June 2026

ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ-ଝିଅଙ୍କୁ ବୀଭତ୍ସ ହତ୍ୟା

ଭୁବନେଶ୍ୱର: ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ। ମାଆ ଝିଅଙ୍କୁ କରାଯାଇଛି ବୀଭତ୍ସ ହତ୍ୟା । ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାରିଦେଲେ ଦୁର୍ବୃତ୍ତ । ସମ୍ବଲପୁର ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ଗରମ…

କାଳବୈଶାଖୀ ତାଣ୍ଡବ, ବଜ୍ରାଘାତରେ ଚାଲିଗଲା ୩ ଜୀବନ

ଭୁବନେଶ୍ୱର: କାଳ ସାଜୁଛି କାଳବୈଶାଖୀ । ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମୟରେ ଅଘଟଣ । ଯାଜପୁର, ଭଦ୍ରକ ଓ ବାରିପଦାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ପାଟପୁର ପଞ୍ଚାୟତ ଗୁଣ୍ଡିଲୋ…

ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ

କଟକ: ଓପିଏସସି ପରୀକ୍ଷାରେ କପି କରି ଫସିଗଲେ ପରୀକ୍ଷାର୍ଥୀ। ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ। ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିବା ବେଳେ ଗିରଫ କରିଛି ପୋଲିସ। କପି କରୁଥିବା ପରୀକ୍ଷାର୍ଥୀଙ୍କୁ ସ୍କ୍ୱାଡ ଟିମ ଧରିଥିବା ବେଳେ ଗିରଫ…

ବିଜେଡିରେ ସୁଜାତା କାର୍ତ୍ତିକେୟନଙ୍କ ଏଣ୍ଟ୍ରି ନେଇ ଚର୍ଚ୍ଚା ଜୋର

ଭୁବନେଶ୍ୱର: ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ଭି କେ ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଖୁବଶୀଘ୍ର ବିଜୁ ଜନତା ଦଳରେ ଯୋଗ ଦେବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି।…

ITDA ଯନ୍ତ୍ରୀଙ୍କ ଘରୁ ୧ କିଲୋରୁ ଊର୍ଦ୍ଧ୍ବ ସୁନା ଠାବ କଲା ଭିଜିଲାନ୍ସ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ସୋମବାର ଦିନ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ବ୍ୟାଙ୍କ ଲକରରୁ ଆହୁରି ୭୦୩ ଗ୍ରାମ ସୁନା ଏବଂ ୩୭୫ ଗ୍ରାମ ରୂପା ଠାବ କରିଛି। ରବିବାର ଦିନ ଆୟଠାରୁ ପ୍ରାୟ ୭୯୮% ଅଧିକ…

ସାର୍ଟିଫିକେଟ ପାଇଁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଆରଆଇ

ସମ୍ବଲପୁର: ସାର୍ଟିଫିକେଟ ନାଁରେ ଲାଞ୍ଚ ମାଗୁଥିଲେ ସରକାରୀ ବାବୁ। ଘଟଣା ବିଷୟରେ ଜାଣିବା ପରେ ତୁରନ୍ତ କରାଗଲା ନିଲମ୍ବନ। ସମ୍ୱଲପୁର ସଦର ତହସିଲରେ ଇଡବ୍ଲୁଏସ୍ ସାର୍ଟିଫିକେଟ ପାଇଁ ଲାଞ୍ଚ ମାଗିବା ଘଟଣାରେ ଏଆରଆଇ ସୁରେନ୍ଦ୍ର ସା’ଙ୍କୁ ନିଲମ୍ବନ କରାଯାଇଛି। ତୁରନ୍ତ ତାଙ୍କୁ…

ମିଶନ ଶକ୍ତି ମହିଳାଙ୍କୁ ମିଳିବ ଟେକ୍ନୋଲୋଜି ଟ୍ରେନିଂ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମିଶନ ଶକ୍ତି ମହିଳା ନେବେ ଟେକ୍ନୋଲୋଜି ଟ୍ରେନିଂ । ଏନେଇ ଓଡ଼ିଶା ଜୀବିକା ମିଶନ ଓ ଭୁବନେଶ୍ୱର ଆଇଆଇଟି ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି । ମିଶନ ଶକ୍ତି ମହିଳାଙ୍କୁ ଟ୍ରେନିଂ ଦେବେ ଆଇଆଇଟି ପ୍ରଫେସର । ଏନେଇ…

ପ୍ରେମିକାକୁ ଛୁରୀ ଭୁସି ହତ୍ୟା, ୨୭ ଦିନ ପରେ ଗଳିତ ମୃତଦେହ ଉଦ୍ଧାର

ଯୋଡା : ୨୭ ଦିନ ପରେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର । ହତ୍ୟା କରିଥିଲା ପ୍ରେମିକ । କେନ୍ଦୁଝର ଜିଲ୍ଲା ଯୋଡା ବ୍ଲକ ଝାଡଗାଁ ସଂରକ୍ଷିତ ସିଦ୍ଧମଠ ଜଙ୍ଗଲରୁ ମୃତଦେହ ଜବତ ହୋଇଛି । ମୃତକ ହେଲେ ୨୧…

ଟିଏମସି ନେତାଙ୍କ ପୋଖରୀରୁ ଅସ୍ତ୍ରଶସ୍ତ୍ର ଜବତ

କଲକାତା: ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲା ଅନ୍ତର୍ଗତ ସନ୍ଦେଶଖାଲି ଅଞ୍ଚଳରୁ ପୁଲିସ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଜଣେ ନେତାଙ୍କ ପୋଖରୀରୁ ଶନିବାର ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ସ୍ଥାନୀୟ ପୁଲିସ ଓ ଏସ୍‌ଟିଏଫ…

କୁଏତ, ବାହାରିନ୍‌ ଉପରେ ଇରାନର ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌ ଆକ୍ରମଣ

କୁଏତ ସିଟି: କୁଏତ ଓ ବାହାରିନ ଉପରେ ଶନିବାର ଇରାନ ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ଓ ଡ୍ରୋନ୍‌ ଜରିଆରେ ଆକ୍ରମଣ କରିଛି। ଇରାନର ଆକ୍ରମଣକୁ ଦୃଷ୍ଟିରେ ରଖି କୁଏତ ଓ ବାହାରିନ୍‌ ସରକାର ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରିଥିବା ଜଣାପଡ଼ିଛି। ଏ…