ପୁଣେରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଓ ହତ୍ୟା: ଅଭିଯୁକ୍ତ ଗିରଫ

ପୁଣେ: ମହାରାଷ୍ଟ୍ର ପୁଣେରେ ଜଣେ ୪ ବର୍ଷର ଶିଶୁକନ୍ୟାକୁ ଅତି ନୃଶଂସଭାବେ ଦୁଷ୍କର୍ମ ଓ ହତ୍ୟା କରାଯିବା ପରି ଅତିସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି। ଦୁଷ୍କର୍ମ ଅଭିଯୁକ୍ତ ୬୫ ବର୍ଷୀୟ ଦିନ ମଜୁରିଆ ଭୀମରାଓ କାମ୍ବଲେକୁ ଗିରଫ କରାଯାଇଛି। ଏହି ଘଟଣାକୁ…

ଯୁଦ୍ଧ ପାଇଁ ବନ୍ଦ ହେଲା ଆମେରିକାର ସବୁଠାରୁ ଶସ୍ତା ସ୍ପିରିଟ୍ ଏୟାରଲାଇନ୍ସ

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ସଂଘର୍ଷ ମଧ୍ୟରେ ବୃଦ୍ଧି ପାଉଥିବା ଆର୍ଥିକ ଅସୁବିଧା ଏବଂ ଇନ୍ଧନ ମୂଲ୍ୟ ବୃଦ୍ଧି ଯୋଗୁଁ ଆମେରିକାର ସବୁଠାରୁ ଶସ୍ତା ବିମାନ ସେବା ସ୍ପିରିଟ୍ ଏୟାରଲାଇନ୍ସ ତୁରନ୍ତ କାର୍ଯ୍ୟ ବନ୍ଦ କରିଛି ବୋଲି ଶନିବାର ଘୋଷଣା କରିଛି। ଏନେଇ…

ମାଟ୍ରିକ ପରୀକ୍ଷାରେ କୃତି ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ ହୋଇଛି। ଚଳିତ ବର୍ଷ ପାସ୍…

ପଶ୍ଚିମବଙ୍ଗରେ ଭୋଟ ଗଣତି ପାଇଁ ଅତିରିକ୍ତ ୧୬୫ ପର୍ଯ୍ୟବେକ୍ଷକ ଓ ୭୭ ପୁଲିସ ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଭୋଟ ଗଣନା ପୂର୍ବରୁ ନିର୍ବାଚନ ଆୟୋଗ ଶନିବାର ରାଜ୍ୟରେ ଅତିରିକ୍ତ ୧୬୫ ଜଣ ଗଣନା ପର୍ଯ୍ୟବେକ୍ଷକ ଏବଂ ୭୭ ଜଣ ପୁଲିସ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ଅତିରିକ୍ତ ଗଣନା ପର୍ଯ୍ୟବେକ୍ଷକ ପ୍ରତି ନିର୍ବାଚନମଣ୍ଡଳୀରେ ପୂର୍ବରୁ ନିୟୋଜିତ ୨୯୪ ଜଣ…

ଛତିଶଗଡ଼ରେ ମାଓ ହିଂସା: ଆଇଇଡି ବିସ୍ଫୋରଣରେ ୩ ଯବାନ ସହିଦ

ଛତିଶଗଡ଼ : ଛତିଶଗଡ଼ କାଙ୍କେର ଜିଲ୍ଲାରେ ପୁଣି ମାଓ ହିଂସାକାଣ୍ଡ । କାଙ୍କେର ଜିଲ୍ଲା ଡିଆରଜିର ୩ ଯବାନ ସହିଦ ହୋଇଛନ୍ତି । ମାଓ ଦମନ ଅପରେସନରେ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି । ଯବାନ ମାନଙ୍କୁ ଟାର୍ଗେଟ୍ କରି ପୂର୍ବରୁ ଆଇଇଡି…

