May 2026

ଜମି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ, ଜଣେ ମୃତ

ଯାଜପୁର ଟାଉନ୍ : ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଜଣେ ମୃତ ହୋଇଥିବା ବେଳେ ଉଭୟ ପରିବାରର ୭ ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ମୃତକ ହେଲେ ଗୋବିନ୍ଦ ଘଡାଇ। ସମସ୍ତ ଆହତ ବ୍ୟକ୍ତି…

ବରଯାତ୍ରୀ ଗାଡିକୁ ପିଟିଲା ହାଇୱା, ୫ ମୃତ

ଯାଜପୁର : ବିବାହ ସାରି ବରଯାତ୍ରୀ ଗାଡି ଫେରିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱା ପଛପଟେ ପିଟିଲା ବୋଲେରୋ । ଚାଲିଗଲା ୫ଜଣଙ୍କ ଜୀବନ । ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ଅନ୍ୟ ୭ଜଣ ଆହତ ହୋଇଥିବା ସୂଚନା…

ଥାନା ଭିତରେ ପଶି ଭଙ୍ଗାରୂଜା କଲା ଦନ୍ତା

ଜଳେଶ୍ବର: ଥାନା ଭିତରେ ପଶି ଭଙ୍ଗାରୂଜା କଲା ଦନ୍ତା ହାତୀ । ବାଲେଶ୍ବର ଜିଲ୍ଲା ବାହାବଳପୁର ସାମୁଦ୍ରିକ ଥାନା ଭିତରେ ଏକ ଦନ୍ତା ହାତୀ ପଶି ଗଛ ଉପାଡିବା ସହ ଗାଡି ମଟର ଭଙ୍ଗାରୂଜା କରିଛି । ଗତ ୪ ଦିନ…

ମେ’ ୫ରେ ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ ରାଘବ ଚଢ଼ା

ନୂଆଦିଲ୍ଲୀ: ଆଗାମୀ ମେ ୫ରେ ଆପ ଛାଡି ବିଜେପିରେ ମିଶିଥିବା ରାଜ୍ୟସଭା ସାଂସଦ ରାଘବ ଚଢ଼ା ରାଷ୍ଟ୍ରପତି ଦ୍ରୌପଡା ମୁର୍ମୁଙ୍କୁ ଭେଟିବା ନେଇ ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ ରାଜନୈତିକ ପ୍ରତିଶୋଧ ପାଇଁ ପଞ୍ଜାବ ସରକାର ସରକାରୀ କଳ ଅପବ୍ୟବହାର…

ଭୋଟ ଗଣତି ପୂର୍ବରୁ ପଶ୍ଚିମବଙ୍ଗରେ ବିଜେପି ନେତାଙ୍କ ଘର ଉପରେ ଗୁଳିମାଡ

କଲକତା: ଶନିବାର ରାତିରେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣାର ନୁଆପାରା ଅଞ୍ଚଳରେ ଥିବା ବିଜେପି ଜିଲ୍ଲା ସମ୍ପାଦକ କୁନ୍ଦନ ସିଂହଙ୍କ ବାସଭବନ ଉପରେ ଦୁଇଜଣ ବ୍ୟକ୍ତି ଗୁଳିମାଡ଼ କରିଛନ୍ତି। ସିସିଟିଭିରେ କଏଦ ହୋଇଥିବା ଏହି ଘଟଣା ଭୋଟ ଗଣନା ପୂର୍ବରୁ ଅଞ୍ଚଳରେ…

ସମୁଦ୍ର ମଝିରେ ତ୍ରିରଙ୍ଗା ଉଡ଼ାଇ ବିଶ୍ୱ ରେକର୍ଡ କଲା ଭାରତ

ନୁଆଦିଲ୍ଲୀ: ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ସମୁଦ୍ର ତଳେ ସର୍ବବୃହତ ଭାରତୀୟ ଜାତୀୟ ପତାକା ଉଡ଼ାଇ ଏକ ସ୍ୱତନ୍ତ୍ର ମାଇଲଖୁଣ୍ଟ ହାସଲ କରିଛି। ଯାହା ଗିନିଜ୍ ବିଶ୍ୱ ରେକର୍ଡରେ ସ୍ଥାନ ପାଇଛି। ଏହି ରେକର୍ଡ ରାଧାନଗର ବେଳାଭୂମିରେ ହାସଲ କରାଯାଇଛି। ଯେଉଁଠାରେ…

ପାଣି ଟାଙ୍କି ଉପରୁ ୨ ଜଣଙ୍କୁ ଉଦ୍ଧାର କଲା ବାୟୁସେନା

ଉତ୍ତରପ୍ରଦେଶ:ବାୟୁସେନାର ଦୁଃସାହସିକ ରେସକ୍ୟୁ । ପାଣି ଟାଙ୍କି ଉପରୁ ୨ ଜଣଙ୍କୁ ବଞ୍ଚାଇଲା ବାୟୁସେନା । ପାଣି ଟାଙ୍କି ଉପରେ ଫସିଥିବା ଦୁଇଜଣ ପିଲାଙ୍କୁ ସୁରକ୍ଷିତ ଉଦ୍ଧାର କରିଛି ବାୟୁସେନାର ଏମଆଇ-୧୭ ଭି୫ ହେଲିକପ୍ଟର । କେବଳ ଦେଶର ଆକାଶମାର୍ଗକୁ ସୁରକ୍ଷା…

ଦିଲ୍ଲୀ ବିବେକ ବିହାରରେ ଭୟଙ୍କର ଅଗ୍ନିକାଣ୍ଡ, ୯ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ:ଦିଲ୍ଲୀର ବିବେକ ବିହାରର ଏକ ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ୯ଜଣଙ୍କର ମୃତ୍ୟୁ ଘଟିଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୩ ଟା ୪୭ ମିନିଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇ…

ଗୁରୁଗ୍ରାମରେ ଅନୁଷ୍ଠିତ ହେବ ଅଷ୍ଟମ ରଜ ମହୋତ୍ସବ, ଆରମ୍ଭ ହୋଇଛି ପ୍ରସ୍ତୁତି

ନୂଆଦିଲ୍ଲୀ: ରବିବାର, ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। କଳିଙ୍ଗ ଭାରତୀ ଫାଉଣ୍ଡେସନ ଦ୍ୱାରା ଆୟୋଜିତ ଏହି ମହାସମାରୋହ, ଆଗାମୀ ଜୁନ ୧୩ ଓ ୧୪ ତାରିଖ ଦୁଇଦିନ ଧରି ସନ୍ଧ୍ୟା ୫ ରୁ ରାତି ୧୦…

ଆସନ୍ତା ୨୫ ଓ ୨୬ରେ ଦେଶବ୍ୟାପୀ ଧର୍ମଘଟ, ୫ ଦଫା ଦାବି ନେଇ AISBISF ପକ୍ଷରୁ ବନ୍ଦ ଡାକରା

ନୂଆଦିଲ୍ଲୀ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା । ବିଭିନ୍ନ ଦାବି ପୂରଣ ନେଇ ‘ଅଲ୍ ଇଣ୍ଡିଆ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଷ୍ଟାଫ୍ ଫେଡେରେସନ୍’ ବା AISBISF ପକ୍ଷରୁ ଚଳିତ ମାସ ୨୫ ଏବଂ ୨୬…