ଝଡ଼ ବାତ୍ୟାରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା; ଅନେକ ଶ୍ରମିକ ଫସିଥିବା ଆଶଙ୍କା

ଫିଲିପିନ : ଫିଲିପାଇନ୍ସ ରାଜଧାନୀ ମାନିଲାର ଉତ୍ତରରେ ସ୍ଥିତ ପାମ୍ପଙ୍ଗା ପ୍ରଦେଶର ଆଞ୍ଜେଲସ୍ ସହରରେ ନିର୍ମାଣାଧୀନ ଏକ ୯ ମହଲା କୋଠା ହଠାତ୍ ଭୁଶୁଡ଼ି ପଡ଼ିଛି । ଦୁର୍ଘଟଣା ସମୟରେ ଅନେକ ଶ୍ରମିକ କୋଠାରେ ରହିଥିଲେ । ତେବେ ସେମାନେ ଭଗ୍ନାବଶେଷ ତଳେ…

କ୍ବେଟା ରେଲୱେ ଟ୍ରାକରେ ବିସ୍ଫୋରଣ, ୨୪ ମୃତ, ୫୦ ଆହତ

ପାକିସ୍ତାନ :ରବିବାର ପାକିସ୍ତାନର ଅଶାନ୍ତ ଦକ୍ଷିଣ-ପଶ୍ଚିମ ପ୍ରାନ୍ତ ବେଲୁଚିସ୍ତାନର କ୍ୱେଟାର ଚମନ ରେଳ ଫାଟକ ନିକଟରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏହି ଆକ୍ରମଣକୁ…

ତେଲେଙ୍ଗାନାରେ ଅଂଶୁଘାତରେ ୧୬ମୃତ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ତେଲଙ୍ଗାନା : ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆକାଶରୁ ନିଆଁ ଖସିଛି । ଏଭଳି ସ୍ଥଳେ ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ତେଲଙ୍ଗାନାରେ ମଧ୍ୟ ପ୍ରବଳ ଗରମ ଅନୁଭୂତ ହେଉଛି । ଭୀଷଣ…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲା ଭାରତ, କଙ୍ଗୋ ଓ ୟୁଗାଣ୍ଡା ଯାତ୍ରା କରିବାକୁ ବାରଣ

ନୂଆଦିଲ୍ଲୀ: ସମଗ୍ର ବିଶ୍ବରେ ପୁଣିଥରେ ଏକ ମହାମାରୀ ଆତଙ୍କ ଦେଖାଦେଉଛି । ଆଫ୍ରିକାର କିଛି ଦେଶରେ ଇବୋଲା ଭାଇରସର ମାମଲାରେ ବଢିବାରେ ଲାଗିଛି । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ତରଫରୁ ଏହାକୁ ଗ୍ଲୋବାଲ ହେଲଥ ଏମରଜେନ୍ସୀ ଘୋଷଣା କରାଯାଇଛି । ବିଶ୍ବ ସ୍ତରରେ…

ଫାଲଟାରେ ଲକ୍ଷାଧିକ ଭୋଟରେ ବିଜେପିର ବିଜୟ

କୋଲକତା: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ନିର୍ବାଚନମଣ୍ଡଳୀର ପୁନଃନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଦେବାଂଶୁ ପଣ୍ଡା ନିକଟତମ ପ୍ରାର୍ଥୀ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସିଷ୍ଟ)ର ଶମ୍ଭୁନାଥ କୁର୍ମିଙ୍କୁ ୧୦୯୦୨୧ ଭୋଟରେ ପରାସ୍ତ କରିଛନ୍ତି। ଦେବାଂଶୁଙ୍କୁ ମୋଟ ୧୪୯୬୬୬…

