May 11, 2026

ଆକ୍ସନ ମୋଡରେ ଶୁଭେନ୍ଦୁ ସରକାର, କ୍ୟାବିନେଟରେ ୬ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

କଲକତା:ଆକ୍ସନ ମୋଡରେ ଶୁଭେନ୍ଦୁ। ନବନିଯୁକ୍ତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ସୋମବାର ତାଙ୍କର ପ୍ରଥମ କ୍ୟାବିନେଟ୍ ବୈଠକର ଅଧ୍ୟକ୍ଷତା କରି ଛଅଟି ନିଷ୍ପତ୍ତି ନେଇଛନ୍ତି।ଏହି ବୈଠକରେ ଅନେକ ଗୁଡିଏ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ରାଜ୍ୟ ଓ କେନ୍ଦ୍ର ଭିତରେ ଥିବା…

ଜୁଲାଇ ପହିଲାରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ, ମିଳିବ ୧୨୫ ଦିନର ରୋଜଗାର ଗ୍ୟାରେଣ୍ଟି

ନୂଆଦିଲ୍ଲୀ:ଜୁଲାଇ ୧ରୁ ଲାଗୁ ହେବ ଭିବି-ଜିରାମ-ଜି ଆଇନ। ଏନେଇ କେନ୍ଦ୍ର ସରକାର ଅଧିସୂଚନା ଜାରି କରିଛନ୍ତି ।ନୂଆ ଆକ୍ଟ ଅନୁଯାୟୀ, ଜୁଲାଇ ୧, ୨୦୨୬ରୁ ସମଗ୍ର ଦେଶରେ ଲାଗୁ ହେବ ଭିବି-ଜିରାମ-ଜି। ଯାହା ପୂର୍ବରୁ ମହାତ୍ମା ଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ରୋଜଗାର…

ବାଂଲାଦେଶ ସୀମାରେ ଲାଗିବ ତାରବାଡ଼, ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି

କୋଲକତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶୁଭେନ୍ଦୁ ଅଧିକାରୀ ଦାୟିତ୍ୱ ନେବା ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘଦିନ ଧରି ଥିବା ବାଂଲାଦେଶ ସୀମା ବିବାଦର ସମାଧାନର ବାଟ ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି…

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ; ୩ ସାର୍ପ ସୁଟର ଗିରଫ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କ ହତ୍ୟାକାଣ୍ଡ ଘଟଣାରେ ବିହାରର ବକ୍ସରରୁ ୩ଜଣଙ୍କୁ ଅଟକ ରଖାଯାଇଛି। ଏନେଇ ବିହାର ପୁଲିସ ସୂଚନା ଦେଇଛି। ସୂଚନା ଅନୁସାରେ ପଶ୍ଚିମବଙ୍ଗ ଏସଟିଏଫ ବକ୍ସରରୁ କୁଖ୍ୟାତ ଅପରାଧୀ ସାର୍ପ ସୁଟର ବିଶାଲ…

ସୋମନାଥ ମନ୍ଦିରର ଅମୃତ ମହୋତ୍ସବରେ ଧ୍ବଜାରୋହଣ କଲେ ପ୍ରଧାନମନ୍ତ୍ରୀ

ଗୁଜରାଟ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଗୁଜରାଟ ଗସ୍ତ କରିଛନ୍ତି । ଏଠାରେ ଆଜି ସୋମନାଥରେ ଭବ୍ୟ ରୋଡ ଶୋ କରିଛନ୍ତି । ରୋଡ୍ ଶୋ କରିବା ପରେ ପ୍ରଧାନମନ୍ତ୍ରୀ ସୋମନାଥ ମନ୍ଦିର ପହଞ୍ଚି ପୂଜାର୍ଚ୍ଚନା କରିଥିଲେ । ସୋମନାଥ…

୩ ଶହ ଫୁଟ ଗଭୀର ଖାଇକୁ ଖସିଲା କାର୍, ୬ ପର୍ଯ୍ୟଟକ ମୃତ

ହିମାଚଳ ପ୍ରଦେଶ : ଚମ୍ବା-ନୁରପୁର ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚମ୍ବା ଜିଲ୍ଲାର କକିରା ସ୍ଥିତ ଘାର ଅଞ୍ଚଳରେ ସକାଳ ୩ଟାରେ ଏକ କାର୍ ଅନିୟନ୍ତ୍ରିତ ହୋଇ ୩୦୦ ମିଟର ଗଭୀର ଖାଇକୁ ଖସିପଡିଥିଲା । ଘଟଣାରେ ୬…

ପୋଲିସ ଷ୍ଟେସନ ଉପରେ ଆତଙ୍କୀ ଆକ୍ରମଣ, ୩ ମୃତ

ପାକିସ୍ତାନ: ପାକିସ୍ତାନରେ ବିସ୍ଫୋରଣ । ପାକିସ୍ତାନର ଖାଇବର ପଖତୁନଖ୍ୱା ଅଞ୍ଚଳରେ ଆତଙ୍କବାଦୀମାନେ ଏକ ପୋଲିସ ଷ୍ଟେସନ ଉପରେ ଆକ୍ରମଣ କରିଛନ୍ତି । ଏଥିରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନକେ ଆହତ ମଧ୍‌ୟ ହୋଇଛନ୍ତି । ଆତଙ୍କବାଦୀମାନେ ବିସ୍ଫୋରକ…

ଅବତରଣ ବେଳେ ବିମାନରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ୨୭୮ ଯାତ୍ରୀ

କାଠମାଣ୍ଠୁ : ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଗଲେ ବିମାନ ଯାତ୍ରୀ । ଅବତରଣ ବେଳେ ବିମାନରେ ଲାଗିଲା ନିଆଁ । ବିମାନରେ ଥିଲେ ୨୭୮ ଯାତ୍ରୀ ପାଇଲେ ନୂଆ ଜୀବନ । ଭୟଙ୍କର ଦୁର୍ଘଟଣା ନେପାଳ ରାଜଧାନୀ କାଠମାଣ୍ଡୁରେ ଘଟିଛି ।…

ଦକ୍ଷିଣ-ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ !

ଭୁବନେଶ୍ଵର:ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ସମ୍ଭାବନା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବା ଆଶା। ଆଣ୍ଡାମାନ ସାଗର, ଆଣ୍ଡାମାନ ଓ ନିକୋବର…

ବାଲିଅନ୍ତା ସୌମ୍ୟରଞ୍ଜନ ହତ୍ୟା ଘଟଣା ; କମିଶନରେଟ ପୁଲିସକୁ ଘେରିଲା କଂଗ୍ରେସ

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ସପ୍ତାହ ଧରି ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇ ପଡ଼ିଛି। ଗୋଟିଏ ସପ୍ତାହ ମଧ୍ୟରେ କଣାସ, ବାଲିଅନ୍ତା, ବାଲିପାଟଣା ଭିଡ଼ ହତ୍ୟା ଘଟିଛି। ତେବେ ବାଲିଅନ୍ତା ସୌମ୍ୟରଞ୍ଜନଙ୍କ ହତ୍ୟା ଘଟଣାରେ ଆଜି କମିଶନରେଟ ପୁଲିସ କାର୍ଯ୍ୟାଳୟ ଘେରାଉ…