ଇରାନ ଜାହାଜ ଉପରକୁ ଆମେରିକାର ଗୁଳିମାଡ଼
ଆମେରିକା : ସମୁଦ୍ର ମଝିରେ ହାଇ-ଭୋଲଟେଜ୍ ଡ୍ରାମା! । ଇରାନ ଜାହାଜ ଉପରକୁ ଗୁଳିମାଡ଼! । ଆମେରିକା ନୌସେନା ହାତରେ ଜବତ ହେଲା ଇରାନର ବିଶାଳ ଜାହାଜ। ଏ ନେଇ ‘ଟ୍ରୁଥ୍ ସୋସିଆଲ୍’ ଆକାଉଣ୍ଟରେ ବଡ଼ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…
ଆମେରିକା : ସମୁଦ୍ର ମଝିରେ ହାଇ-ଭୋଲଟେଜ୍ ଡ୍ରାମା! । ଇରାନ ଜାହାଜ ଉପରକୁ ଗୁଳିମାଡ଼! । ଆମେରିକା ନୌସେନା ହାତରେ ଜବତ ହେଲା ଇରାନର ବିଶାଳ ଜାହାଜ। ଏ ନେଇ ‘ଟ୍ରୁଥ୍ ସୋସିଆଲ୍’ ଆକାଉଣ୍ଟରେ ବଡ଼ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…
ଲକ୍ଷ୍ନୌ : ସମଗ୍ର ଦେଶରେ ପ୍ରବଳ ଗ୍ରୀଷ୍ମପ୍ରଭାବ ଜାରି ରହିଛି । ଉତ୍ତର ପ୍ରଦେଶରେ ଅଧିକାଂଶ ସ୍ଥାନର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ପାର କରିଛି । ପାଣିପାଗ ବିଜ୍ଞାନ ବିଭାଗ ରାଜ୍ୟର ଅନେକ ଅଞ୍ଚଳ ପାଇଁ ରବିବାର ଲୁ ଚେତାବନୀ ଜାରି…
କେନ୍ଦ୍ରାପଡା: କେନ୍ଦ୍ରାପଡାରେ ଜିଲ୍ଲାରେ ମଙ୍ଗଳବାର ଠାରୁ ସକାଳ ୬.୩୦ ରୁ୯ଟା ପର୍ଯ୍ୟନ୍ତ ଖୋଲା ହେବ ସ୍କୁଲ୍ । ପ୍ରବଳ ଖରାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ଶିଶୁବାଟିକାଠାରୁ ଦ୍ବାଦଶ ଶ୍ରେଣୀ ପାଇଁ ନିର୍ଦେଶ । ଅନ୍ୟପଟେ, ଅସହ୍ୟ…
କଟକ: କଟକରେ ୩ ଦିନ ସ୍କୁଲ ଛୁଟି । ପ୍ରବଳ ଖରାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ୨୧, ୨୨ ଓ ୨୩ ତାରିଖ ଜିଲ୍ଲାର ସବୁ ସ୍କୁଲ ଛୁଟି । ଶିଶୁବାଟିକାଠାରୁ ଦ୍ବାଦଶ ଶ୍ରେଣୀ ଯାଏ…
ବାଣପୁର: ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ର ଚିଲିକାରୁ ଜଣେ ଅଗ୍ନିବୀର ପ୍ରଶିକ୍ଷାର୍ଥୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଉଛି। ଏନେଇ ପରିବାର ପକ୍ଷରୁ ଗତକାଲି ବାଲୁଗାଁ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ବାଲୁଗାଁ ପୁଲିସ। ମୃତ ପ୍ରଶିକ୍ଷାର୍ଥୀ ଜଣକ ହେଉଛନ୍ତି…
କୋରାପୁଟ: କୋରାପୁଟରେ ଦେଖିବାକୁ ମିଳିଥିଲା ଅଘଟଣ । ଦୁଇ ଶ୍ରମିକ ଗୋଷ୍ଠୀ ଭିତରେ ଗଣ୍ଡଗୋଳ। ୫ ଜଣ ଆହତ, ଜଣେ ମୃତ । କୋରାପୁଟ ସଦର ଥାନା ଆଧିନସ୍ଥ ଜରଟି ନିକଟସ୍ଥ ରେଳବାଇ ଦୋହରିକରଣ କ୍ୟାମ୍ପରେ ଦୁଇ ଶ୍ରମିକ ଗୋଷ୍ଠୀ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ।…
ପୁରୀ: ପବିତ୍ର ଅକ୍ଷୟ ତୃତୀୟରେ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହେଲା । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନିଟି ୧୨ ଫୁଟିଆ ଧଉରା କାଠକୁ ବାରିକେଡ ଘେରାଇ ରଖାଯାଇଥିଲା । ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ଶୋତ୍ରୀୟ ବ୍ରାହ୍ମଣମାନେ ବନଯାଗ…
ଭୁବନେଶ୍ବର: ଗଞ୍ଜାମରେ ୩ ଦିନ ସ୍କୁଲ ଛୁଟି । ପ୍ରବଳ ଖରାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ୨୧, ୨୨ ଓ ୨୩ ତାରିଖ ଜିଲ୍ଲାର ସବୁ ସ୍କୁଲ ଛୁଟି । ଶିଶୁବାଟିକାଠାରୁ ଦ୍ବାଦଶ ଶ୍ରେଣୀ ଯାଏ ଛୁଟି…
ବ୍ରହ୍ମପୁର: ବ୍ରହ୍ମପୁର କୋର୍ଟରେ ଜଣେ ଯୁବକଙ୍କ ଆତଙ୍କରାଜ । ମାରଣାସ୍ତ୍ର ଧରି ଗୋଡାଉଥିବା ବେଳେ କାବୁ କରିଲେ ଆଇନଜୀବୀ । ଆଇନଜୀବୀ ମାନେ ଯୁକକକୁ କାବୁ କରିବା ପରେ ପୋଲିସ ହସ୍ତାନ୍ତର କଲେ । ବୈଦ୍ୟନାଥପୁର ଥାନାରେ ଯୁବକକୁ ଅଟକ ରଖି ତଦନ୍ତ…
ଭୁବନେଶ୍ବର: ରାଜ୍ୟର ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୪୩.୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ରାଜ୍ୟର ୧୩ ସହରର ତାପମାତ୍ରା ୪୦ ଉପରେ ରହିଛି । ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ…