June 2026

ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ ହେଲେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ : ଭାରତର ପ୍ରତିରକ୍ଷା ନେତୃତ୍ୱ କ୍ଷେତ୍ରରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ସରକାର ବରିଷ୍ଠ ସେନା ଅଧିକାରୀ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ମୁଖ୍ୟ ଭାବେ ନିଯୁକ୍ତ କରିଛନ୍ତି ।…

୬ ମାସର ଶିଶୁକୁ ଧରି ୬ ମହଲାରୁ ଡେଇଁ ଜୀବନ ହାରିଲେ ମହିଳା ଇଂଜିନିୟର, ବଞ୍ଚିଗଲା ପିଲା

ଆନ୍ଧ୍ରପ୍ରଦେଶ : ହାଇଦ୍ରାବାଦ ମିୟାପୁର ଅଞ୍ଚଳରେ ହୃଦୟ ବିଦାରକ ଘଟଣା । ଏକ ବହୁ ମହଲା କୋଠାର ୬ ମହଲାରୁ ଡେଇଁ ଜୀବନ ହାରିଛନ୍ତି ୩୭ ବର୍ଷୀୟା ମହିଳା ସଫ୍ଟୱେୟାର ଇଂଜିନିୟର । ୬ ମାସର ଛୁଆକୁ ଧରି ମହିଳା ଜଣକ…

ଟ୍ରକକୁ ଧକ୍କା ଦେଲା କାର୍, ୪ ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ଉନ୍ନାଓରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗଙ୍ଗା ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଚାଲିଯାଇଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, କାରର ଉପର ସଂପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଥିଲା…

ଆସାମ ଜୋରହାଟରେ ବାୟୁସେନା ବିମାନ କ୍ରାସ୍, ୫ ମୃତ

ଆସାମ : ଜୋରହାଟ ଏୟାରବେସରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବାୟୁସେନାର AN-32 ବିମାନ । ବାୟୁସେନା ବିମାନ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । କୋ-ପାଇଲଟ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି । ତାଙ୍କୁ ଚକିତ୍ସା କରାଯାଉଛି । କୋର୍ଟ ଅଫ ଇନକ୍ବାରୀ…

ଚୂନ ଟାଙ୍କିରେ ପଡ଼ି ଦୁଇ ଶ୍ରମିକ ଗୁରୁତର

ବାସୁଦେବପୁର : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ରାହ୍ମଣ ଗାଁ ଚାରିଛକି କେନାଲ ନିକଟ ଇଟା କାରଖାନାରେ ଘଟିଛି ଏକ ବଡ଼ ଅଘଟଣ। କାମ କରୁଥିବା ବେଳେ ଚୂନ ଟାଙ୍କିରେ ପଡ଼ି ମହିଳା ଶ୍ରମିକ ଅର୍ଦ୍ଧ ଦଗ୍ଧ। ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ…

ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା:ଗିରଫ ପରେ ଜେଲ୍‌ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଜେଲ୍ ପଠାଯାଇଛି। ଗିରଫ ପରେ ଆଜି ତାଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇଥିଲା। ଏସଡିଜେମ୍ କୋର୍ଟରେ ହାଜର ପରେ…

୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ରାଇରଙ୍ଗପୁର: ଓଡ଼ିଶାରେ ବିଜେପି ନେତୃତ୍ବାଧୀନ ଡବଲ ଇଞ୍ଜିନ ସରକାରର ଦୁଇବର୍ଷ ପୂର୍ତ୍ତ ଉତ୍ସବ ଆଗାମୀ ଜୁନ ୨୦ ତାରିଖ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ପାଳିତ ହେବ। ଏହି ଅବସରରେ ରାଇରଙ୍ଗପୁର ମାଟିର ଝିଅ ତଥା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ…

ଡିଜିଟାଲ କ୍ରିଏଟରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରାମର୍ଶ

ଭୁବନେଶ୍ବର: ଡିଜିଟାଲ୍ କ୍ରିଏଟରମାନେ ହେଉଛନ୍ତି ବିକଶିତ ଭାରତ ଓ ସମୃଦ୍ଧ ଓଡ଼ିଶାର ସବୁଠାରୁ ଶକ୍ତିଶାଳୀ ‘ଡିଜିଟାଲ୍ ଆମ୍ବାସାଡର୍ସ’ ଏବଂ ଭବିଷ୍ୟତର ‘ଓପିନିଅନ୍‌ ଲିଡର୍ସ’। ଯିଏ ଯେଉଁ ଚିନ୍ତାଧାରାର ସମର୍ଥକ ହୁଅନ୍ତୁ ନା କାହିଁକି, ସମସ୍ତଙ୍କ ପାଇଁ ‘ରାଷ୍ଟ୍ର ସର୍ବୋପରି’ ହେବା ଉଚିତ…

କୁଜଙ୍ଗରେ ନକଲି ଜର୍ଦ୍ଦା ତିଆରି କାରଖାନା ଠାବ, ମାଲିକ ସମେତ ୩ ଗିରଫ

ପାରାଦୀପ : କୁଜଙ୍ଗ ଥାନା ଆଲିଗଡ ଗାଁରେ ଏକ ନକଲି ଜର୍ଦ୍ଦା ତିଆରି କାରଖାନା ଠାବ । ଏହି କାରଖାନାରୁ ବିପୁଳ ପରିମାଣର ଜର୍ଦ୍ଦା ଜବତ କରାଯିବା ସହ କାରଖାନାର ମାଲିକ ସମେତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଭିଜିଲାନ୍ସ ଜାଲରେ ଜରପଡ଼ା ଥାନା ଏଏସଆଇ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳ ଜରପଡ଼ା ଥାନା ASI ସୀତା ନାୟକ । ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ । ମାମଲାର ଚୂଡ଼ାନ୍ତ ରିପୋର୍ଟ ଦେବା ପାଇଁ ଜଣେ ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା…