ସୋସିଆଲ ମିଡିଆ X ରେ ବାୟୋ ବଦଳାଇଲେ, ‘ପୂର୍ବତନ ମୁଖ୍ୟମନ୍ତ୍ରୀ’ ନୁହେଁ ମୁଖ୍ୟମନ୍ତ୍ରୀ ଲେଖିଲେ ମମତା

କୋଲକାତା  : ‘ପୂର୍ବତନ ମୁଖ୍ୟମନ୍ତ୍ରୀ’ ନୁହେଁ, ମୁଖ୍ୟମନ୍ତ୍ରୀ ।  ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ମମତା ସୋସିଆଲ ମିଡିଆ Xରେ ବାୟୋ ବଦଳାଇଛନ୍ତି ।  କିନ୍ତୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଲେଖି ନାହାନ୍ତି । ମୁଖ୍ୟମନ୍ତ୍ରୀ ପଶ୍ଚିମବଙ୍ଗ ଲେଖାଯାଇଛି…

କାରିବିଆନ୍ ପ୍ରିନ୍ସେସ୍ କ୍ରୁଜ୍ ଜାହାଜରେ ବ୍ୟାପୁଛି ନୋରୋଭାଇରସ୍, ୧୦୨ ଯାତ୍ରୀ ଓ ୧୩ କ୍ରୁ ସଦସ୍ୟ ଆକ୍ରାନ୍ତ

ନୂଆଦିଲ୍ଲୀ : କାରିବିଆନ୍ ପ୍ରିନ୍ସେସ୍ କ୍ରୁଜ୍ ଜାହାଜରେ ନୋରୋଭାଇରସ୍ ବ୍ୟାପିଛି। ଏଥିରେ ଥିବା ୩୧୧୬ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦୨ ଜଣ ଯାତ୍ରୀ ଏବଂ ୧୩ ଜଣ କ୍ରୁ ସଦସ୍ୟ ଏହି ସଂକ୍ରମଣରେ ଆକ୍ରାନ୍ତ ହୋଇପଡ଼ିଛନ୍ତି ।  ଯାହାର ମୁଖ୍ୟ ଲକ୍ଷଣ ଝାଡା…

ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ : ହଜାର ହଜାର ଲୋକଙ୍କ ଉପସ୍ଥିତିରେ କଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଶୁଭେନ୍ଦୁ ଅଧିକାରୀ । ପଦ ଏବଂ ଗୋପନୀୟତାର ଶପଥ…

ନୂଆ CDS ଭାବେ ନିଯୁକ୍ତ ହେଲେ ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି

ନୂଆଦିଲ୍ଲୀ: ନୂଆ CDS ନିଯୁକ୍ତ । ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ ରାଜା ସୁବ୍ରମଣି CDS ଭାବେ ନିଯୁକ୍ତ ହୋଇଛନ୍ତି । ନୂଆ ଚିଫ୍ ଡିଫେନ୍ସ ଷ୍ଟାଫ ନିଯୁକ୍ତ କଲେ ଭାରତ ସରକାର । ସାମରିକ ବ୍ୟାପାର ବିଭାଗ ସଚିବ ଭାବେ ମଧ୍ୟ କାର୍ଯ୍ୟ…

ଘାଇରୁ ଗଳିତ ମୃତଦେହ ଉଦ୍ଧାର

ମୋହନା : ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା ଘାଇରୁ ଏକ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରା ଯାଇଛି। ବର୍ତ୍ତମାନ ସୁଦ୍ଧା ସେହି ବ୍ୟକ୍ତିଙ୍କ ପରିଚୟ ଜଣା ପଡିନାହିଁ। ଚନ୍ଦ୍ରଗିରି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ…

ବାଲିଅନ୍ତା ହତ୍ୟା ଘଟଣା: କର୍ମର ଫଳ ପାଇବେ ଅପରାଧୀ

ଭୁବନେଶ୍ୱର : ଜିଆରପି କନଷ୍ଟେବଲ୍ ସୌମ୍ୟ ହତ୍ୟା ଘଟଣାରେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହାରି ଭିତରେ ପ୍ରତିକ୍ରିୟା ରଖିଛନ୍ତି ଆଇନ୍ ମନ୍ତ୍ରୀ। ସେ କହିଛନ୍ତି ଘଟଣାରେ ଯିଏ ଦୋଷୀ , ତାକୁ କଠୋର ଦଣ୍ଡ ଦିଆଯିବ। ଅପରାଧୀଙ୍କ…

ଥାନା ଆଗରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ

ଗୋପ:ପୁଣି ସାମ୍ନାକୁ ଆସିଛି ପୁଲିସ୍‌ର ନିଷ୍କ୍ରିୟତା । ନ୍ୟାୟ ନମିଳିବାରୁ ଶେଷରେ ଥାନା ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ଜଣେ ଦୋକାନୀ। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ଗୋପ ଥାନା…

ସମୁଦ୍ରରେ ତେଲ ମାଫିଆଙ୍କ ରାଜୁତି, ମାଛଧରା ବୋଟ୍ ସାହାଯ୍ୟରେ ହେଉଛି ଚୋରା କାରବାର

ପାରାଦ୍ଵୀପ : ଗଭୀର ସମୁଦ୍ରରେ ଚାଲିଛି ଚୋରା ତେଲ ମାଫିଆଙ୍କ ରାଜୁତି ।  ଚୋରା ତେଲ ବ୍ୟବସାୟ ର ମୁଖ୍ୟ ମାଧ୍ୟମ ସାଜିଛି ମାଛଧରା ବୋଟ୍ ।  ଏକ ସ୍ବତନ୍ତ୍ର ସିଣ୍ଡିକେଟ କାମ କରୁଥିବା ସଂଦେହ କରାଯାଉଛି। ପାରାଦ୍ଵୀପ ବନ୍ଦରକୁ ଆସୁଥିବା ଜାହାଜରୁ…

ରାଜ୍ୟରେ ସ୍ଥାପନ ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ  ।  ରାଜ୍ୟରେ ଏସବୁ କୋର୍ଟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଯୋଜନା ରହିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।   ଦିନକୁ ଦିନ ବଢ଼ୁଥିବା ସାଇବର ଠକେଇ ଏବଂ…

ହରିଣକୁ ପିଟି ପିଟି ମାରିଦେଲେ ଶିକାରୀ, ତଦନ୍ତ କରୁଛନ୍ତି ରେଞ୍ଜର

ସୋରଡ଼ା : ସୋରଡ଼ାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା  ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ସେଣ୍ଟ୍ରାଲ ରେଞ୍ଜ ଅଧୀନ ଖପରାଗଣ୍ଡା ଶିବାନୀ ରାଇସ ମିଲ ନିକଟରେ ଗୋଟିଏ ହରିଣକୁ ଅସାଧୁ ବ୍ୟକ୍ତି ମାରିଦେଇଥିବା ଅଭିଯୋଗ ହୋଇଛି  ।  ଗାଁ ନିକଟ ଜଙ୍ଗଲରେ…