ଶାହଙ୍କୁ ମୁଢି ଘାଣ୍ଟ ଏବଂ ମାଂସ କଷା ଖାଇବାକୁ କହିଲା TMC !

କୋଲକାତା, ୦୫/୦୪ : ଖାଦ୍ୟ-ପେୟକୁ ନେଇ ସଦାବେଳେ ପଶ୍ଚିମବଙ୍ଗ ଟର୍ଚ୍ଚାରେ ରହିଥାଏ । ଏଠାରେ ଭଳିକି ଭଳି ସୁସ୍ୱାଦୁ ବ୍ୟଞ୍ଜନ ମିଳେ । ନିରାମିଷ ସହ ଆମିଷର ଅନେକ ଖାଦ୍ୟ ସହଜରେ ମିଳିଯାଏ । ଏବେ ରାଜ୍ୟରେ ନିର୍ବାଚନ ମାହୋଲ ଥିବାରୁ…

ସରକାରଙ୍କୁ ଘେରିଲେ ବିରୋଧୀ, ପଞ୍ଚାୟତ ନିର୍ବାଚନକୁ ନେଇ ସରକାରଙ୍କ ଅଧିକ ଚାଉଳ ନୀତି, ମନ୍ତ୍ରୀ କହିଲେ ଲୋକଙ୍କ ହିତ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର ୦୫।୦୪ :  କ୍ଷୁଧାମୁକ୍ତ ଓଡ଼ିଶା ସ୍ବପ୍ନ ସାକାର କରିବାକୁ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା । ଏବେ ମାସକୁ ମୁଣ୍ଡ ପିଛା ୫କେଜି ବଦଳରେ ମିଳିବ ୧୦ କେଜି ଚାଉଳ। ଏଥର ମୋଦି ସରକାର ଦେବେ ୫କେଜି ଓ ମୋହନ ସରକାର…

ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥା, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୦୫/୦୪: ଓଡ଼ିଶାର ମେଡ଼ିକାଲ, ଇଞ୍ଜିନିୟରିଂ, କୃଷି ଓ ପ୍ରଯୁକ୍ତି ବିଦ୍ୟାଭିତ୍ତିକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥାକୁ କ୍ୟାବିନେଟରେ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀଙ୍କ ‘ସବକା ସାଥ୍, ସବକା…

SEBC ଛାତ୍ର-ଛାତ୍ରୀଙ୍କ ପାଇଁ ସଂରକ୍ଷଣ, ଜୋର ଧରିଲା ରାଜନୀତି

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତି | ଦୀର୍ଘ ଦିନର ଦାବିକୁ ପୂରଣ କରିଛନ୍ତି ମୋହନ ସରକାର | ଏଣିକି ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆବର୍ଗ ଛାତ୍ରଛାତ୍ରୀମାନେ ୧୧.୨୫ ପ୍ରତିଶତ ସଂରକ୍ଷଣ ପାଇବେ | ମେଡ଼ିକାଲ, ଇଞ୍ଜିନିଅରିଂ, ଅନ୍ୟାନ୍ୟ…

ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୬୩% ବୃଦ୍ଧି

ନୂଆଦିଲ୍ଲୀ: ବିଗତ ଏକ ବର୍ଷ (୨୦୨୫-୨୬)ରେ ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ପୂର୍ବ ଆର୍ଥିକ ବର୍ଷରେ ଏହି ପରିମାଣ ୨୩,୬୨୨ କୋଟି ଥିବାବେଳେ ଏଥର ୬୩ ପ୍ରତିଶତ ବୃଦ୍ଧି ପାଇଛି। ଭାରତ ଇତିମଧ୍ୟରେ ଆମେରିକା…

