June 2026

ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ, ଅଡୁଆରେ ପଟ୍ଟାମୁଣ୍ଡାଇ ଅବକାରୀ ଏସଆଇ

ରାଜନଗର: ବଢିଲା ପଟ୍ଟାମୁଣ୍ଡାଇ ଅବକାରୀ ଏସଆଇଙ୍କ ଅଡୁଆ । ରାଜନଗର ଥାନାରେ ଏସଆଇ ଛାୟାକାନ୍ତ ନାୟକଙ୍କ ନାଁରେ ମାମଲା ରୁଜୁ ହୋଇଛି । ରାଜନଗର ବରାଦିଆ ଗାଁର ବିନୋଦ ଦାସ ନାମକ ଯୁବକଙ୍କୁ ଥାର୍ଡ ଡିଗ୍ରୀ କରିଥିବା ଅଭିଯୋଗ ହୋଇଥିଲା ।…

ଭାଗବତ ଟୁଙ୍ଗି ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗାଁରେ ବୋମାମାଡ଼ ୧୨ ଆହତ

ଯାଜପୁର : ଭାଗବତ ଟୁଙ୍ଗି ପାଇଁ ମହାଭାରତ । ଯାଜପୁର ସଦର ଥାନା ଅଧୀନସ୍ଥ ସିମିଳିଆ ପଂଚାୟତ ବୁଲାକିପୁର ଗାଁରେ ଭାଗବତ ଟୁଙ୍ଗି ନିର୍ମାଣକୁ କେନ୍ଦ୍ରକରି ତୁମୁଳକାଣ୍ଡ । ଭାଗବତ ଟୁଙ୍ଗି ନିର୍ମାଣ ପାଇଁ ଚିହ୍ନଟ ହୋଇଥିବା ଜାଗାକୁ ନେଇ ବିବାଦରୁ…

ଶଗଡ଼କୁ ଧକ୍କା ଦେଲା ବାଲି ବୋଝେଇ ହାଇୱା, ଦୁଇ ମୃତ

ବ୍ରହ୍ମପୁର : ଧକ୍କା ଦେଲା ବାଲି ବୋଝେଇ ହାଇୱା। ଦୁଇ ଶଗଡିଆଙ୍କ ମୃତ୍ୟୁ । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଜଗନ୍ନାଥପୁର-ପ୍ରତାପଗିରି ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ନାଥ ଜେନା ଓ ବିଜୟ ଗୌଡ଼ । ବିଳମ୍ବିତ…

ଥାଇଲାଣ୍ଡରେ ଫସିଲେ ୪ ଓଡ଼ିଆ ଶ୍ରମିକ, ଉଦ୍ଧାର ପାଇଁ ସ୍ଥାନୀୟ ସାଂସଦଙ୍କୁ ନିବେଦନ

କେନ୍ଦ୍ରାପଡା: ଥାଇଲାଣ୍ଡରେ ଫସିଲେ ୪ ଓଡ଼ିଆ ଶ୍ରମିକ। ଏହି ପ୍ରବାସୀ ଶ୍ରମିକ ମାନେ ଏକ ଭିଡିଓ ବାର୍ତ୍ତା ଜାରି କରି ସେମାନଙ୍କୁ ଉଦ୍ଧାର ପାଇଁ ଓଡିଶା ସରକାର ଏବଂ ସ୍ଥାନୀୟ ସାଂସଦଙ୍କୁ ନିବେଦନ କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଏବଂ ଆଳି…

ପ୍ରଖ୍ୟାତ ଓଡ଼ିଆ ସାହିତ୍ୟିକ ଜଗନ୍ନାଥ ପ୍ରସାଦ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର: ପ୍ରଖ୍ୟାତ ଓଡ଼ିଆ ସାହିତ୍ୟିକ, କଳା ଇତିହାସବିଜ୍ଞାନୀ ଏବଂ ପୂର୍ବତନ ଆଇଏଏସ୍ ଅଧିକାରୀ ଜଗନ୍ନାଥ ପ୍ରସାଦ ଦାସଙ୍କ ବୁଧବାର ରାତିରେ ଭୁବନେଶ୍ୱର ବାସଭବନରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ୨୬ ଏପ୍ରିଲ, ୧୯୩୬ରେ ପୁରୀ…

ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱରରୁ ଜୟପୁରକୁ ବିମାନ ସେବା

ଭୁବନେଶ୍ୱର: ରାଜ୍ୟର ବିମାନ ଚଳାଚଳ କ୍ଷେତ୍ରରେ ଏକ ବଡ଼ ସୁଧାର ଆସିବାକୁ ଯାଉଛି। ଖୁବଶୀଘ୍ର ଭୁବନେଶ୍ୱରରୁ ଜୟପୁରକୁ ବିମାନ ସେବା ଆରମ୍ଭ ହେବ। ଏଥିସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରର ତୃତୀୟ ଏୟାର ଟର୍ମିନାଲକୁ ମଧ୍ୟ ଅତିଶୀଘ୍ର କାର୍ଯ୍ୟକ୍ଷମ କରାଯିବ।…

ରୁଷ୍‌ ଉପରେ ୟୁକ୍ରେନର ଡ୍ରୋନ୍‌ ଆଟାକ୍, ୭ ମୃତ

କିବ୍‌ : ୟୁକ୍ରେନ୍ରେ ରୁଷ୍ ନିୟନ୍ତ୍ରଣରେ ଥିବା ଡୋନେସ୍କ ଅଞ୍ଚଳରେ ଆଜି ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୭ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଆହୁରି ୧୧ ଜଣ ଆହତ ହୋଇଛନ୍ତି। ଡୋନେସ୍କରେ ଆଜି ଏକ ବସ୍‌ ଉପରେ ଡ୍ରୋନ୍‌ ମାଡ଼ ହୋଇଥିଲା।…

ନାବାଳିକାକୁ ଗଣଦୁଷ୍କର୍ମ: ୫ ଗିରଫ

ଗୁଆହାଟୀ: ଆସାମର ବିଶ୍ୱନାଥ ଜିଲ୍ଲାର ଜଣେ ୧୫ ବର୍ଷୀୟା ନାବାଳିକାକୁ ଚଳନ୍ତା ଗାଡ଼ିରେ ଅନେକ ମାସ ଧରି ବାରମ୍ବାର ଗଣଦୁଷ୍କର୍ମ କରିବା ଅଭିଯୋଗରେ ପାଞ୍ଚ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଅପରାଧରେ ବ୍ୟବହୃତ ଗାଡି ଜବତ କରାଯାଇଛି ବୋଲି ପୁଲିସ ନିଶ୍ଚିତ…

ବହିଷ୍କୃତ ଟିଏମସି ବିଧାୟକ ହେଲେ ବିରୋଧୀ ଦଳ ନେତା, ମମତାଙ୍କୁ ଶକ୍ତ ଧକ୍କା

କଲକାତା: ମମତା ବାନାର୍ଜୀଙ୍କୁ ଶକ୍ତ ଧକ୍କା। ଟିଏମସିରେ ବଡ଼ ଫାଟ। ଦଳରେ ମମତାଙ୍କ ବିରୁଦ୍ଧରେ ଅସନ୍ତୋଷ। ଟିଏମସିର ବିଦ୍ରୋହୀ ନେତା ରିତବ୍ରତ ବାନାର୍ଜୀ ହେଲେ ବିରୋଧୀ ଦଳ ନେତା। ବହିଷ୍କୃତ ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହା ପଶ୍ଚିମବଙ୍ଗ ବିଧାନସଭା…

ଦିଲ୍ଲୀ ରେସ୍ତୋରାଁ ଅଗ୍ନିକାଣ୍ଡ ; ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦିଲ୍ଲୀ ମାଲବ୍ୟ ନଗରରେ ଘଟିଥିବା ରେସ୍ତୋରାଁ ଅଗ୍ନିକାଣ୍ଡ ଅଘଟଣରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା…