କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ନେଇ ଚର୍ଚ୍ଚା: ପଦ ଛାଡ଼ି ପାରନ୍ତି ସିଦ୍ଦରମୈୟା, ରାଜ୍ୟସଭା ଯିବେ!

ନୂଆଦିଲ୍ଲୀ: କର୍ଣ୍ଣାଟକରେ ନେତୃତ୍ବ ପରିବର୍ତ୍ତନ ଚର୍ଚ୍ଚା ଜୋର୍‌ ଜରିଥିବାବେଳେ ଆଜି ଦିଲ୍ଲୀରେ ପାର୍ଟି ହାଇକମାଣ୍ଡଙ୍କ ସହ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ଏବଂ ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ବୈଠକ ଥିଲା। ପାଖାପଖି ୬ ଘଣ୍ଟାର ମାରାଥନ ବୈଠକରେ ଆଜି କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ…

ତୁରନ୍ତ ପଳାଅ…ବାଂଲାଦେଶୀଙ୍କୁ ଶୁଭେନ୍ଦୁ ଅଧିକାରୀଙ୍କ ଚେତାବନୀ

କୋଲକତା : ପଶ୍ଚିମବଙ୍ଗରେ ଶୁଭେନ୍ଦୁ ସରକାର ଆକ୍ସନରେ । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ସରକାର ରାଜ୍ୟର ସମସ୍ତ ଜିଲ୍ଲାଅଧିକାରୀଙ୍କୁ ଲିଖିତ ନିର୍ଦ୍ଦେଶ ଏବଂ ଗାଇଡଲାଇନ ଜାରି କରିଛନ୍ତି । ସମସ୍ତ ଜିଲ୍ଲାଅଧିକାରୀ ନିଜ ନିଜ ଅଞ୍ଚଳରେ ହେଲ୍ଡିଂ ସେଣ୍ଟ ନିର୍ମାଣ କରି ଉଚିତ ଜାଗା…

ପଶ୍ଚିମବଙ୍ଗରେ ଏବେ ୫ ଟଙ୍କାରେ ମିଳିବ ଭାତ-ମାଛ, ଘୋଷଣା କଲେ ଶୁଭେନ୍ଦୁ ସରକାର

କୋଲକତା : ଓଡ଼ିଶା ଭଳି କୋଲକତାରେ ମିଳିବ ୫ ଟଙ୍କିଆ ମିଲ୍ । ହେଲେ ଭାତ ଡାଲମା ନୁହେଁ ବରଂ ଭାତ-ମାଛ ମିଳିବ । ଏନେଇ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ରାଜ୍ୟର ଥିବା ୪୦୦ଟି ସ୍ୱତନ୍ତ୍ର କ୍ୟାଣ୍ଟିନରେ…

କୂଅ ଖୋଳା ବେଳେ ମାଟି ଅତଡ଼ା ଧସି ୫ ଶ୍ରମିକ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ପନ୍ନା ଜିଲ୍ଲା ଅଜୟଗଢ ଥାନା ଅଞ୍ଚଳରେ ବଡ଼ ଅଘଟଣ । ଅଜୟଗଢ ଥାନା ଅନ୍ତର୍ଗତ ଗ୍ରାମ ବିହାରପୁରୱାରେ ନିର୍ମାଣାଧୀନ କୂଅ ଧସିବା ଯୋଗୁଁ ୫ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି । ସମସ୍ତ ଶ୍ରମିକ ଖୋଳା ହୋଇଥିବା କୂଅରୁ…

ବସ୍ ଓଲଟି ୬ ମୃତ ଓ ୧୦ ଆହତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଉନ୍ନାବ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦିଲ୍ଲୀରୁ ବିହାର ଯାଉଥିବା ଏକ ବସ୍ ହଠାତ୍ ନିୟନ୍ତ୍ରଣ ହରାଇ ଓଲଟି ପଡିଥିବା ଘଟଣା…

କ୍ୱାଡ୍ ବୈଠକରେ ସାମୁଦ୍ରିକ ସୁରକ୍ଷା, ଗୁରୁତ୍ୱପୂର୍ଣ୍ଣ ଖଣିଜ ଓ ଆଞ୍ଚଳିକ ସ୍ଥିରତା ଉପରେ ଗୁରୁତ୍ବାରୋପ

ନୂଆଦିଲ୍ଲୀ : ଜୟଶଙ୍କରଙ୍କ ନେତୃତ୍ୱରେ ନୂଆଦିଲ୍ଲୀରେ କ୍ୱାଡ୍ ବୈଠକ ।  ଏହି ହାଇ-ପ୍ରୋଫାଇଲ୍ ବୈଠକରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହ ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ପେନି ୱଙ୍ଗ ଏବଂ ଜାପାନର ବୈଦେଶିକ ମନ୍ତ୍ରୀ ତୋଶିମିତ୍ସୁ ମୋତେଗି ଯୋଗ ଦେଇଥିଲେ ।…

କାର୍-ଟ୍ରେଲର ଧକ୍କା: ୪ ମୃତ, ୩ ଗରୁତର

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ବାରବାଙ୍କି ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଏକ ଇନୋଭା କାର୍ ଏବଂ ଟ୍ରେଲର ମଧ୍ୟରେ ଧକ୍କା ହୋଇଥିବାରୁ…

ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍, ହରମୁଜ୍ ପ୍ରଣାଳୀରେ ଉତ୍ତେଜନା

ନୂଆଦିଲ୍ଲୀ: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍। ହରମୁଜ୍ ପ୍ରଣାଳୀରେ ବଢ଼ିଲା ଉତ୍ତେଜନା । ହରମୁଜ୍ ପ୍ରଣାଳୀରେ ଆତ୍ମରକ୍ଷା ପାଇଁ ଇରାନୀ ଘାଟି ଉପରେ ଆମେରିକାର ଆକ୍ରମଣ। ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳମାର୍ଗ ‘ଷ୍ଟ୍ରେଟ ଅଫ ହର୍ମୁଜ’ ରେ ପୁଣି ଥରେ ଉତ୍ତେଜନା…

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍-୨୦୨୪ ରେଜଲ୍ଟ : ବୁବୁନ ସାହୁ ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ୍ (OPSC) -୨୦୨୪ ପରୀକ୍ଷା ଫଳ । ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨ ଶହ କୃତକାର୍ଯ୍ୟ ହୋଇଛନ୍ତି । ୨ ଶହ ମଧ୍ୟରୁ ୭୮ ଜଣ ମହିଳା କୃତକାର୍ଯ୍ୟ ହୋଇଛନ୍ତି । ବୁବୁନ ସାହୁ ହୋଇଛନ୍ତି…

ମହାନଦୀରେ ଗାଧୋଇବା ବେଳେ ବୁଡି ଗଲେ ନାବାଳକ

କଟକ : ମହାନଦୀରେ ପୁଣି ଅଘଟଣ । କଟକ ଆୟତପୁର ନିକଟ ମହାନଦୀରେ ବୁଡି ଗଲେ ନାବାଳକ ।  4 ଜଣ ସାଙ୍ଗ ମହାନଦୀକୁ ଗାଧେଇବା ପାଇଁ ଆସିଥିଲେ ।  ଗାଧେଇବା ବେଳେ ଘଟିଲା ବଡ଼ ଅଘଟଣ ।  ଗରାମ ଗ୍ରାମର 14…