ନାବାଳିକା ସହ ପ୍ରେମ ସମ୍ପର୍କକୁ ନେଇ ବ୍ୟାଡମିଣ୍ଟନ୍ ଖେଳାଳୀଙ୍କୁ ହତ୍ୟା

ନୂଆଦିଲ୍ଲୀ: ହରିଆଣାରେ ଘଟିଛି ଏକ ବଡ଼ ଅଘଟଣ । ଜଣେ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଖେଳାଳିଙ୍କୁ ଜଣେ ନାବାଳିକା ଝିଅ ସହିତ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା । ଯାହା ଯୋଗୁଁ ଖେଳାଳୀଙ୍କୁ ପିଟି ପିଟି ହତ୍ୟା କରାଯାଇଥିଲା । ପରିବାର ସଦସ୍ୟଙ୍କ ଅନୁଯାୟୀ, ପୋଲିସ…

କେମିକାଲ ଲିକ୍ ଯୋଗୁଁ ବିସ୍ଫୋରଣ ଆଶଙ୍କା, ୪୦ ହଜାର ଲୋକଙ୍କୁ ସ୍ଥାନାନ୍ତର ନିର୍ଦ୍ଦେଶ

ଆମେରିକା : ଆମେରିକାର ସାଉଥ କାଲିଫର୍ନିଆରେ ଏକ ବିପଜ୍ଜନକ କେମିକାଲ ଜିନିଷ ଲିକ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ସେଥିପାଇଁ ଶୁକ୍ରବାର ପ୍ରାୟ ୪୦ ହଜାର ଲୋକଙ୍କୁ ସେହି ସ୍ଥାନୀୟ ଅଞ୍ଚଳ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ପ୍ରଭାବିତ…

ପ୍ରଥମ ଥର ଭାରତ ଆସିଲେ ଆମେରିକା ବିଦେଶ ସଚିବ ରୁବିଓ

ନୂଆଦିଲ୍ଲୀ: କୋଲକାତାରେ ଆମେରିକା ବିଦେଶ ସଚିବ ମାର୍କୋ ରୁବିଓ । ପ୍ରଥମ ଥର ଭାରତ ଆସିଲେ ରୁବିଓ! କୋଲକାତାରେ ହେଲା ଭବ୍ୟ ସ୍ୱାଗତ ।  ଭାରତ ମାଟିରେ ତାଙ୍କର ପ୍ରଥମ ଗସ୍ତ ହୋଇଥିବାରୁ ଏହାକୁ ଦୁଇ ଦେଶର ସମ୍ପର୍କ କ୍ଷେତ୍ରରେ ବେଶ୍ ଗୁରୁତ୍ୱପୂର୍ଣ୍ଣ…

ଦେଶବ୍ୟାପୀ ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀଙ୍କ ୨ଦିନିଆ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ: ଆସନ୍ତା ୨୫ ଓ ୨୬ ତାରିଖରେ ଦେଶବ୍ୟାପୀ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶାଖାଗୁଡ଼ିକ ଖୋଲା ରହିବ । ସର୍ବଭାରତୀୟ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀ ସଂଘ (ଏଆଇଏସ୍ବିଆଇଏସ୍ଏଫ୍) ପକ୍ଷରୁ ଡାକରା ଦିଆଯାଇଥିବା ଦୁଇଦିନିଆ ଧର୍ମଘଟକୁ ସ୍ଥଗିତ ରଖାଯାଇଛି ବୋଲି ଭାରତୀୟ ଷ୍ଟେଟ୍…

ଫର୍ଣ୍ଣିଚର ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୩୦୦ ଦୋକାନ

ନୂଆଦିଲ୍ଲୀ : ଦିଲ୍ଲୀର ଫର୍ଣ୍ଣିଚର ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗତକାଲି ଶାସ୍ତ୍ରୀ ପାର୍କରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ନିଆଁ ଲିଭାଇବା ପାଇଁ ଦମକଳ ଗାଡି ବିଳମ୍ବରେ ପହଞ୍ଚିବାରୁ ଲୋକେ ଉତ୍ତେଜିତ ହୋଇ ପଥର ମାଡ କରିଥିଲେ ।…

ପାକିସ୍ତାନୀ ଆତଙ୍କୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ

ନୂଆଦିଲ୍ଲୀ: ଶନିବାର ଜମ୍ମୁ ଡିଭିଜନର ରାଜୌରୀ ଜିଲ୍ଲାର ଗମ୍ଭୀର ମୁଘଲାନ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଅଞ୍ଚଳରେ ପ୍ରବଳ ସଶସ୍ତ୍ର ପାକିସ୍ତାନୀ ଆତଙ୍କବାଦୀଙ୍କ ଉପସ୍ଥିତି ବିଷୟରେ ସୁରକ୍ଷା ଏଜେନ୍ସିଗୁଡ଼ିକୁ ଗୁପ୍ତ ସୂଚନା ମିଳିବା…

ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଛୁଟି ଦିନରେ ଅଫିସ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ ।  ଆଇନ ଶୃଙ୍ଖଳା ପରିସ୍ଥିତି, ଶିଳ୍ପାୟନ ପ୍ରକ୍ରିୟା ସମ୍ପର୍କରେ ଆଲୋଚନା କଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ଖାରବେଳ ଭବନରେ ଅଫିସ କାର୍ଯ୍ୟ…

ଲେଡି ବ୍ରାଉନସୁଗର ପେଡଲର ଗ୍ୟାଙ୍ଗ୍ ଉପରେ ଚଢ଼ାଉ, ୮ ଗିରଫ

ରାଉରକେଲା : ରାଉରକେଲାରେ ଲେଡି ବ୍ରାଉନସୁଗର ପେଡଲର ଗ୍ୟାଙ୍ଗ୍ ଉପରେ ପୋଲିସର ଚଢ଼ାଉ  ।  ୮ ଅଭିଯୁକ୍ତ ଗିରଫ ସହ ଦୁଇ କୋଟି ଟଙ୍କାର ବ୍ରାଉନସୁଗର ଜବତ ହୋଇଛି ।  ରାଉରକେଲାରେ ପ୍ଲାଣ୍ଟ ସାଇଡ ଥାନା ଅଞ୍ଚଳରେ ମହିଳା ଡ୍ରଗ୍ସ ସ୍ମଗଲରଙ୍କ ଉପରେ…

ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପରେ ଅଗ୍ନିକାଣ୍ଡ

ଲମତାପୁଟ : କୋରାପୁଟର ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପରେ ଅଗ୍ନିକାଣ୍ଡ ।  ଦିନ ସାଢେ ୧୧ ଟାରୁ ୧୨ ମଧ୍ୟରେ ପ୍ରକଳ୍ପ ଟ୍ରିପ ହୋଇଥିଲା  l  ପ୍ରକଳ୍ପ କେବୁଲ ଗୁଡ଼ିକରୁ ନିଆଁ ଲାଗିବା ଆରମ୍ଭ ହୋଇଥିଲା  l  ପ୍ରକଳ୍ପ ଭିତରେ ଭୟାବହ ଅଗ୍ନିକାଣ୍ଡ ଦେଖି…

ବିବାହର ୨୫ ଦିନରେ ନବବଧୂର ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା ପରିବାର

ଟାଙ୍ଗି : ନବବଧୂକୁ ହତ୍ୟା ଅଭିଯୋଗ । ବିବାହର ୨୫ଦିନ ନଯାଉ ଶାଶୂ ଘରେ ନବ ବଧୂର ମୃତ୍ୟୁ । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଧିନ ତାରାପି ଗାଁରୁ ଆସିଛି ଅଭିଯୋଗ । ମୃତ…