ଓଭରଟାଇମ୍ କଲେ ମିଳିବ ଡବଲ୍ ଦରମା; ଶ୍ରମିକଙ୍କ ହିତ ପାଇଁ ଯୋଗୀ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଶ୍ରମିକମାନଙ୍କ ହିତ ପାଇଁ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିଶେଷକରି ନୋଏଡା ଏବଂ ଆଖପାଖ ଶିଳ୍ପ ଅଞ୍ଚଳର ଶ୍ରମିକମାନେ ଏବେ ନୂତନ ଶ୍ରମ ନୀତିରୁ ସିଧାସଳଖ ଲାଭ ପାଇବେ। ସରକାରଙ୍କ…