ମମତାଙ୍କ ଦାବିକୁ ଗ୍ରହଣ କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଭୋଟ ଗଣତି ପୂର୍ବରୁ ଟିଏମସିକୁ ସୁପ୍ରିମକୋର୍ଟଙ୍କ ଝଟକା । କେନ୍ଦ୍ରୀୟ କର୍ମଚାରୀଙ୍କୁ ଷ୍ଟ୍ରଙ୍ଗରୁମ ବାହାରେ ରଖିବା ଆବେଦନକୁ ଝଟକା । ମାମଲାରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ । ଭୋଟ୍ ଗଣତିକୁ ନେଇ ମମତାଙ୍କ ଦାବିକୁ କୋର୍ଟ୍ ଯୁକ୍ତି…

ଇରାନରେ ବୋମା ବିସ୍ଫୋରଣ: ୧୪ IRGC ସୈନିକ ମୃତ, ୨ ଆହତ

ନୂଆଦିଲ୍ଲୀ: ଇରାନରେ ବଡ଼ ଦୁର୍ଘଟଣା । ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ଜାରି ରହିଥିବା ବେଳେ, ଅନେକ ବଡ଼ ଘଟଣା ଘଟିଛି । ପ୍ରଥମତଃ, ଇରାନରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା, ଯେଉଁଥିରେ ଇରାନର ଇସଲାମିକ୍…

ଭାରତ ସରକାରଙ୍କ ତରଫରୁ ଆଲର୍ଟ ମେସେଜ୍, ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ହେଲା SACHET ଟେଷ୍ଟିଂ

ନୂଆଦିଲ୍ଲୀ : ଆପଣଙ୍କ ମୋବାଇଲକୁ ହଠାତ୍ ଏକ ପପଅପ୍ ମେସେଜ ଆସିଲା, ଆଉ ସାଇରନ କରି ଶବ୍ଦ କଲା । ତେବେ ଭୟଭୀତ ହୁଅନ୍ତୁ ନାହିଁ । ଏହା ଭାରତ ସରକାରଙ୍କ ତରଫରୁ ପଠାଯାଇଥିବା ଏକ ଆଲର୍ଟ ମେସେଜ । ଏହି ମେସେଜ…

ପଶ୍ଚିମବଙ୍ଗର ୧୫ଟି ବୁଥରେ ରିପୋଲିଂ, ସନ୍ଧ୍ୟା ୫ ସୁଦ୍ଧା ୮୬.୯୦% ମତଦାନ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଡାଇମଣ୍ଡ ହାର୍ବର ଏବଂ ମଗରହାଟ ପଶ୍ଚିମରେ ଥିବା ୧୫ ଟି ପୋଲିଂ ବୁଥରେ ଆଜି ପୁନଃ ମତଦାନ କରାଯାଉଛି। ଭୋଟ ଅନିୟମିତତାର ଅଭିଯୋଗ ପରେ ନିର୍ବାଚନ କମିଶନ ଏହି ନିଷ୍ପତ୍ତି ନେଇଥିଲେ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବାବେଳେ…

ମେ’ ୧୩ରୁ ୨୩ ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ: ବାତ୍ୟାକୁ ନେଇ ବଢ଼ିଲା ଚିନ୍ତା

ଭୁବନେଶ୍ୱର:  ଇତିହାସର ପୁନରାବୃତ୍ତି ହେବ କି? ମେ’ ମାସ ଆସିଲେ ଓଡ଼ିଶାବାସୀଙ୍କ ମନରେ ବାତ୍ୟା ଭୟ ସତେଜ ହୋଇଉଠେ। ୩ ବର୍ଷର ବିରତି ପରେ ପୁଣି ଥରେ ବଙ୍ଗୋପସାଗରରେ ଏକ ବଡ଼ ଧରଣର ସାମୁଦ୍ରିକ ହଲଚଲ ହେବାର ସଙ୍କେତ ମିଳିଛି। ଆନ୍ତର୍ଜାତୀୟ…