ଭୋଟ୍‌କୁ ବାଧ୍ୟତାମୂଳକ କରିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଏକ ଆକର୍ଷଣୀୟ ଆବେଦନର ଶୁଣାଣି ହୋଇଛି। ଆବେଦନରେ ଦାବି କରାଯାଇଥିଲା ଯେ, ଭୋଟ୍‌କୁ ବାଧ୍ୟତାମୂଳକ କରାଯାଉ। ଯେଉଁମାନେ ଜାଣିଶୁଣି ଭୋଟ୍ ଦେଉ ନାହାନ୍ତି ସେମାନଙ୍କ ଉପରେ ଦଣ୍ଡ ବ୍ୟବସ୍ଥା ଲାଗୁ କରାଯାଉ। ଏପରି ବ୍ୟକ୍ତିମାନଙ୍କୁ ସରକାରୀ ସୁବିଧାରୁ ବଞ୍ଚିତ…

ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ଷଷ୍ଠ ଥର ମନୋନୀତ ହେଲେ ଡ. ସସ୍ମିତ ପାତ୍ର

ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ବିଜେଡି ସାଂସଦ ଡ. ସସ୍ମିତ ପାତ୍ର ଷଷ୍ଠ ଥର ପାଇଁ ମନୋନୀତ ହୋଇଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ସି ପି ରାଧାକ୍ରିଷ୍ଣନ ଗୃହ କାର୍ଯ୍ୟ ପରିଚାଳନା ପାଇଁ ଡ. ପାତ୍ରଙ୍କ ସମେତ ସାଂସଦ ଡ.…

ରନୱେରେ ଧକ୍କା ହେଲା ଦୁଇ ବିମାନ, କ୍ରୁ ସଦସ୍ୟ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସାଇସ୍ପଜେଟ B737-700 ବିମାନ ଏୟାରପୋର୍ଟରେ ଟ୍ୟାକ୍ସିଂ କରୁଥିବା ବେଳେ ଅନ୍ୟ ଏକ ଆକାସା ଏୟାର ବିମାନକୁ ରନୱେରେ ଧକ୍କା ଦେଇଥିଲା । ଏହି ଧକ୍କା…

ଲସ୍କର-ଇ-ତୋଏବାର କୁଖ୍ୟାତ ଆତଙ୍କୀ ଆମିର ହମଜା ଉପରେ ଆଖିବୁଜା ଗୁଳିମାଡ଼

ଲାହୋର: ପାକିସ୍ତାନର ଲାହୋରରେ ଲସ୍କର-ଇ-ତୋଇବାର ଫାଉଣ୍ଡର ସଦସ୍ୟ ଓ କୁଖ୍ୟାତ ଆତଙ୍କୀ ଆମିର ହମଜା ଉପରେ ଆଖିବୁଜା ଗୁଳିମାଡ଼ । ମିଳିଥିବା ସୂଚନା ଅନୁସାରେ, ହମଜା ଲାହୋରରେ ଥିବା ଏକ ନ୍ୟୁଜ ଚ୍ୟାନେଲ ଅଫିସରୁ ଏକ କାର୍ଯ୍ୟକ୍ରମ ସାରିବା ପରେ ଘରକୁ…

ପାକିସ୍ତାନ ସରକାରୀ ଡାକ୍ତରଖାନାରେ ୩୦୦ରୁ ଅଧିକ ପିଲା HIV ପଜିଟିଭ୍

ନୂଆଦିଲ୍ଲୀ : ପାକିସ୍ତାନ ସରକାରୀ ଡାକ୍ତରଖାନାରେ ଏବେ ଗୁରୁତର ଅବହେଳା ଅଭିଯୋଗ । ପାକିସ୍ତାନର ପଞ୍ଜାବ ପ୍ରଦେଶର ଟାଉନସା ସହରରେ ୩୩୧ ଜଣ ପିଲାଙ୍କୁ HIV ପଜିଟିଭ୍ । ଏହି ମାମଲାଗୁଡ଼ିକ ନଭେମ୍ବର ୨୦୨୪ରୁ ଅକ୍ଟୋବର ୨୦୨୫ ମଧ୍ୟରେ ରିପୋର୍ଟ କରାଯାଇଥିଲା ।…

