ରାଜଧାନୀରେ ବାପ-ପୁଅଙ୍କୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ୱର: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ନିକଟରେ ରବିବାର ଦିନ କିଛି ଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ଜଣେ ବ୍ୟକ୍ତି ଏବଂ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ, ପ୍ରାୟ ପାଞ୍ଚ ଜଣ ଦୁର୍ବୃତ୍ତ ଦିଲୀପଙ୍କ ଦୋକାନରେ ପଶି ତାଙ୍କ…
