ପଶ୍ଚିମବଙ୍ଗରେ ଖାତା ଖୋଲିପାରିବନି କଂଗ୍ରେସ, ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଲେ ଅମିତ ଶାହ
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଦମଦମ୍ରେ ଏକ ନିର୍ବାଚନୀ ରାଲିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ସେ କହିଥିଲେ ଯେ ଏଥର କଂଗ୍ରେସ ଦଳ ବଙ୍ଗଳାରେ ତା’ର ଖାତା…
