟର୍‌ ଟଙ୍କା ହଡ଼ପ ନେଇ ଏଭଳି କେଳେଙ୍କାରୀ ସାମ୍ନାକୁ ଆସିଛି। ଘଟଣା ଜଣାପଡ଼ିବା ପରେ ଆଜି…

ବିଜେପିରେ ଯୋଗଦେଲେ ଯୁବ ନେତା, ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଭଦ୍ରକଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଧାମରା ଡୋଶିଙ୍ଗା ଅଂଚଳର ଯୁବନେତା ରାଜୀବ ଲୋଚନ ଦାସ ଓ କଇଁଥଖୋଲା ପଂଚାୟତର ବିଜେଡି…

ସେନାମୁଖ୍ୟ ଜେନେରାଲ ଜର୍ଜଙ୍କୁ ବିଦା କଲା ଆମେରିକା

ୱାଂଶିଟନ୍: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି।   ଇରାନ ସହ ଯୁଦ୍ଧ ମଝିରେ ସେନାମୁଖ୍ୟଙ୍କୁ ବିଦା କଲା ଆମେରିକା।ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ଜର୍ଜଙ୍କୁ ତୁରନ୍ତ ଅବସର ନେବାକୁ…

ଔଷଧ ଉପରେ ୧୦୦ ପ୍ରତିଶତ ଟାରିଫ୍ ଲଗାଇଲେ ଟ୍ରମ୍ପ

ୱାଶିଂଟନ : ପୁଣି ଟ୍ରମ୍ପଙ୍କ ଟାରିଫ୍ ଝଟକା। ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ପୁଣି ବିଶ୍ୱକୁ ଶୁକ୍ରବାର ଆଉ ଏକ ବଡ ଝଟକା ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଔଷଧ ଉପରେ ଲଗାଇଛନ୍ତି ୧୦୦ ପ୍ରତିଶତ ଶୁଳ୍କ। ମଧ୍ୟପ୍ରାଚ୍ୟରେ ସଂଘର୍ଷ ମଧ୍ୟରେ…

ଆମେରିକାର ଦ୍ୱିତୀୟ F-35 ଯୁଦ୍ଧ ବିମାନକୁ ଖସାଇଲା ଇରାନ

ନୂଆଦିଲ୍ଲୀ: ଇରାନ ଖସାଇଲା F-35 ଯୁଦ୍ଧ ବିମାନ । ଆକାଶ ମାର୍ଗରେ ଆମେରିକାର ଦ୍ୱିତୀୟ F-35 ଯୁଦ୍ଧ ବିମାନକୁ ଖସାଇଥିବା ଇରାନ ଦାବି କରିଛି । ଇରାନର ସରକାରୀ ଗଣମାଧ୍ୟମ ‘ମେହେର ନ୍ୟୁଜ୍ ଏଜେନ୍ସି’ ଅନୁଯାୟୀ ଇରାନ ନିଜର ଏୟାର ଡିଫେନ୍ସ…

‘ଚୁପ୍ କରାଯାଇଛି, କିନ୍ତୁ ମୁଁ ହାରିନାହିଁ’ : ପଦରୁ ହଟିବା ପରେ ରାଘବ ଚଢାଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ : ରାଜ୍ୟସଭାରେ ଆମ ଆଦମୀ ପାର୍ଟିର ଉପନେତା ପଦରୁ ହଟିବାର କିଛି ଘଣ୍ଟା ପରେ ସୋସିଆଲ ମିଡିଆରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ସାଂସଦ ରାଘବ ଚଢା । ମୋ ନୀରବାତକୁ ହାରିବା ଭାବିବନି ବୋଲି କହିଛନ୍ତି ରାଘବ । ସୋସିଆଲ ମିଡିଆରେ…

ବିଷାକ୍ତ ମଦ ପିଇ ୪ ମୃତ, ଅନେକ ଅସୁସ୍ଥ

ବିହାର : ବିହାର ମୋତିହାରୀରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ଜୀବନ ଚାଲିଯାଇଛି । ଅନେକ ଲୋକ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ହସପିଟାଲରେ ଭର୍ତ୍ତି ହୋଇଥିବା ଲୋକଙ୍କ ମଧ୍ୟରେ ୨ ଜଣଙ୍କ ଦୃଷ୍ଟିଶକ୍ତି ଚାଲିଯାଇଛି । ବିଷାକ୍ତ ମଦ ଯୋଗୁଁ…

ଇରାନ୍ ସର୍ବବୃହତ ବ୍ରିଜ୍ ଉପରେ ଆମେରିକାର ଆକ୍ରମଣ: ୮ ମୃତ, ୯୫ ଆହତ

ନୂଆଦିଲ୍ଲୀ : ଇସ୍ରାଏଲ-ଆମେରିକା ଏବଂ ଇରାନ୍ ଯୁଦ୍ଧ ୩୫ ତମ ଦିନରେ ପହଞ୍ଚିଛି । ଉଭୟ ପକ୍ଷରେ ଯୁଦ୍ଧ ଜାରି ରହିଛି । ଆମେରିକା ଇରାନର ସବୁଠାରୁ ବଡ଼ ବ୍ରିଜ୍କୁ ଧ୍ବଂସ କରିଦେଇଛି ।  ଏହାରି ମଧ୍ୟରେ ଇରାନ୍ ଇସ୍ରାଏଲର ରାଜଧାନୀ ତେଲ-ଅଭିଭରୁ…

୮୧୬କୁ ବୃଦ୍ଧି ହେବ ଲୋକସଭା ଆସନ, ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ଲାଗି ଆସୁଛି ସମ୍ବିଧାନ ସଂଶୋଧନ ବିଲ୍

ନୂଆଦିଲ୍ଲୀ: ୮୧୬କୁ ବୃଦ୍ଧି ହେବ ଲୋକସଭା ଆସନ । ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ଲାଗି ଆସୁଛି ବଡ଼ ବିଲ୍ । ଭାରତୀୟ ସଂସଦରେ ଏକ ଐତିହାସିକ ପରିବର୍ତ୍ତନ ହେବାକୁ ଯାଉଛି । ଲୋକସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି…