ମୋଦୀ-ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟର ବାର୍ତ୍ତାଳପ: ଯୁଦ୍ଧ ପରିସ୍ଥିତି ଓ ଭାରତ-ଆମେରିକା ବାଣିଜ୍ୟ ସମ୍ପର୍କ ନେଇ ଆଲୋଚନା

ନୂଆଦିଲ୍ଲୀ: ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ୪୦ ମିନିଟ୍ ଧରି ଫୋନ୍ ମାଧ୍ୟମରେ ଆଲୋଚନା ହୋଇଥିଲା। ଏହି ଆଲୋଚନା ସମୟରେ ପଶ୍ଚିମ ଏସିଆ ସଙ୍କଟ ଏବଂ ହର୍ମୁଜ୍ ପ୍ରଣାଳୀ ସମେତ ଅନେକ…

ଇରାନକୁ କୌଣସି ପ୍ରକାରର ଯୁଦ୍ଧାସ୍ତ୍ର ପଠାଇବ ନାହିଁ ବେଜିଂ: ଟ୍ରମ୍ପ

ୱାଶିଂଟନ:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ବଡ଼ ଦାବି କରିଛନ୍ତି। ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବ୍ୟକ୍ତିଗତ ଭାବେ ନିଶ୍ଚିତ କରିଛନ୍ତି ଯେ ବେଜିଂ କୌଣସି ପ୍ରକାରର ଯୁଦ୍ଧାସ୍ତ୍ର ଇରାନକୁ ପଠାଇବ ନାହିଁ। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଚିଠି ଆଦାନ…

ସ୍କୁଲରେ ଗୁଳିକାଣ୍ଡ: ୪ ମୃତ, ୨୦ରୁ ଅଧିକ ଗୁରୁତର

ନୂଆଦିଲ୍ଲୀ: ପୁଣି ତୁର୍କୀର ଏକ ସ୍କୁଲରେ ଭୟାବହ ଗୁଳିକାଣ୍ଡ । ସ୍କୁଲ ଛାତ୍ରର ଆଖିବୁଜା ଗୁଳିମାଡରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର । ମୃତକଙ୍କ ମଧ୍ୟରେ ତିନି ଛାତ୍ର ଓ ସ୍କୁଲର ଜଣେ ଶିକ୍ଷକ ସାମିଲ ଅଛନ୍ତି।…

ରାଘବ ଚଢାଙ୍କ ସିକ୍ୟୁରିଟି ପ୍ରତ୍ୟାହାର କଲା ଆପ୍, ମିଳିଲା କେନ୍ଦ୍ର ସରକାରଙ୍କ Z କାଟାଗୋରି ସୁରକ୍ଷା

ନୂଆଦିଲ୍ଲୀ: ପଞ୍ଜାବରେ ଆପ୍ ସରକାର ରାଘବ ଚଢାଙ୍କ ସିକ୍ୟୁରିଟିକୁ ପ୍ରତ୍ୟାହାର କରିନେଇଛି । ଆଉ ରାଘବ ଚଢା କେନ୍ଦ୍ର ସରକାର ସୁରକ୍ଷା ଯୋଗାଇ ଦେବେ ବୋଲି ସୂଚନା ମିଳୁଛି । କେନ୍ଦ୍ର ସରକାର ତାଙ୍କୁ “Z” କାଟାଗୋରି ପ୍ରଦାନ କରିବେ ବୋଲି…

ଆଣ୍ଡାମାନ ସାଗରରେ ଡଙ୍ଗା ବୁଡ଼ି ୨୫୦ ନିଖୋଜ

ନୂଆଦିଲ୍ଲୀ : ଆଣ୍ଡାମାନ ସାଗରରେ ମାଲେସିଆ ଅଭିମୁଖେ ଯାଉଥିବା ଡଙ୍ଗା ଆଣ୍ଡାମାନ ସାଗରରେ ବୁଡ଼ିଯାଇଛି । ଘଟଣାରେ ୨୫୦ରୁ ଅଧିକ ଲୋକ ନିଖୋଜ ରହିଛନ୍ତି । ଏଥିରେ ବେଆଇନ ଭାବରେ ଯାତ୍ରା କରୁଥିବା ଅନେକ ଲୋକ ଥିଲେ । ଅଧିକାଂଶ ରୋହିଙ୍ଗ୍ୟା ଶ୍ରମିକ…

ଇଲେକ୍ଟ୍ରି ଖୁଣ୍ଟରେ ପିଟି ହେଲା ବସ୍ : ୬ ମୃତ, ୧୫ରୁ ଅଧିକ ଆହତ

ପଞ୍ଜାବ : ପଞ୍ଜାବର ଫତେଗଡ଼ ସାହିବ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁସାରେ, ବସ୍ସି ପଠାଣା ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ ରୁ ଅଧିକ ଯାତ୍ରୀ ଆହତ…

ବସ୍ତିରେ ଭୟାବହ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୩ ସଦସ୍ୟ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ଦିଲ୍ଲୀର ରୋହିଣୀ ଅଞ୍ଚଳରେ ହୃଦୟବିଦାରକ ଘଟଣା । ବୁଧବାର ଭୋର ସମୟରେ ଏକ ବସ୍ତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଏବଂ ସେମାନଙ୍କର ମାତ୍ର ୩…

ବିହାରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

ବିହାର: ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବେ ସମ୍ରାଟ ଚୌଧୁରୀ ଶପଥ ଗ୍ରହଣ କରିଛନ୍ତି ।  ପାଟନାର ଲୋକଭବନରେ ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏଥିସହ ଜେଡିୟୁ ବିଧାୟକ ବିଜୟ ଚୌଧୁରୀ ଏବଂ ବିଜେନ୍ଦ୍ର ଯାଦବ ଉପମୁଖ୍ୟମନ୍ତ୍ରୀ…

ସ୍କୁଲ ଗେଟ୍ ଭୁଶୁଡ଼ି ୨ ଛାତ୍ରୀ ମୃତ

ଗଜପତି:ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ରୁବୁଡିସିଂ ଉଚ୍ଚ ପ୍ରାଥମିକ ସ୍କୁଲ୍‌ରେ ବୁଧବାର ଘଟିଛି ବଡ଼ ଅଘଟଣ। ସ୍କୁଲର ଗେଟ୍ ଭୁଶୁଡ଼ି ପଡ଼ିବାରୁ ୨ ଜଣ ଛାତ୍ରୀଙ୍କର ମୃତ୍ୟୁ ହୋଇଯାଇଛି। ଜଣେ ଚତୁର୍ଥ ଶ୍ରେଣୀ ଛା୍ତ୍ରୀ ହୋଇଥିବା ବେଳେ ଆଉ ଜଣେ…

ନିର୍ବାଚନ ଫଳାଫଳ ପୂର୍ବରୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ ହିମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ବର: ଆସାମ ବିଧାନସଭା ନିର୍ବାଚନ ଫଳାଫଳ ବାହାରିବା ପୂର୍ବରୁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଇଛନ୍ତି ମୁଖ୍ୟମନ୍ତ୍ରୀ ହିମାନତା ବିଶ୍ୱ ଶର୍ମା। ବୁଧବାର ଓଡ଼ିଶା ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ହିମାନତା। ଏହି ସମୟରେ ସେ ଗଣମାଧ୍ୟମକୁ ବୟାନ ଦେଇ ରାହୁଲ…