ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ସୂଚନା ଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ସରିଲା ଖାତା ଦେଖା, ମେ’ ଦ୍ୱିତୀୟ ସପ୍ତାହ ସୁଦ୍ଧା ବାହାରିବ ମାଟ୍ରିକ ଫଳ

କଟକ : ଆଜି ସରିଲା ମାଟ୍ରିକ ଖାତା ଦେଖା । ନିର୍ଭୁଲ ମୂଲ୍ୟାୟନ ସହ ବିନା ଦ୍ୱନ୍ଦରେ ସରିଛି ଖାତା ଦେଖା । ଆଜି ସକାଳ ସୁଦ୍ଧା ୪ ଜିଲ୍ଲାର ଖାତା ଦେଖା ସରିଯାଇଛି। ବୋର୍ଡକୁ ଖାତା ଗୁଡ଼ିକ ଅଣାଯାଇଛି । ଆଜିଠାରୁ…

ସ୍କୁଟିକୁ ଧକ୍କା ଦେଲା ବସ୍: ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ରାୟଗଡ଼ା: ବିବାହ ଭୋଜି ହେଲା ଶେଷ ଭୋଜି । ଦୁର୍ଘଟଣାରେ ଚାଲିଗଲା ୨ ଜୀବନ, ଜଣେ ଗୁରୁତର ହୋଇଛନ୍ତି । ବିବାହ ଭୋଜି ଖାଇ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ହୋଇଥିଲା । କୋରାପୁଟ ଜିଲ୍ଲା ବନ୍ଧୁଗାଁ ଥାନା ସୀମାନ୍ତ ନାକଟି ରାସ୍ତାରେ…

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୪ ଲେନ୍ କରାଯାଉ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପତ୍ର ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୋଳ ଜିଲ୍ଲାରେ ଖଣିଜ ଉତ୍ପାଦନ ଓ ଶିଳ୍ପ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ପତ୍ର ଲେଖିିଛନ୍ତି । ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ରୁ ଚାରି ଲେନ୍…

ବ୍ରିଜ ଉପରୁ ନଦୀକୁ ଡେଇଁ ରିଲସ କଲାବେଳେ ଭାସିଗଲେ ଦୁଇ ଯୁବ

ଭଦ୍ରକ: ରିଲ୍ସ ହେଲା କାଳ । ବ୍ରିଜ ଉପରୁ ନଦୀକୁ ଡେଇଁ ରିଲସ କରୁଥିବାବେଳେ ଅଘଟଣ । ରିଲ୍ସବେଳେ ନଦୀରେ ଭାସିଗଲେ ଦୁଇ ଯୁବକ। ଜଣେ ଯୁବକ ଉଦ୍ଧାର ଓ ଅନ୍ୟ ଜଣେ ଯୁବକ ନିଖୋଜ । ଭଦ୍ରକ ପୁରୁଣା ବଜାର ଥାନା…

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ : ନନ୍ଦା, ଭଦ୍ରା ଓ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କଲେ ଭୋଇ ସେବକ

ପୁରୀ : ଆଜି ପବିତ୍ର ଚୈତ୍ର ପୂର୍ଣ୍ଣିମା । ମହାପ୍ରଭୁଙ୍କ ଗ୍ରୀଷ୍ମକାଳୀନ ଚନ୍ଦନ ଯାତ୍ରା ନିମନ୍ତେ ପ୍ରସ୍ତୁତି ଆରମ୍ଭ । ବର୍ଷ ତମାମ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା,ଭଦ୍ରା ଏବଂ ବୈଜୟନ୍ତୀ ଡଙ୍ଗାକୁ ପାଣିରୁ ବାହାର କରିଛନ୍ତି ଭୋଇ ସେବକ ମାନେ…

ଉତ୍ତରାଖଣ୍ତରୁ ଧରାପଡ଼ିଲା ଚୌଦ୍ବାର ଜେଲରୁ ଚମ୍ପଟ ମାରିଥିବା ହାର୍ଡକୋର ଅପରାଧୀ ରାଜା ସାହାଣୀ

ଚୌଦ୍ବାର:ଚୌଦ୍ବାରରୁ ଚମ୍ପଟ, ଋଷିକେଶରୁ ଗିରଫ । ଚୌଦ୍ବାର ଜେଲରୁ ଚମ୍ପଟ ମାରିଥିବା ହାର୍ଡକୋର ଅପରାଧୀ ରାଜା ସାହାଣୀ ଗିରଫ । ଦୀର୍ଘ ୬ ମାସ ପରେ ଉତ୍ତରାଖଣ୍ତରୁ ଗିରଫ ହୋଇଛି ରାଜା ସାହାଣୀ । ଆଜି ସନ୍ଧ୍ୟା ସୁଦ୍ଧା ଓଡିଶା ରେ…

ବିଜେପି କାର୍ଯ୍ୟାଳୟ ବାହାରେ ବୋମା ବିସ୍ଫୋରଣ

ଚଣ୍ଡିଗଡ଼: ରାଜଧାନୀ ଚଣ୍ଡିଗଡ଼ରେ ବୋମା ବିସ୍ଫୋରଣ। ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ ହେବା ଫଳରେ ଆତଙ୍କ ସୃଷ୍ଟି ହୋଇଥିଲା। ବିସ୍ଫୋରଣର ଶବ୍ଦ ବହୁ ଦୂରକୁ ଶୁଣାଯାଇଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ, ଅଗ୍ନିଶମ ବାହିନୀ ଏବଂ ବରିଷ୍ଠ…

ସାଇବର ଠକେଇର ଶିକାର ହେଲେ ବିଚାରପତି, ଲୁଟିନେଲେ ୯୩ ହଜାର…

ନୂଆଦିଲ୍ଲୀ: ଦିନକୁ ଦିନ ସାଇବର ଠକେଇ ବୃଦ୍ଧି ପାଇବାରେ ଲାଗିଛି। ମୁମ୍ବାଇରେ ସାଇବର ଠକମାନେ ଏକ ଆଶ୍ଚର୍ଯ୍ୟଜନକ ଅପରାଧ କରିଛନ୍ତି। ଏଥର ସେମାନଙ୍କର ଟାର୍ଗେଟ ଜଣେ ସାଧାରଣ ନାଗରିକ ନଥିଲେ, ବରଂ ନ୍ୟାୟପାଳିକା ସହିତ ଜଡିତ ଜଣେ ବିଚାରପତି ଥିଲେ। ଠକମାନେ…

ଏଥର ଜନଗଣନାରେ ବିବାହିତ ଲିଷ୍ଟରେ ସାମିଲ ହେବେ ଲିଭ୍ ଇନ୍ ଦମ୍ପତି

ନୂଆଦିଲ୍ଲୀ: ଭାରତରେ ଏବେ ଲିଭ୍ ଇନ୍ ରିଲେସନସିପ୍ ଭଳି ଆଧୁନିକ ସମ୍ପର୍କକୁ ମିଳିବ ସ୍ଵୀକୃତି। ଏଥର ଜନଗଣନାରେ ଲିଭ୍ ଇନ୍ କପୁଲଙ୍କୁ ନେଇ ନୂଆ ନିୟମ। ଲିଭ୍ ଇନ୍ ଦମ୍ପତ୍ତି ଏବେ ବିବାହିତ ଲିଷ୍ଟରେ ସାମିଲ ହେବେ। ସମାନ ପରିବାରରେ ଏକାଠି…