ଇରାନର ପରମାଣୁ ପ୍ଲାଣ୍ଟକୁ ନିଶାଣ

ତେହେରାନ: ଆମେରିକା ଓ ଇସ୍ରାଏଲ ପକ୍ଷରୁ ଶନିବାର ଇରାନର ବୁଶେର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ କରାଯାଇଛି। ଫଳରେ ଏହି ପ୍ଲାଣ୍ଟର ଜଣେ ସୁରକ୍ଷା କର୍ମୀ ପ୍ରାଣ ହରାଇଥିବା ଜଣାପଡିଛି। ଆକ୍ରମଣରେ ପ୍ଲାଣ୍ଟର ଏକ କୋଠାଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।…

ଏଥର ନିର୍ବାଚନ ସମୟରେ ଭୋଟର ପରିଚୟ ପତ୍ର ଯାଞ୍ଚ କରିବେ ଯବାନ

ନୂଆଦିଲ୍ଲୀ: ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ସମୟରେ ସୀମା ସୁରକ୍ଷା ବଳ ( ବିଏସ୍‌ଏଫ୍) କର୍ମଚାରୀମାନେ ଭୋଟ କେନ୍ଦ୍ରରେ ଭୋଟର ପରିଚୟପତ୍ର ଯାଞ୍ଚ କରିବେ। ଏହା ବ୍ୟତୀତ, ମତଦାନ କେନ୍ଦ୍ରରେ ଲାଗିଥିବା ସିସି ଟିଭି କ୍ୟାମେରା ଉପରେ ବି ତୀକ୍ଷ୍‌ଣ ନଜର…

ଆଇନ ପ୍ରଣୟନ ହେବା ସତ୍ତ୍ୱେ ବଦଳିନି ସମାଜର ଚିନ୍ତାଧାରା : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦେଶରେ ମହିଳାମାନଙ୍କୁ ସୁରକ୍ଷା ଦେବା ପାଇଁ କଠୋର ଆଇନ ପ୍ରଣୟନ କରାଯାଇଛି, କିନ୍ତୁ ପ୍ରକୃତରେ କଣ ପରିସ୍ଥିତି ବଦଳିଛି? ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ଏକ ଅତ୍ୟନ୍ତ ଗମ୍ଭୀର ଏବଂ କଟୁ ମନ୍ତବ୍ୟ ଦେଇଛନ୍ତି। କୋର୍ଟ ବିଶ୍ୱାସ କରନ୍ତି ଯେ କେବଳ…

ବିଜେପିରେ ମିଶିବେ ରାଘବ ଚଢା !

ନୂଆଦିଲ୍ଲୀ: ରାଘବ ଚଢା ଆମ ଆଦମୀ ପାର୍ଟି (ଆପ) ଛାଡି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେବେ। ଏପରି କଳ୍ପନାଜଳ୍ପନା ବର୍ତ୍ତମାନ ରାଜନୈତିକ ମହଲରେ ଘୂରି ବୁଲୁଛି। ସଞ୍ଜୟ ସିଂହଙ୍କ ପରେ, ସୌରଭ ଭରଦ୍ୱାଜ ଏହି କଳ୍ପନାଜଳ୍ପନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଏଫ-୧୫ଇ: ବିମାନର ପାଇଲଟଙ୍କୁ ଉଦ୍ଧାର:ଟ୍ରମ୍ପ

ୱାଶିଂଟନ:ଆମେରିକା ଶେଷରେ ଦ୍ବିତୀୟ ପାଇଲଟଙ୍କୁ ଉଦ୍ଧାର କରିଛି । ଉଭୟ ପାଇଲଟଙ୍କ ସୁରକ୍ଷିତ ଉଦ୍ଧାର ସମ୍ପର୍କରେ ସୂଚନା ମିଳିଛି । ସ୍ପଷ୍ଟୀକରଣ କଲେ ରାଷ୍ଟ୍ରପତି ଟ୍ରମ୍ପ । ସୂଚନାନୁଯାୟୀ, ସାମରିକ ଅଭିଯାନ ସମୟରେ ଇରାନ ଏକ ଆମେରିକୀୟ ଏଫ-୧୫ଇ ବିମାନକୁ ଗୁଳି…