ଦିଲ୍ଲୀବାସୀଙ୍କ ପାଇଁ ନୂଆ ବିଦ୍ୟୁତ୍ ସଂଯୋଗ ନେବା ହେବ ସହଜ: ଲାଗୁ ହେବ ନୂଆ ନିୟମ

ନୂଆଦିଲ୍ଲୀ: ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ସହଜ ହେବ। ଦିଲ୍ଲୀ ବିଦ୍ୟୁତ୍ ନିୟାମକ ଆୟୋଗ (DERC) ଦ୍ୱାରା ଜାରି କରାଯାଇଥିବା ଏକ ନୋଟିସ୍ ଅନୁଯାୟୀ, ନୂତନ ବିଦ୍ୟୁତ୍ ସଂଯୋଗ ପାଇବା ପ୍ରକ୍ରିୟାରେ ଏକ ବୈପ୍ଳବିକ ପରିବର୍ତ୍ତନ କରାଯାଇଛି। ରେଖା…

୧୬୭.୨୦ କୋଟି ଟଙ୍କାରେ ବିକ୍ରି ହେଲା ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ

ନୂଆଦିଲ୍ଲୀ: ପେଣ୍ଟିଂର ଦାମ୍ ୧୬୭ କୋଟି । ରେକର୍ଡ ଭାଙ୍ଗିଲା ପ୍ରସିଦ୍ଧ ଭାରତୀୟ ଚିତ୍ରଶିଳ୍ପୀ ରାଜା ରବି ବର୍ମାଙ୍କ ‘ଯଶୋଦା ଏବଂ କୃଷ୍ଣ’ ପେଣ୍ଟିଂ । ୧୬୭.୨୦ କୋଟି ଟଙ୍କାରେ ବିକ୍ରି ହେଲା ଏହି ଆକର୍ଷଣୀୟ ଫଟୋ ଚିତ୍ର । ଏହାକୁ…

ପାକିସ୍ଥାନକୁ କଡା ଚେତାବନୀ ଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ନୂଆଦିଲ୍ଲୀ: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧର ଉଷ୍ମତା ଦିନକୁ ଦିନ ବଢିବାରେ ଲାଗିଛି। ଏହି ସମୟରେ, ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ପାକିସ୍ତାନକୁ କଡ଼ା ଚେତାବନୀ ଦେଇଛନ୍ତି। କେରଳରେ “ସୈନିକ ସମ୍ମାନ ସମ୍ମିଳନୀ”ରେ ଭାଷଣ ଦେଇ ରାଜନାଥ ସିଂହ…

ମମତା ବାନାର୍ଜୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କାରଣ ଦର୍ଶାଅ ନୋଟିସ୍‌

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ଏସ୍‌ଆଇଆର୍‌  କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ ସୁପ୍ରିମକୋର୍ଟ ମମତା ବାନାର୍ଜୀ ସରକାରଙ୍କୁ ଭର୍ତ୍ସନା କରିଛନ୍ତି। ଏହା ସହିତ ମୁଖ୍ୟ ସଚିବ, ଗୃହ ସଚିବ ଏବଂ…

ରାଘବ ଚଢାଙ୍କୁ ରାଜ୍ୟସଭାର ଉପନେତା ପଦରୁ ହଟାଇଲା ଆପ୍

ନୂଆଦିଲ୍ଲୀ : ରାଜ୍ୟସଭା ସାଂସଦ ରାଘବ ଚଢାଙ୍କୁ ଲାଗିଲା ବଡ଼ ଝଟକା । ରାଜ୍ୟସଭାର ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇଲା ଆମ ଆଦମୀ ପାର୍ଟି । ତାଙ୍କ ସ୍ଥାନରେ ସାଂସଦ ଅଶୋକ ମିତ୍ତଲଙ୍କୁ ଆପ୍ ଉପନେତା କରିବାକୁ ନିଷ୍ପତ୍ତି ନେଇଛି ।…

୪୦ଟି ପେଟ୍ରୋଲିୟମ ସାମଗ୍ରୀ ଉପରୁ ସୀମା ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼

ନୂଆଦିଲ୍ଲୀ : ପେଟ୍ରୋଲିୟମ ସଂକଟ ଭିତରେ ସାର, ଫାର୍ମାସ୍ୟୁଟିକାଲ ଓ ପ୍ଲାଷ୍ଟି ଶିଳ୍ପକୁ ପ୍ରୋତ୍ସାହନ । ୪୦ଟି ଗୁରୁତ୍ବପୂର୍ଣ୍ଣ ପେଟ୍ରୋଲିୟମ ସାମଗ୍ରୀ ଉପରୁ ସୀମା ଶୁଳ୍କକୁ ସମ୍ପୂର୍ଣ୍ଣ ଛାଡ କଲେ କେନ୍ଦ୍ର ସରକାର । ଅର୍ଥମନ୍ତ୍ରାଳୟ ବିଜ୍ଞପ୍ତି ଜାରି କରି ଜୁନ ୩୦…

ବାପାକୁ ପିସ୍ତଲ ଦେଖାଇ ୧୦ ଲକ୍ଷ ଲୁଟିନେଲା ପୁଅ

ନୂଆଦିଲ୍ଲୀ : ବାପାକୁ ପିସ୍ତଲ ଦେଖାଇ ଟଙ୍କା ଲୁଟ୍ କରୁଥିଲା ପୁଅ । ଏବେ ପୋଲିସ ହାତରେ ଧରାପଡିଲା । ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ୧୦ ଲକ୍ଷ ଟଙ୍କା ଲୁଟ୍ ମାମଲାରେ ପୋଲିସକୁ ୨୪ ଘଣ୍ଟା ଭିତରେ ସଫଳତା ମିଳିଛି ।…

ମହଙ୍ଗା ହେଲା ବିମାନ ଯାତ୍ରା, ୧୦୦୦ଟଙ୍କା ଟିକେଟ୍ ଦାମ୍ ବଢାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତରାଷ୍ଟ୍ରୀୟ ବିମାନ ପାଇଁ ଇନ୍ଧନ ସରଚାର୍ଜ ବୃଦ୍ଧି କରିବାକୁ ଘୋଷଣା କରିଛି । ଏୟାର ଟର୍ବାଇନ୍ ଇନ୍ଧନ ସରଚାର୍ଜର ମୂଲ୍ୟ ବୃଦ୍ଧି ହେବା ଯୋଗୁଁ ଏହାର ପ୍ରଭାବ ଯାତ୍ରୀଙ୍କ ଉପରେ ପଡିଛି…

ଇଣ୍ଡୋନେସିଆରେ ଭୂମିକମ୍ପ, ତୀବ୍ରତା ୭.୪

ଇଣ୍ଡୋନେସିଆ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ରିକ୍ଚର ସ୍କେଲରେ ଭୂକମ୍ପରେ ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଆଜି ସକାଳ ପ୍ରାୟ ୬ଟା ୪୮ ରେ ମୋଲୁକା ସାଗରରେ ଏହି ଭୂକମ୍ପ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ଟେରନେଟ୍ ଠାରୁ…

ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ବର: ରାଜ୍ୟରେ ଏଲ୍‌ପିଜି ଓ ପେଟ୍ରୋଲିୟମ୍‌ଜାତ ଦ୍ରବ୍ୟର ସୁଗମ ଯୋଗାଣ ସୁନିଶ୍ଚିତ କରିବାକୁ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସରକାରୀ…