ଆଉ ରହିବନି ଏଲପିଜି ସିଲିଣ୍ଡର ଚିନ୍ତା, ମାଗଣାରେ ଗ୍ୟାସ୍ ଦେବ ବିଜେପି

ନୂଆଦିଲ୍ଲୀ: ମହିଳାଙ୍କର ରହିବନି ଆଉ ଏଲପିଜି ସିଲିଣ୍ଡର ଚିନ୍ତା। ଏଣିକି ମାଗଣାରେ ମିଳିବ ଗ୍ୟାସ ସିଲିଣ୍ଡର। ଆଜ୍ଞା ହଁ ବିଶ୍ୱାସ ନ ହେଲେ ମଧ୍ୟ ଏହା ସତ। ଏଭଳି କିଛି ପ୍ରତିଶ୍ରୁତି ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଏକ ଇସ୍ତହାର…

୧୮ ଶହ ପଏଣ୍ଟ ବଢିଲା ସେନସେକ୍ସ, ସେୟାର ମାର୍କେଟ୍‌ରେ ଉତ୍ସାହ

ନୂଆଦିଲ୍ଲୀ:  ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଲା ସେୟାର ବଜାର । ୧୮ ଶହ ପଏଣ୍ଟ ବଢିଲା ସେନସେକ୍ସ । ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ…

ଆମେରିକୀୟ ଆଇଟି କମ୍ପାନୀ ‘ଓରାକେଲ୍’ର ୩୦ ହଜାର କର୍ମଚାରୀଙ୍କୁ ଛଟେଇ, ୧୨ହଜାର ଭାରତୀୟ ପ୍ରଭାବିତ

ଆମେରିକା : ଆମେରିକୀୟ ଆଇଟି କମ୍ପାନୀ ‘ଓରାକେଲ୍’କର୍ମଚାରୀଙ୍କୁ କଲା ଛଟେଇ । କମ୍ପାନୀ ବିଶ୍ୱ ସ୍ତରରେ ପ୍ରାୟ ୩୦ ହଜାର କର୍ମଚାରୀଙ୍କୁ ଛଟେଇ କରିଛି । ଭାରତୀୟ କର୍ମଚାରୀଙ୍କ ସଂଖ୍ୟା ୪୦%ରୁ ଅଧିକ ରହିଛି । ଏଥିରେ ୧୨୦୦୦ ଭାରତୀୟ କର୍ମଚାରୀଙ୍କ ଉପରେ…

ବୀର ବିକ୍ରମ ଯାଦବ ହେଲେ ଡିଜିସିଏର ନୂଆ ଡିଜି

ନୂଆଦିଲ୍ଲୀ : ବରିଷ୍ଠ ଆଇଏଏସ ଅଧିକାରୀ ବୀର ବିକ୍ରମ ଯାଦବଙ୍କୁ ଡିଜିସିଏର ଡିଜି ଭାବେ ନିଯୁକ୍ତ କରାଯାଇଛି । ନିଯୁକ୍ତି ସଂକ୍ରାନ୍ତୀୟ କେନ୍ଦ୍ର କ୍ୟାବିନେଟ କମିଟିରେ ଏନେଇ ଅନୁମୋଦନ ହୋଇଛି । ଏୟାର ଟ୍ରାଫିକ୍, ବିମାନ ବାତିଲ ଏବଂ ଯାତ୍ରୀଙ୍କ ସୁରକ୍ଷାକୁ ନେଇ…

ରୁଷୀୟ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ରୁଷ : କ୍ରିମିଆରେ ରୁଷୀୟ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୯ ଜଣଙ୍କର ମୃତ୍ୟୁ ହୋଇଛି । TASS ବୁଧବାର ରିପୋର୍ଟ ଅନୁସାରେ, ବିମାନରେ ୨୩ ଜଣ ଯାତ୍ରୀ ଏବଂ ଛଅ ଜଣ କ୍ରୁ ସଦସ୍ୟ ଥିଲେ । ରୁଷୀୟ ଆଣ୍ଟୋନୋଭ-୨୬ ସେନା…

ଭୁବନେଶ୍ୱରରେ ଭିସା ଆବେଦନ କେନ୍ଦ୍ର ଉଦଘାଟିତ

ଭୁବନେଶ୍ୱର : ଉତ୍କଳ ଦିବସ ଅବସରରେ ଭୁବନେଶ୍ୱରରେ ଭିସା ଆବେଦନ କେନ୍ଦ୍ର ଉଦଘାଟିତ ।  ବରମୁଣ୍ଡାରେ BSABTରେ ଭିସା ଆବେଦନ କେନ୍ଦ୍ରକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ପୂର୍ବରୁ ରାଜ୍ୟବାସୀଙ୍କୁ ଏହି ସେବା ପାଇଁ କୋଲକାତା, ଦିଲ୍ଲୀ, ହାଇଦ୍ରାବାଦ ଯିବାପାଇଁ ପଡ଼ୁଥିଲା । …

ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ

ଭୁବନେଶ୍ୱର : ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ ।  ପୂର୍ବରୁ E10 ପେଟ୍ରୋଲ ବିକ୍ରି ହେଉଥିଲା ।  ପେଟ୍ରୋଲରେ ଅଧିକ ପରିମାଣର ଇଥାନଲ ମିଶାଗଲେ, ଧୀରେ ଧୀରେ ପେଟ୍ରୋଲ ନିର୍ଭରଶୀଳତା କମିଯିବ ।  ମଧ୍ୟପ୍ରାଚ୍ୟରୁ ତୈଳ ଆମଦାନୀ ବାବଦରେ…

୭ ଦିନ ବଢ଼ିଲା ଖରିଫ ଧାନ କିଣା ଅବଧି

ଭୁବନେଶ୍ୱର :  ବଢ଼ିଲା ଧାନ କିଣା ଡେଡଲାଇନ  ।  ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର ।  ଚାଷୀଙ୍କ ଟୋକନ ଯେପରି ଲ୍ୟାପ୍ସ ନହୁଏ ସେଥିପ୍ରତି ଗୁରୁତ୍ବ ଦିଆଯାଇଛି ।  ମାର୍ଚ୍ଚ ୩୧ ତାରିଖ ଧାନକିଣାର…

ଚିଠି ଲେଖି ମୁଖ୍ୟମନ୍ତ୍ରୀଙ୍କୁ ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଭୁଵନେଶ୍ୱର : ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଧାନମନ୍ତ୍ରୀ ଚିଠି ଲେଖି, ଓଡ଼ିଶା ସମୃଦ୍ଧିର ନୂଆ ମାଇଲଖୁଣ୍ଟ ହାସଲ କରି ଚାଲିବ ବୋଲି କହିଛନ୍ତି । ଏହାସହ ରାଜ୍ୟ ସରକାରଙ୍କ କାର୍ଯ୍ୟକୁ ପ୍ରଶଂସା କରିଛ ନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି,…

ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷିତ, ୪ ମନ୍ତ୍ରୀଙ୍କୁ ମିଳିଲା ଦାୟିତ୍ବ

ଭୁବନେଶ୍ୱର : ଘୋଷଣା ହେଲା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ । ୪ ମନ୍ତ୍ରୀଙ୍କୁ ୪ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ ମିଳିଛି । ସେମାନେ ହେଲେ ସୁରେଶ ପୂଜାରୀ, ପୃଥ୍ବୀରାଜ ହରିଚନ୍ଦନ, ନିତ୍ୟାନନ୍ଦ ଗଣ୍ଡ ଓ କୃଷ୍ଣଚନ୍ଦ୍ର ପାତ୍ର…