ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ଅଶାନ୍ତ ହେଉଛି ରାଜଧାନୀ ଭୁବନେଶ୍ୱର । ପୂର୍ବ ଶତ୍ରୁତାକୁ ନେଇ ପୁଣି ରାଜଧାନୀରେ ବୁଲିଲା ଖଣ୍ଡା । ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଘଟିଛି ଧଉଳି ଥାନା ନୂଆଗାଁ ଅଞ୍ଚଳରେ ।…

ରାଜ୍ୟରେ ୫୮ ରୁ ୬୦ ପ୍ରତିଶତକୁ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ହୋଇଛି। ଏହା ୨୦୨୬ ଜାନୁଆରୀ…

ମେ’ ୨୬ରେ କେରଳ ଛୁଇଁବ ମୌସୁମୀ !

ଭୁବନେଶ୍ୱର : ଏଥର ଶୀଘ୍ର ଆସିବ ମୌସୁମୀ ।  ଆସନ୍ତା ମେ ୨୬ ତାରିଖରେ କେରଳ ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଘୋଷଣା କରିଛି ଭାରତୀୟ ପାଣିପାଗ ବିଭାଗ । ନିର୍ଦ୍ଧାରିତ ସମୟଠାରୁ ପ୍ରାୟ ପାଞ୍ଚ ଦିନ ପୂର୍ବରୁ…

ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଅଧାବାଟରେ ଚାଲିଗଲା ରୋଗୀର ଜୀବନ !

କଟକ : ରାଜ୍ୟରେ ସାଂଘାତିକ ହୋଇଛି ତୈଳ ସଙ୍କଟ । ବିଭିନ୍ନ ସ୍ଥାନରେ ହାହାକାର ପରିସ୍ଥିତି ଦେଖିବାକୁ ମିଳିଥିବା ବେଳେ ସାମ୍ନାକୁ ଆସିଛି ଏକ ହୃଦୟ ବିଦାରକ ଦୃଶ୍ୟ । ବ୍ରିଜ୍ ମଝିରେ ତେଲ ସରିଯିବାରୁ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ…

ଗୁଜବ ଉପରେ ଗୁରୁତ୍ବ ଦିଅନ୍ତୁ ନାହିଁ, ପେଟ୍ରୋଲ ସଙ୍କଟ ନେଇ ଯୋଗାଣ ମନ୍ତ୍ରୀଙ୍କ ପ୍ରିତିକ୍ରିୟା

ଭୁବନେଶ୍ୱର : ରାଜ୍ୟରେ ତେଲର ଅଭାବ ନାହିଁ । ଆହୁରି ୧୩ ଦିନ ତେଲ ମହଜୁଦ ଅଛି। ପେଟ୍ରୋଲ ସଙ୍କଟ ନେଇ ପ୍ରିତିକ୍ରିୟା ରଖିଛନ୍ତି ଯୋଗାଣ ମନ୍ତ୍ରୀ । ପାରାଦୀପରେ ତେଲ ରିଫାଇନାରି ଅଛି । ଅସାଧୁ ବେପାରୀଙ୍କ ଉପରେ ନଜର ରଖାଯାଇଛି।…

ଶୋଇଥିବା ବେଳେ ବୃଦ୍ଧଙ୍କୁ ଦଳି ଦେଲା ଦନ୍ତା

ଅନୁଗୁଳ: ଅନୁଗୁଳରେ ବଢ଼ିଗଲାଣି ହାତୀ ଉପଦ୍ରବ । ବନ୍ତଳା ରେଞ୍ଜ ଗଡ଼ତଳମୂଳ ଗାଁରେ ମଧ୍ୟରାତ୍ରରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ୍ୟୁ ହୋଇଛି । ମୃତକ ହେଲେ ତଳମୁଳ ଗାଁର ଆରତ ଭୋଇ । ଆରତ ଘରେ ଶୋଇଥିବା ସମୟରେ ହାତୀଟି ଘରେ ପଶି…

କାର ଉପରେ ମାଡ଼ିଗଲା ହାଇଓ୍ବା, ଚାଲିଗଲା ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କ ଜୀବନ

ଭୁବନେଶ୍ୱର : ରାତି ଅଧରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚନ୍ଦକା ଥାନା ଭୋଳା ଛକ ନିକଟରେ ହାଇଓ୍ବା ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଦାମୀ କାର ଉପରେ ମାଡ଼ିଗଲା ହାଇଓ୍ବା । ଦୁର୍ଘଟଣାରେ ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ…

ମେ’ ୧୮ ଓ ୨୫ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ‘ଜନ ଅଭିଯୋଗ ଶୁଣାଣି’

ଭୁବନେଶ୍ବର:ଆସନ୍ତା ମେ ୧୮ ଓ ୨୫ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯିବା ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର…

ସୁନା କିଣି ଦେଲେନି ଟଙ୍କା, ଶେଷରେ ସସପେଣ୍ଡ ହେଲେ SDPO

ଆସିକା: ସୁନା କିଣି ପଇସା ଦେଲେନି SDPO । ଆସିକା ପୋଲିସ ଅଧିକାରୀ ସନ୍ତୋଷ ଜେନା ନିଲମ୍ବିତ। ଖାକିରେ ଦାଗ, ସୁନା କିଣି ଟଙ୍କା ଦେଲେନି, ଶେଷରେ ସସପେଣ୍ଡ ହେଲେ SDPO! । ଜଣେ ପୋଲିସ ଅଧିକାରୀଙ୍କ କାରନାମା ଏବେ ଚର୍ଚ୍ଚାର ବିଷୟ…

ଭଦ୍ରକରେ ପେଟ୍ରୋଲ ପମ୍ପରେ ଜିଲ୍ଲା ପ୍ରଶାସନର ଚଢ଼ାଉ

ଭଦ୍ରକ: ପେଟ୍ରୋଲ ପମ୍ପ୍‌ରେ ଘଣ୍ଟା ଘଣ୍ଟା ଧରି ଲାଇନ୍‌ରେ ଗ୍ରାହକ। ଗତ ରାତିଠାରୁ ରାଜ୍ୟର ସମସ୍ତ ଅଞ୍ଚଳରେ ଏପରି ସ୍ଥିତି ଦେଖିବାକୁ ମିଳିଛି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଅଭାବ ଉତ୍କଟ ରୂପ ନେଇଛି। ଲୋକମାନେ ନାହିଁ ନଥିବା ଅସୁବିଧା ଭୋଗିବା…