ଲୋକସଭାରେ ସମ୍ବିଧାନ ସଂଶୋଧନ ବିଲ୍ ଆଗତ, ଆସନ୍ତାକାଲି ଭୋଟିଂ

ନୂଆଦିଲ୍ଲୀ : ଲୋକସଭାରେ ସମ୍ବିଧାନ ସଂଶୋଧନ ବିଲ୍ ଆଗତ । ୧୩୧ତମ ସଂଶୋଧନ ବିଲ୍ କୁ ଉପସ୍ଥାପନ କରିବା ପାଇଁ ଲୋକସଭାରେ ଭୋଟ୍ ଗ୍ରହଣ କରାଯାଇଥିଲା । ଏହି ବିଲ୍ ସପକ୍ଷରେ ୨୦୭ ଜଣ ସାଂସଦ ଭୋଟ୍ ଦେଇଥିବାବେଳେ, ୧୨୬ ଜଣ ଏହାକୁ…

ବୃନ୍ଦାବନ ଡଙ୍ଗାବୁଡ଼ି ଘଟଣା: ମାଜିଷ୍ଟ୍ରେଟ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଜାରି

ମଥୁରା : ବୃନ୍ଦାବନରେ ହୋଇଥିବା ଡଙ୍ଗା ଦୁର୍ଘଟଣାରେ ମାଜିଷ୍ଟ୍ରେଟ୍ ଯାଞ୍ଚ ପାଇଁ ଆଦେଶ ଦେଇଛନ୍ତି । ଡଙ୍ଗା ବୁଡ଼ି ଘଟଣାରେ ୧୫ ଜଣ ଲୋକଙ୍କ ଜୀବନ ଚାଲିଯାଇଥିଲା । ଜିଲ୍ଲାଧିକାରୀ ଚନ୍ଦ୍ରପ୍ରକାଶ ସିଂ ଯାଞ୍ଚ ପାଇଁ ଉପରିସ୍ଥ ଜିଲ୍ଲାଧିକାରୀଙ୍କୁ ନିଯୁକ୍ତ କରାଯାଇଛି ।…

ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଲା ବସ୍, ଚାଲିଗଲା ୩ ଜୀବନ, ୩୫ ଆହତ

ରାଜସ୍ଥାନ : ଗତକାଲି ବିଳମ୍ବିତ ରାତିରେ ରାଜସ୍ଥାନ କୋଟାର ନ୍ୟାସନାଲ ହାଇୱେରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩୫ ଜଣ ଆହତ ହୋଇଛନ୍ତି । କୋଟା ବାଇପାସର ହରେ କୃଷ୍ଣ…

ବୋଲେରୋ ସହ ଲରି ମୁହାଁମୁହିଁ ଧକ୍କା: ୮ ମୃତ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ମନ୍ତ୍ରଣାଳୟମ ଡିଭିଜନର ଚିକ୍କାମାଗାଲୁରୁ ନିକଟରେ ଏକ ବୋଲେରୋ ଗାଡ଼ି ସହ ଏକ ଲରି ଗାଡି ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ରୁ ୧୨…

ପ୍ଲଟ୍‌ ବ୍ୟବସାୟୀଙ୍କୁ ଅପହରଣ ଅଭିଯୋଗ

ବ୍ରହ୍ମପୁର:ଗୋପାଳପୁର ଥାନା ଅନ୍ତର୍ଗତ ଡିଫେନ୍ସ କଲୋନୀରୁ ସୁଧୀର ପାତ୍ର ନାମକ ଜଣେ ପ୍ଲଟ ବ୍ୟବସାୟୀଙ୍କୁ କିଛି ଦୁର୍ବୃତ୍ତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି । ଗତକାଲି ସନ୍ଧ୍ୟାରେ ତାଙ୍କୁ ଡୁରା ଗ୍ରାମ ପଞ୍ଚାୟତ ନିକଟସ୍ଥ ଡିଫେନ୍ସ କଲୋନୀ ଅଞ୍ଚଳରୁ କିଛି…