May 2026

’ଧାନ କିଣା ପ୍ରକ୍ରିୟାରେ ଖାମଖିଆଲି ମନୋଭାବ ବରଦାସ୍ତ କରାଯିବ’ ନାହିଁ : ଯୋଗାଣ ବିଭାଗ ପ୍ରମୁଖ ସଚିବ

ଭୁବନେଶ୍ୱର: ଧାନ କିଣା ପ୍ରକ୍ରିୟାରେ କୌଣସି ପ୍ରକାର ଖାମଖିଆଲି ମନୋଭାବ କିମ୍ବା ନିୟମ ଉଲ୍ଲଂଘନକୁ ଆଦୌ ବରଦାସ୍ତ କରାଯିବ ନାହିଁ। ସଚିବାଳୟରେ ବିଭାଗୀୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଚାଲିଥିବା ସମୀକ୍ଷା ବୈଠକରେ ଅଫିସରମାନଙ୍କୁ ସିଧାସଳଖ ନାଲି ଆଖି ଦେଖାଇଛନ୍ତି ଖାଦ୍ୟ ଯୋଗାଣ ବିଭାଗ…

ଶ୍ରୀ ମନ୍ଦିର ପ୍ରଶାସନର ହସ୍ତକ୍ଷେପ ପରେ ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ

ଭୁବନେଶ୍ବର: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଆପତ୍ତି ପରେ ପଞ୍ଜାବର ଫିରୋଜପୁରରେ ଆୟୋଜନ ହେବାକୁ ଥିବା ଅଦିନିଆ ରଥଯାତ୍ରାକୁ ସ୍ଥଗିତ ରଖାଯାଇଛି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ବୁଧବାର ଦିନ ଏହି ସୂଚନା ଦିଆଯାଇଛି। ସ୍ଥାନୀୟ ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ଏବଂ କମିଟି…

ଇନ୍ଧନ ବଞ୍ଚାଇବାକୁ ଅଭିନବ ପ୍ରୟାସ, ଘୋଡ଼ା ଚଢ଼ି ସ୍କୁଲ ଗଲେ ଶିକ୍ଷକ

ରାଞ୍ଚି : ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ବର୍ତ୍ତମାନ ଭାରତ ସମେତ ଅଧିକାଂଶ ରାଷ୍ଟ୍ରରେ ତୈଳ ସଙ୍କଟ ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଇନ୍ଧନ ବଞ୍ଚାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ଦିନ ପୂର୍ବେ ଦେଶବାସୀଙ୍କୁ ଯେଉଁ ଆହ୍ବାନ ଦେଇଥିଲେ, ତାହାକୁ…

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ କାଳବୈଶାଖୀ ପାଇଁ ଆଲର୍ଟ ଜାରି

ଭୁବନେଶ୍ୱର : ପାଣିପାଗର ଡବଲ ୱାର୍ଣ୍ଣିଂ। ରାଜ୍ୟରେ ଖରା ସହ ଦେଖିବାକୁ ମିଳିବ କାଳବୈଶାଖୀ । ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ କାଳବୈଶାଖୀ ପାଇଁ ଆଲର୍ଟ ଜାରି। ଆସନ୍ତାକାଲି ଠାରୁ ତାପମାତ୍ରାରେ ବୃଦ୍ଧି ଘଟିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ପଶ୍ଚିମବଙ୍ଗ ଫାଲଟା ନିର୍ବାଚନ, ଓହରିଲେ ଟିଏମସି ପ୍ରାର୍ଥୀ ଜାହାଙ୍ଗୀର ଖାନ

କୋଲକତା : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ବଡ଼ ଖବର । ଫାଲଟା ବିଧାନସଭା ଆସନରେ ମେ ୨୧ ତାରିଖରେ ପୁଣି ମତଦାନ ହେବ । କିନ୍ତୁ ନିର୍ବାଚନର ମାତ୍ର ୪୮ ଘଣ୍ଟା ପୂର୍ବରୁ ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଜାହାଙ୍ଗୀର ଖାନ…

ଉତ୍ତରାଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁବନ ଚନ୍ଦ୍ର ଖଣ୍ଡୁରୀଙ୍କ ପରଲୋକ

ଡେରାଡୁନ : ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀଙ୍କ ପରଲୋକ ହୋଇଛି । ଦୀର୍ଘଦିନରୁ ଅସୁସ୍ଥ ଥିଲେ ଖଣ୍ଡୁରୀ । ଡେରାଡୁନରେ ଶେନ ନିଶ୍ବାସ ତ୍ୟାଗ କରିଛନ୍ତି । ତାଙ୍କ ନିଧନରେ…

ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମ ରାୟ, ୨୦୨୫ର ରାୟ ବଳବତ୍ତର

ନୂଆଦିଲ୍ଲୀ : ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ସାର୍ବଜନୀନ ସ୍ଥାନରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଜନତାଙ୍କ ବୃହତର ସ୍ବାର୍ଥ ରକ୍ଷା ଦୃଷ୍ଟିରୁ ଜନଗହଳି ପୂର୍ଣ୍ଣ ରାସ୍ତାଗୁଡ଼ିକରୁ ବୁଲାକୁକୁରଙ୍କୁ ହଟାଇବାକୁ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି…

ବଦଳିଲା ସିଭିଲ୍ ସର୍ଭିସ୍ ପରୀକ୍ଷା ନିୟମ, ଏଣିକି ପ୍ରିଲିମ୍ ପରୀକ୍ଷାର ମିଳିବ Answer key

ନୂଆଦିଲ୍ଲୀ : ସିଭିଲ୍ ସର୍ଭିସ୍ ପରୀକ୍ଷାର୍ଥୀଙ୍କ ପାଇଁ ଆସିଲା ନୂଆ ନିୟମ । ଏଣିକି ପ୍ରିଲିମ୍ ପରୀକ୍ଷା ପରେ ମିଳିବ ଏହାର ଆନ୍ସର କି । ଚଳିତବର୍ଷ ଠାରୁ ଏହି ନିୟମ ଲାଗୁ କରିବାକୁ ଯାଉଛି UPSC । ପରୀକ୍ଷା ପ୍ରକ୍ରିୟାକୁ…

ଉଜ୍ଜୟିନୀ ଏକ୍ସପ୍ରେସ ଲାଇନଚ୍ୟୁତ, ଯାତ୍ରୀ ଭୟଭୀତ

ଉତ୍ତରାଖଣ୍ଡ : ଋଷିକେଶରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଯୋଗ ନଗରୀର ଋଷିକେଶ ରେଳ ଷ୍ଟେସନ ନିକଟରେ ଥିବା ଖଣ୍ଡ ଗାଁ ଅଞ୍ଚଳରେ ଉଜ୍ଜୟିନୀ ଏକ୍ସପ୍ରେସର ୩ଟି କୋଚ୍ ଲାଇନଚ୍ୟୁତ ହୋଇଛି । ଏହି ଘଟଣାଟି ସୋମବାର ରାତି…

ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତ, ଘୋଷଣା କଲେ ଟ୍ରମ୍ପ

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ବଡ଼ ଘୋଷଣା । ଇରାନ ଉପରେ ହେବାକୁ ଥିବା ବଡ଼ ଆକ୍ରମଣ ସ୍ଥଗିତ । ଗଲ୍ଫ ଦେଶଗୁଡ଼ିକର ଅନୁରୋଧ କ୍ରମେ ଟଳିଲା ଇରାନ ଉପରେ ଆମେରିକାର ସେନା ଆକ୍ରମଣ । ଶେଷ ମୁହୂର୍ତ୍ତରେ ରଣନୀତି ବଦଳାଇଲେ ଆମେରିକା ରାଷ୍ଟ୍ରପତି…