ଓଟିରେ ରୋଗୀଙ୍କୁ ବଳାତ୍କାର, ବନ୍ଧା ହେଲେ ଡାକ୍ତର

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଲକ୍ଷ୍ନୌ ସହରରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ମହିଳା ରୋଗୀଙ୍କୁ ଅସ୍ତ୍ରୋପଚାର କକ୍ଷ (ଓଟି)ରେ ବଳାତ୍କାର କରିଥିବା ଅଭିଯୋଗରେ ସଂପୃକ୍ତ ଡାକ୍ତରଙ୍କୁ ଗିରଫ କରାଯାଇଛି। ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଧାରା ଅନୁଯାୟୀ ଅଭିଯୁକ୍ତ ଡାକ୍ତରଙ୍କ…

ଗ୍ୟାସ ସିଲିଣ୍ଡର ଲିକ୍ ହୋଇ ବାପ-ପୁଅଙ୍କ ମୃତ୍ୟୁ

ଯାଜପୁର : ଗ୍ୟାସ ସିଲିଣ୍ଡର ଲିକ ହୋଇ ୩ଜଣ ଗୁରୁତର ହେବା ଘଟଣା। ଚିକିତ୍ସାଧୀନ ଅବସ୍ଥାରେ ବାପା ପୁଅଙ୍କ ମୃତ୍ୟୁ । ଗତକାଲି ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ଦର୍ପଣ ପଞ୍ଚାୟତ ଗୁଲଜାରନଗରପାଟଣାରେ ଥିବା ଏକ ଜଳଖିଆ ଦୋକନରେ ଗ୍ୟାସ ସିଲିଣ୍ଡର ଲିକ…

ମାଆକୁ ପିଟିପିଟି ମାରିଦେଲା ପୁଅ

ଆଳି : ମାଆକୁ ପିଟିପିଟି ମାରିଦେଲା ପୁଅ ।  କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ପାତୁଳି ଗାଁରେ ହୀରାମଣି ସାହୁଙ୍କୁ (୭୫ )ତାଙ୍କ ପୁଅ ନିଶାସକ୍ତ ଅବସ୍ଥାରେ ଏକ ବାଡ଼ିରେ ପିଟିପିଟି ହତ୍ୟା କରିଥିବାର ଅଭିଯୋଗ ହୋଇଛି । ଗତକାଲି ବିଳମ୍ବିତ…

ଯାଆଁଳା କନ୍ୟା ସନ୍ତାନ ଜନ୍ମ ହେବାରୁ ଗାଁ ଦାଣ୍ଡରେ ପୁଅ-ବୋହୁଙ୍କୁ ମାଡ଼

ସାଲେପୁର  : କନ୍ୟା ସନ୍ତାନ ଜନ୍ମ ହେବାରୁ ପୁଅ ବୋହୁଙ୍କୁ ଗାଁ ଦାଣ୍ଡରେ ନିସ୍ତୁକ ମାଡ଼ ମାରିଲେ  ଶାଶୁ ଶଶୁର ଓ ନଣନ୍ଦ ।  ମାସେ ହେଲା ଦେଉଥିଲେ  ଅକଥନୀୟ ନିର୍ଯାତନା ।  ସୋସିଆଲ ମିଡିଆରେ ଭିଡିଓ ଭାଇରଲ ।  ଏଭଳି ଅଭାବନୀୟ…

ଦୁଇଟି ହାତୀର ମୃତଦେହ ଉଦ୍ଧାର

ନର୍ଲା : ଦୁଇଟି ହାତୀର ମୃତ୍ୟୁ ଖବର ମିଳିଛି । ଗୋଟେ ଦନ୍ତା ହାତୀର ମୃତ୍ୟୁ ହୋଉଥିବାବେଳେ ଆଉ ଏକ ମାଖନା ହାତୀର ମୃତ୍ୟୁ ହୋଇଛି। କଳାହାଣ୍ଡି ନର୍ଲା ରେଞ୍ଜ କମର୍ଦ୍ଧା ସେକ୍ସନ ଏକ ପୋଖରୀ ନିକଟରୁ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି…