ଆପ୍ ରାଜନୀତିରେ ଝଡ଼, ବିଜେପିରେ ମିଶିଲେ ୭ ସାଂସଦ

ନୂଆଦିଲ୍ଲୀ : ଆପ୍ ରାଜନୀତିରେ ଝଡ଼ । ଆମ ଆଦମୀ ପାର୍ଟିର ବଡ଼ ଧରଣର ବିଭାଜନ । ବିଜେପିରେ ମିଶିଲେ AAPର ୭ ସାଂସଦ! । ବିଜେପିକୁ ଯାଇଥିବା ୭ ସାଂସଦମାନେ ହେଲେ ରାଘବ ଚଢ଼ା, ସନ୍ଦୀପ ପାଠକ, ଅଶୋକ ମିତ୍ତଲ, ହରଭଜନ…

ମନ୍ତ୍ରୀ ଓ ବିଧାୟକଙ୍କ କଟିବ ଅଧା ଦରମା, ତେଲଙ୍ଗାନା ସରକାରଙ୍କ ଐତିହାସିକ ନିଷ୍ପତ୍ତି !

ତେଲଙ୍ଗାନା : ତେଲଙ୍ଗାନା ସରକାରଙ୍କ ବଡ଼ ନିଷ୍ପତ୍ତି । ଏହି ନିଷ୍ପତ୍ତି ଅନୁଯାୟୀ, ମନ୍ତ୍ରୀ ଏବଂ ବିଧାୟକଙ୍କ ଅଧା ଦରମା କାଟି ଦିଆଯିବ । ରାଜ୍ୟର ଅବସରପ୍ରାପ୍ତ କର୍ମଚାରୀଙ୍କ ବକେୟା ପେନସନ ଦେବା ପାଇଁ ଐତିହାସିକ ନିଷ୍ପତ୍ତି ନିଆଯାଇଛି । ତେଲଙ୍ଗାନା କ୍ୟାବିନେଟ…

ଗଙ୍ଗାରେ ନୌକାବିହାର କଲେ ପ୍ରଧାନମନ୍ତ୍ରୀ, ଉଠାଇଲେ ବିଦ୍ୟାସାଗର ସେତୁ ଏବଂ ହାୱଡା ବ୍ରିଜର ଫଟୋ

କୋଲକତା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ସରିବା ପରେ କୋଲକତାରେ ହୁଗୁଳୀ ନଦୀରେ ସମୟ ଅତିବାହିତ କରିଛନ୍ତି । ହୁଗୁଳୀ ନଦୀରେ ନୌକାବିହାର କରିବା ସହିତ ଫଟୋ ଉଠାଇଛନ୍ତି । ହାତରେ କ୍ୟାମେରା ଧରି ବିଦ୍ୟାସାଗର…

ଓଲଟିଲା ନାଇଟ୍ରୋଜେନ ଭର୍ତ୍ତି ଟ୍ୟାଙ୍କର, ଗ୍ୟାସ୍ ଲିକ୍ ନେଇ ଲୋକେ ଭୟଭୀତ

ନୂଆଦିଲ୍ଲୀ : ଦିଲ୍ଲୀ-ଡେରାଡୁନ ଏକ୍ସପ୍ରେସ ଓେ୍ବରେ ମର୍ମନ୍ତୁଦ ଦୁର୍ଘଟଣା । ଏକ ନାଇଟ୍ରୋଜେନ ଗ୍ୟାସ୍ ଭର୍ତ୍ତି ଏକ ଟ୍ୟାଙ୍କର ପଛରୁ ଆସୁଥିବା ଟ୍ରକକୁ ଧକ୍କା ଦେବାରୁ ଗ୍ୟାସ୍ ଲିକ୍ ହେଉଛି । ଏଥିପାଇଁ ରାସ୍ତାରେ ଯାଉଥିବା ଯାତ୍ରୀ ଭୟଭୀତ ହୋଇଛନ୍ତି । ୟୁପି-ଉତ୍ତରାଖଣ୍ଡ…

କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓ ତାଙ୍କ ପରିବାରକୁ ହତ୍ୟା ଧମକ, ଜଣେ ଗିରଫ

ମୁମ୍ବାଇ : କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଏବଂ ତାଙ୍କ ପରିବାରକୁ ଜୀବନରୁ ମାରିଦେବାକୁ ମିଳିଛି ଧମକ । ଧମକ ମିଳିବା ପରେ ନାଗପୁର ପୋଲିସ ଅଭିଯୁକ୍ତ ବିରୁଦ୍ଧରେ ମାମଲା ଦାୟର କରି ତାଙ୍କୁ ଗିରଫ କରିଛି । ପୋଲିସ କହିବା ମୁତାବକ, ଅଖିଳ…

ଡମ୍ପର-ବୋଲେରୋ ଧକ୍କା, ୩ ମୃତ, ୫ ଗୁରୁତର

ରାଜସ୍ଥାନ : ରାଜସ୍ଥାନ ଚୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଡମ୍ପର ଏବଂ ବୋଲେରୋ ଧକ୍କା ହେବା ପରେ କାରରେ ଭୟଙ୍କର ନିଆଁ ଲାଗିଯାଇଥିଲା । ଫଳରେ ଗାଡ଼ିରେ ଥିବା ୩ ଜଣଙ୍କ ଲୋକଙ୍କ ଜୀବନ ଚାଲିଯାଇଥିଲା । ବିଳମ୍ବିତ ରାତିରେ…

ଇରାନ ବିରୋଧରେ ସୁଟ ଆଣ୍ଡ କିଲ ପାଇଁ ଅର୍ଡର ଦେଲେ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ: ଇରାନ ବିରୋଧରେ ଟ୍ରମ୍ପଙ୍କ ଭୟଙ୍କର ନିର୍ଦ୍ଦେଶ । ସୁଟ ଆଣ୍ଡ କିଲ ପାଇଁ ଅର୍ଡର ଦେଲେ ଆମେରିକା ରାଷ୍ଟ୍ରପତି । ଇରାନୀ ତେଲ ଟ୍ୟାଙ୍କର ଉପରେ ଆମେରିକାର ଚଢ଼ାଉ । ଇରାନରୁ ତେଲ ଚୋରା ଚାଲାଣ ରୋକିବାକୁ ଭାରତ ମହାସାଗରରେ ଆମେରିକା…

ଓଲଟିଲା ତୀର୍ଥଯାତ୍ରୀ ବସ୍; ଅନେକ ଆହତ

ବାଲେଶ୍ବର: ଓଲଟିଲା ତୀର୍ଥଯାତ୍ରୀ ବସ୍ , ଏକାଧିକ ଆହତ ହୋଇଛନ୍ତି । ବସଟି କୋଲକାତାରୁ ଭୁବନେଶ୍ବର ଯାଉଥିବାବେଳେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଥିଲା । ବାଲେଶ୍ବର ଶେରଗଡ଼ ରୟାଲ ହୋଟେଲ ସମ୍ମୁଖରେ ଦୁର୍ଘଟଣା ଘଟିଛି । ଖନ୍ତାପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ଜାତୀୟ ପଞ୍ଚାୟତରାଜ ଦିବସ ପାଳନକୁ ବର୍ଜନ କଲା ସରପଞ୍ଚ ସଂଘ

ବାସୁଦେବପୁର : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସକୁ ବର୍ଜନ କରିଛନ୍ତି ସରପଞ୍ଚ ସଙ୍ଘ। ମୁଣ୍ଡରେ କଳାପଟି ବାନ୍ଧି ପ୍ରତିବାଦ କରିବା ସହ ସଭା ସ୍ଥଳରେ ତଳେ ବସି ଥିବା ନଜରକୁ ଆସିଛି। ପଞ୍ଚାୟତରାଜ ବ୍ୟବସ୍ଥାରେ ସରପଞ୍ଚ ମାନଙ୍କୁ…

ପୋଲ ତିଆରି ବେଳେ ନଦୀକୁ ଖସିଲା ଟ୍ରାକ୍ଟର; ଚାଳକ ମୃତ

ଧାମରା : ଘଂଟେଶ୍ୱର ଅଞ୍ଚଳରେ ଏକ ପୋଲ ନିର୍ମାଣ ବେଳେ ଅଘଟଣ। ବାଲିଆପାଳ ଠାରେ ମନ୍ତେଇ ନଦୀ ଉପରେ ଏକ ପୋଲର ସଂଯୋଗୀକରଣ ରାସ୍ତା ନିର୍ମାଣ ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି ସଂଯୋଗୀକରଣ ରାସ୍ତାରେ ମାଟି ବୋହିବା ପାଇଁ…