ମାଓ ଡମ୍ପ ଠାବ : ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ସାମଗ୍ରୀ ଜବତ
ରାୟଗଡ଼ା : ରାୟଗଡ଼ା ଜିଲ୍ଲାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ସୂଚନାରେ ମାଓ ଡମ୍ପ ଠାବ କରିଛି ସୁରକ୍ଷା ବାହିନୀ । ଆମ୍ବାଡୋଲା ଥାନା ଅନ୍ତର୍ଗତ ଧେପଗୁଡ଼ା ରିଜର୍ଭ ଫରେଷ୍ଟରେ ଲୁଚାଇ ରଖିଥିଲେ ମାଓବାଦୀ ।…
