May 2026

ଇଭି କରାଯିବ OSRTCର ସମସ୍ତ ବସ୍: ପରିବହନ ମନ୍ତ୍ରୀ

ଭୁବନେଶ୍ୱର : OSRTCର ସମସ୍ତ ଗାଡିକୁ ଇଭି କରାଯିବ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ଏହାସହ ରାଜ୍ୟରେ ଚାର୍ଜିଂ ଷ୍ଟେସନର ଅଭାବ ରହିବ ନାହିଁ । ଇଭି ଚାର୍ଜିଂ ଷ୍ଟେସନ କମ୍ପାନୀ ସହିତ ପ୍ରାଥମିକ…

ଭିଜିଲାନ୍ସ ଜାଲରେ କାଡା ଡିଭିଜନ ଇଞ୍ଜିନିୟର

ଭଦ୍ରକ: ଭିଜିଲାନ୍ସ ଜାଲରେ କାଡା ଡିଭିଜନ ଇଞ୍ଜିନିୟର । ଆୟ ବହିର୍ଭୁତ ସମ୍ପତି ଠୁଳ କରିବା ଅଭିଯୋଗରେ ବିଜୟ କୁମାର ମହାନ୍ତିଙ୍କ ଘରେ ରେଡ୍ । ତାଙ୍କର ଭଡା ଘର ଓ ସରକାରୀ କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ବିଭାଗ…

ବାଲେଶ୍ବର ଖଇରା ହତ୍ୟାକାଣ୍ଡ: ନ୍ୟାୟ ନ ମିଳିଲେ କଙ୍କାଳ ପ୍ରତିବାଦ

ବାଲେଶ୍ଵର : ନ୍ୟାୟ ଦିଅ, ନହେଲେ କଙ୍କାଳ ପ୍ରତିବାଦ । ଚେତାବନୀ ଦେଲେ ବାଲେଶ୍ବର ଖଇରା ମୃତକଙ୍କ ପରିବାର। ଖଇରା ଥାନା ଅନ୍ତର୍ଗତ ହରିପୁର ଗାଁରେ ଜମିବାଡ଼ି ବିବାଦକୁ ନେଇ ଯେଉଁ ହତ୍ୟାକାଣ୍ଡ ଘଟିଥିଲା, ଆଜି ତାକୁ ୪ ଦିନ ପୂରିଛି…

ରାଜଧାନୀରେ ପେଟ୍ରୋଲ ସଙ୍କଟ, ଅଧିକାଂଶ ପମ୍ପରେ ତାଲା: ଗ୍ରାହକ ହନ୍ତସନ୍ତ

ଭୁବନେଶ୍ୱର : ମିଳୁନି ପେଟ୍ରୋଲ କି ଡିଜେଲ । ଗ୍ରାହକ ହନ୍ତସନ୍ତ ହେଉଛନ୍ତି । ରାଜଧାନୀରେ ପେଟ୍ରୋଲ ସଙ୍କଟ ଦେଖା ଦେଇଛି । ଘାଟିକିଆ ଓ କଳ୍ପନାର ବିଭିନ୍ନ ଟାଙ୍କିରେ ପେଟ୍ରୋଲ ମିଳୁନି । ଏଥିଯୋଗୁ କଳ୍ପନା ସମେତ ଘାଟିକିଆର ବିଭିନ୍ନ…

ଏୟାର ଇଣ୍ଡିଆ ବନ୍ଦ କଲା ୧୦୦ ଉଡ଼ାଣ

ନୂଆଦିଲ୍ଲୀ : ଏୟାର ଇଣ୍ଡିଆ ଅନ୍ତର୍ଜାତୀୟ ଯାତ୍ରୀଙ୍କୁ ବଡ଼ ଝଟକା ଦେଇଛି । ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁଁ ସାରା ବିଶ୍ୱରେ ଇନ୍ଧନ ଅଭାବ ସୃଷ୍ଟି ହୋଇଛି । ଯାହା ଜେଟ୍ ଇନ୍ଧନ ମୂଲ୍ୟକୁ ମଧ୍ୟ ପ୍ରଭାବିତ କରିଛି । ଏୟାର…

ପ୍ରକାଶ ପାଇଲା CBSE ଦ୍ବାଦଶ ପରୀକ୍ଷା ଫଳ, ଚଳିତବର୍ଷ ପାସ୍ ହାର ୮୫.୨୦%

ନୂଆଦିଲ୍ଲୀ : ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ରେଜଲ୍ଟ । cbse.gov.in କିମ୍ବା results.cbse.nic.in ଯାଇ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଡିଜି ଲକର୍ ଏବଂ ଉମଙ୍ଗ ଆପରେ ମଧ୍ୟ ରେଜଲ୍ଟ ପ୍ରକାଶିତ । ଏସବୁ ୱେବସାଇଟରେ ନିଜର ପରୀକ୍ଷା…

ଫ୍ଲୋର ଟେଷ୍ଟରେ ପାସ୍ ହେଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

ତାମିଲନାଡୁ : ବିଜୟ ଥାଲାପତି ତାମିଲନାଡୁ ବିଧାନସଭାରେ ଫ୍ଲୋର ଟେଷ୍ଟରେ ପାସ୍ କରିଛନ୍ତି । ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରମାଣ କରିଛନ୍ତି ଥାଲାପତି । ବିଜୟଙ୍କ ସମର୍ଥନରେ ୧୪୪ ଏବଂ ବିରୋଧରେ ମିଳିଲା ୨୨ ଭୋଟ୍ । ଏହି ବିଜୟ ସହ…

ଦେଶବାସୀଙ୍କୁ ଅପିଲ୍ ପରେ ନିଜ କାରକେଡରେ ଗାଡ଼ି ସଂଖ୍ୟା ଅଧା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶବାସୀଙ୍କୁ ଅପିଲ୍ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନିଜ ତରଫରୁ ସମସ୍ତଙ୍କୁ ଉଦାହରଣ ଦେଇଛନ୍ତି । ନିଜ କାରକେଡକୁ ୫୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିଛନ୍ତି ପିଏମ୍ ମୋଦି ।…

ମୁଲାୟମ ସିଂହଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ

ଉତ୍ତରପ୍ରଦେଶ : ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂହଙ୍କ ପୁଅ ପ୍ରତୀକ ଯାଦବଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ବୟସ ହୋଇଥିଲା । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ହସ୍ପିଟାଲକୁ ନିଆଯିବା ସମୟରେ…

ମହଙ୍ଗା ପଡ଼ିଲା ବିଜୟଙ୍କୁ ସମର୍ଥନ, ଦଳରୁ ବିଦା ହେଲେ ଏଆଇଏଡିଏମକେର ବିଦ୍ରୋହୀ ନେତା

ଚେନ୍ନଇ:ତାମିଲନାଡୁ ରାଜନୀତିରେ ଘଡି କେ ଘୋଡା ଛୁଟୁଛି। ତାମିଲନାଡୁରେ ଦୁଇ ଫାଳ ହେଲା ଏଆଇଏଡିଏମକେ। ମହଙ୍ଗା ହେଲା ବିଜୟଙ୍କୁ ସମର୍ଥନ। ତାମିଲନାଡୁ ବିଧାନସଭା ନିର୍ବାଚନ ପରେ ଏଆଇଏଡିଏମକେରେ ଦେଖା ଯାଇଥିବା ବିବାଦ ଏବେ ତୀବ୍ର ରୂପ ଧାରଣ କରିଛି। ବୁଧବାର ଏଆଇଏଡିଏମକେର…