କର୍ଣ୍ଣାଟକରେ ଆଜିଠାରୁ ଡିକେ ଶିବକୁମାର ସରକାର
ବେଙ୍ଗାଲୁରୁ : କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ବୁଧବାର ଡିକେ ଶିବକୁମାର ଶପଥ ଗ୍ରହଣ କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗେ ଏବଂ ନେତା ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ସେ ଶପଥ ଗ୍ରହଣ କରିଛନ୍ତି। ଲୋକଭବନରେ ଶପଥ ପାଠ କରାଇଲେ ରାଜ୍ୟପାଳ।…
