May 2026

ଦୁର୍ଘଟଣାସ୍ଥଳର ପରିଦର୍ଶନ କରିବା ସହ ଉଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ସୈଦୁଲାଜବ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହ ଚାଲିଥିବା ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗତକାଲି ରାତିରୁ ଉଦ୍ଧାରକାରୀ ଦଳ ନିରନ୍ତର ଭାବେ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

ଟିଏମସି ସାଂସଦ କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ,ବିଜେପି କହିଲା ଡ୍ରାମା

କଲକାତା:ପଶ୍ଚିମବଙ୍ଗରେ ଟିଏମସି ସାଂସଦଙ୍କୁ ଆକ୍ରମଣ ଘଟଣାରେ ଜୋରଦାର ହୋଇଛି ରାଜନୀତି।ପଶ୍ଚିମବଙ୍ଗରେ ପୁଣି ଜଣେ ଟିଏମସି ସାଂସଦଙ୍କ ଉପରେ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ହୁଗୁଲି ସ୍ଥିତ ଚଣ୍ଡିତଲା ପୋଲିସ ଷ୍ଟେସନ ସାମ୍ନାରେ ଟିଏମସି ସାଂସଦ କଲ୍ୟାଣ ବାନାର୍ଜୀଙ୍କ ଉପରେ…

ଏପ୍ରିଲ୍‌ରେ ୧.୩୮ କୋଟି ଯାତ୍ରୀ ବିମାନରେ ଯାତ୍ରା

ନୂଆଦିଲ୍ଲୀ: ଚଳିତ ବର୍ଷ ଏପ୍ରିଲ ମାସରେ କମ୍‌ ସଂଖ୍ୟକ ଲୋକ ବିମାନରେ ଯାତ୍ରା କରିଛନ୍ତି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ତଥ୍ୟ ଅନୁସାରେ ଏପ୍ରିଲ୍‌ରେ ୧.୩୮ କୋଟି ଯାତ୍ରୀ ବିମାନରେ ଯାତ୍ରା କରିଥି‌ଲେ। ଏହି ସଂଖ୍ୟା ଗତବର୍ଷର ୧.୪୩ କୋଟି…

ଟିଏମ୍‌ସିରେ ନିରବ ବିଦ୍ରୋହ; ବୈଠକକୁ ଆସିଲେନି ୬୦ ବିଧାୟକ

କୋଲକାତା: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି)ର ନିର୍ବାଚନୀ ବିପର୍ଯ୍ୟୟ ପରେ ଦଳର ଆଭ୍ୟନ୍ତରୀଣ ସ୍ଥିତି ଜଟିଳ ରୂପ ନେଇଛି। ଦଳରେ ଲାଗି ରହିଥିବା ବଡ଼ ଧରଣର ସାଂଗଠନିକ ସଙ୍କଟ ଏବେ ସାମନାକୁ ଆସିଛି। ଦଳର ଦୁଇ ଶୀର୍ଷ ନେତା ଅଭିଷେକ ବାନାର୍ଜୀ…

ବ୍ୟବସାୟିକ ଯୌନ ଶୋଷଣର ଶିକାର ବ୍ୟକ୍ତି ନାବାଳିକା ହେଲେ ପୋକ୍ସୋ ଆଇନ ଲାଗୁ ହେବ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ଭାରତୀୟ ନ୍ୟାୟ ସଂହିତା (ବିଏନ୍ଏସ୍) ଏବଂ ଅନୈତିକ ଟ୍ରାଫିକ୍ (ନିବାରଣ) ଆଇନ (ଆଇଟିପିଏ) ବ୍ୟତୀତ ନାବାଳିକାଙ୍କ ବ୍ୟବସାୟିକ ଯୌନ ଶୋଷଣ (ସିଏସ୍ଇ) ସହ ଜଡିତ ଚାଲାଣକାରୀଙ୍କ ବିରୋଧରେ କଠୋର ପୋକ୍ସୋ ଆକ୍ଟ ଅନୁଯାୟୀ ମାମଲା ରୁଜୁ କରାଯାଇପାରିବ ବୋଲି ସୁପ୍ରିମ୍‌କୋର୍ଟ…

ସୁରକ୍ଷାରେ ତ୍ରୁଟି ଥିବା ମାନିଲା ସିବିଏସ୍ଇ

ନୂଆଦିଲ୍ଲୀ: ଅନ୍‌ସ୍କ୍ରିନ ମାର୍କିଂ (ଓଏସ୍ଏମ୍)କୁ ନେଇ ବିବାଦ ଚାଲିଥିବାବେଳେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଶେଷରେ ନିରବତା ଭାଙ୍ଗିଛି। ଏକ୍‌ରେ ଏକ ବୟାନରେ ବୋର୍ଡ କହିଛି ଯେ, ଦୁଇଥର ହ୍ୟାକ୍ ହେବା ପରେ ସେମାନେ ଏହାର ସେବା ପ୍ରଦାନକାରୀଙ୍କ ଓଏସ୍ଏମ୍…

ପଞ୍ଜାବ ପୌର ନିର୍ବାଚନରେ ବିପର୍ଯ୍ୟୟ ପାଇଁ କଂଗ୍ରେସର ଗୋଷ୍ଠୀ କନ୍ଦଳ ଦାୟୀ

ଚଣ୍ଡୀଗଡ଼: ପଞ୍ଜାବର ପୌର ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଏହାର କ୍ରମାଗତ ଗୋଷ୍ଠୀକନ୍ଦଳକୁ ସାମ୍ନାକୁ ଆଣିଛି। ୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ ଏକାଧିକ ବରିଷ୍ଠ ନେତା ପ୍ରମୁଖ ସାଂଗଠନିକ ଓ ବିଧାନସଭା ଭୂମିକା ପାଇଁ ଗୋଷ୍ଠୀବାଦକୁ ପ୍ରୋତ୍ସାହିତ କରିଛନ୍ତି।…

ଫାର୍ମହାଉସ୍‌ରେ ହାତୀକୁ ମାରି ପୋତିଦେଲେ!

ହିନ୍ଦୋଳ : ଏକ ହାତୀକୁ ମାରି ଫାର୍ମ ହାଉସ୍‌ରେ ପୋତି ଦିଆଯାଇଥିବା ନେଇ ଅଭିଯୋଗ ମିଳିବା ପରେ ବନ ବିଭାଗ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି। ବନବିଭାଗର ସ୍ବତନ୍ତ୍ର ଟିମ୍‌ ଢେଙ୍କାନାଳଜିଲ୍ଲା ହିନ୍ଦୋଳ ସହରରେ ଥିବା ଏହି ଫାର୍ମ ହାଉସ୍‌କୁ ଯାଇ…

ସ୍ତ୍ରୀକୁ ମାରି ବସ୍ତାରେ ଭର୍ତ୍ତି କରି ନଦୀ କୂଳରେ ପୋତିଦେଲା ଜହ୍ଲାଦ ସ୍ବାମୀ

ଚୌଦ୍ବାର ୩୧।୫: ପ୍ରେମ କରି ବିବାହ କରିଥିଲେ କିନ୍ତୁ ପ୍ରେମ ବେଶୀ ଦିନ ତିଷ୍ଠି ରହିଲାନି । ଶେଷରେ ତଣ୍ଟିଚିପି ମାରି ପୋତିଦେଲା ସ୍ୱାମୀ । ଏଭଳି ଘଟଣା ଘଟିଛି କଟକ ଜିଲ୍ଲା ଟାଙ୍ଗୀ ଥାନା ଭଟିମୁଣ୍ଡା ସାରଗାଁ ଗ୍ରାମରେ ।…

ଏକତରଫା ପ୍ରେମରୁ ହିଡେନ୍ କ୍ୟାମେରା

ଜଗତସିଂହପୁର: ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟ ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ଜଗତସିଂହପୁର ଏସ୍‌ପି ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି । ଏ ନେଇ ପ୍ରେସମିଟ୍ କରି ରୋଚକ ତଥ୍ୟ ଦେଇଛନ୍ତି ଏସ୍‌ପି ଅଙ୍କିତ ବର୍ମା । ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟ…