ଛୁରୀ ଭୁଷି ଯୁବକଙ୍କୁ ହତ୍ୟା

ଟିଟିଲାଗଡ଼ : ଟିଟିଲାଗଡ଼ ସହର ଅନ୍ତର୍ଗତ ମଦଭାଟି ପଡ଼ାରେ ଜଣେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥବା ଅଭିଯୋଗ ହୋଇଛି। ଯୁବକ ଜଣକ ସତୀଶ ଶବରୱାଲଙ୍କ ପୁଅ ଜିତେନ ମାଝୀ(୩୫) ବୋଲି ଜଣାପଡିଛି। ସେ ଟିଟିଲାଗଡ଼ ଠାରେ ପୁଲିସର ୧୧୨ ଗାଡିରେ…

ମହିଳା ଶୌଚାଳୟରେ ସ୍ପାଏ କ୍ୟାମେରା ଲଗାଇ ଚାକିରିରୁ ବିଦା ହେଲେ ସରକାରୀ ବାବୁ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରଥମ ମହଲାରେ ଥିବା ମହିଳା ଶୌଚାଳୟ ଭିତରେ ସ୍ପାଏ କ୍ୟାମେରା ଲଗା ଯାଇଥିବା ଘଟଣା ସାରା ରାଜ୍ୟରେ ଚହଳ ପକାଇଥିଲା। ଘଟଣାରେ ସଞ୍ଜୟ ଅଧେକା ନାମକ ଜଣେ କର୍ମଚାରୀଙ୍କୁ ନିଲମ୍ବିତ କରିଛି…

ଶୀତଳ ଷଷ୍ଠୀ ପାଇଁ ୧କୋଟି ୮ଲକ୍ଷ ଘୋଷଣା

ସମ୍ବଲପୁର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ…

ସରକାରୀ ଅର୍ଥ ହଡ଼ପ ଅଭିଯୋଗ: ସମବାୟ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

କଟକ : ଭିଜିଲାନ୍ସ ଜାଲରେ ସମବାୟ ଅଧିକାରୀ ।  ୩୩ ଲକ୍ଷ ୮୦ ହଜାର ଟଙ୍କା ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ସମବାୟ ଅଧିକାରୀଙ୍କୁ ଗିରଫ କରିଛି ଭିଜିଲାନ୍ସ ।  ଅନୁଗୁଳ ଜିଲ୍ଲାର ସମବାୟ ବ୍ୟାଙ୍କିଂ ବ୍ୟବସ୍ଥାରେ ଏହି ୩୩ ଲକ୍ଷ ୮୦…

ମହାନଦୀ ଜଳ ବିବାଦକୁ ନେଇ ୨ ରାଜ୍ୟ ମଧ୍ୟରେ ଅନେକ ପ୍ରସଙ୍ଗରେ ସହମତି ହୋଇଛି, ଜୁନ ୬ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ : ମହାନଦୀ ଜଳ ବିବାଦଗକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଅନେକ ପ୍ରସଙ୍ଗରେ ସହମତି ହୋଇଛି। ଟ୍ରିବ୍ୟୁନାଲ ନିକଟରେ ୧୫ଟି ପ୍ରସଙ୍ଗ ଦାଖଲ ହୋଇଥିଲା। ସେଥିରୁ ୧୨ଟି ପ୍ରସଙ୍ଗରେ ଦୁଇଟି ରାଜ୍ୟ ମଧ୍ୟରେ ସହମତି ପ୍ରକାଶ ପାଇଥିବା ଟ୍ରିବ୍ୟୁନାଲ କହିଛନ୍ତି। ମହାନଦୀ ଟ୍ରିବ୍ୟୁନାଲ…

୧୦ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଧର୍ମଘଟ କରିବ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର : ସରକାରଙ୍କୁ ୧୦ ଦିନ ସମୟ ଦେଲା ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ।  ଦାବି ପୂରଣ ପାଇଁ ୧୦ ଦିନର ମହଲତ ।  ଦାବି ପୂରଣ ନ ହେଲେ ଧର୍ମଘଟକୁ ଓହ୍ଲାଇବ ସଂଘ ।  ଗଡିବ ନାହିଁ ବସ।…

ପ୍ରେମ ପାଇଁ ଥାର୍ ଚଢାଇ ହତ୍ୟା।, ୫ ଗିରଫ

ଭୁବନେଶ୍ୱର : ପ୍ରେମ ପାଇଁ ରାସ୍ତାରେ ମର୍ଡର । ଥାର ଗାଡ଼ି ଚଢାଇ ହତ୍ୟା। ଭୁବନେଶ୍ବର ଚନ୍ଦ୍ରଶେଖରପୁର ଥାନା ହିଟ ଆଣ୍ଡ ରନ୍ ମାମଲାରେ ନୂଆ ଟୁଇଷ୍ଟ । ପ୍ରେମ ପାଇଁ ପ୍ରେମିକଙ୍କ ମଧ୍ୟରେ ବିବାଦ ନେଇଛି ହତ୍ୟାର ରୂପ । ମୃତ…

ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

ଝାରସୁଗୁଡା: ଡକାୟତି ଉଦ୍ୟମ ବେଳେ ପୋଲିସ ଏନକାଉଣ୍ଟର । ଝାରସୁଗୁଡା ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ନିକଟରେ ପୋଲିସର ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ ହୋଇଛନ୍ତି । ଜୟର ଗୋଡ଼ରେ ବାଜିଛି ଗୁଳି । ତା ନାଁରେ…

କାରକୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଲା ହାଇଓ୍ବା

ଭୁବନେଶ୍ବର: ଆତଙ୍କ ଖେଳାଇଲା ହାଇଓ୍ବା ଟ୍ରକ। ରାଜଧାନୀରେ ରାସ୍ତା ଉପରେ ହାଇଓ୍ବେ ହରର । କାରକୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଲା ହାଇଓ୍ବା ଟ୍ରକ । ଏନ୍ ଏଚ ୧୬ ଉପରେ ଘଟିଛି ଛାତିଥରା ଦୃଶ୍ୟ । ବିଳମ୍ବିତ…

କାଳବୈଶାଖୀର ତାଣ୍ଡବ : ବଜ୍ରାଘାତରେ ୪ ଗୁରୁତର

ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ବାଳୁଅକଟା ଗ୍ରାମରେ ବଜ୍ରାଘାତରେ ଚାରି ଜଣ ଗୁରୁତର ଗୁରୁତରଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ମାନେ ହେଲେ ବାଳୁଅକଟା ଗ୍ରାମର ସରୋଜ ଗୋଚ୍ଛାୟତ, ସ୍ତ୍ରୀ କଳ୍ପନା ଗୋଚ୍ଛାୟତ,…