ଏଣିକି କେବଳ ଇଭି ଯାନ କିଣିବେ ରାଜ୍ୟ ସରକାର
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା । ଆଜି ଠାରୁ କେବଳ କିଣାହେବ ଇଭି ଯାନ। ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ତେଲ ଦର ଆକାଶଛୁଆଁ ହେବାରେ ଲାଗିଛି। ଏହାର ସିଧାସଳଖ ପ୍ରଭାବ ରାଜ୍ୟର ରାଜକୋଷ ଉପରେ ପଡ଼ିବାକୁ ଯାଉଛି।…
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା । ଆଜି ଠାରୁ କେବଳ କିଣାହେବ ଇଭି ଯାନ। ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ତେଲ ଦର ଆକାଶଛୁଆଁ ହେବାରେ ଲାଗିଛି। ଏହାର ସିଧାସଳଖ ପ୍ରଭାବ ରାଜ୍ୟର ରାଜକୋଷ ଉପରେ ପଡ଼ିବାକୁ ଯାଉଛି।…
ଭୁବନେଶ୍ୱର : ଲୋୟର ପିଏମଜିରେ ଚାଞ୍ଚଲ୍ୟ । ଧାରଣା ବେଳେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ଦୁଇ ମହିଳା। ବାଣପୁର ଅଞ୍ଚଳର ବିଜ୍ଞାନୀ ପଣ୍ଡା ଓ ମାନସୀ ବେହେରା ନିଜ ସମସ୍ୟାର ସମାଧାନ ଦାବିରେ ଗତକାଲି ଲୋୟର ପିଏମଜିରେ ଧାରଣା…
କରଞ୍ଜିଆ: ମଣିଷକୁ ଖାଇଗଲା ମହାବଳ। ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରେ ପଡ଼ିଛି ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ଗୋଡ଼ । ମଣିଷର ଅଧା ଦେହକୁ ଖାଇ ବାଘ ଚାଲିଯାଇଥିବା ପାରିପାର୍ଶ୍ଵିକ ସ୍ଥିତିରୁ…
ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଧାନସଭାରେ ନୋଟିସ ବୋର୍ଡରେ ଲାଗିଲା ବିଜ୍ଞପ୍ତି । ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ୯ ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ…
କଟକ: କଟକ ପ୍ରେସଛକ ମାଛ ମାର୍କେଟ ଜଳିଗଲା । ରାତି ପ୍ରାୟ ୩ଟା ବେଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ପ୍ରେସଛକରେ ଥିବା ମାଛ ମାର୍କେଟ ପୋଡ଼ି ପାଉଁଶ ହୋଇଛି । ପାଖାପାଖି ୩୦ରୁ ଅଧିକ ଦୋକାନ…
ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟକୁ ମୋହର । ରଥଯାତ୍ରା ସହ ସ୍ନାନଯାତ୍ରା,ବାହୁଡ଼ା ଯାତ୍ରା ପାଇଁ ବି ନୀତି ନିର୍ଘଣ୍ଟକୁ ମୋହର । ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ କମିଟି ବୈଠକରେ ମୋହର ବାଜିଛି । ସଅଳ…
ଅନୁଗୁଳ : ଫାର୍ମ ହାଉସରେ ମାରି ପୋତି ଦିଆଯାଇଛି କି ହାତୀ ? ସାଇଣ୍ଟିଫିକ୍ ଟିମ୍ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସତ ବାହାର କରିବ ହିନ୍ଦୋଳ ବନବିଭାଗ । ହାତୀ ମାରି ପୋତିଦେବା ଘଟଣାରେ ଫାର୍ମ ମାଲିକ ପ୍ରମୋଦ କୁମାର ରାଜଙ୍କ…
ବ୍ରହ୍ମପୁର : ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ । ଥାନାରେ ଯୁବକଙ୍କୁ ପିଟି ପିଟି ମାରିଦେଲେ । ଏଭଳି ଏକ ସାଂଘାତିକ୍ ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପୋଲିସ୍ ବିରୋଧରେ । ମୃତ ଯୁବକ ହେଲେ ସୁଶାନ୍ତ…
ଅନୁଗୁଳ: ହାତୀ ନେଲା ୨ ଜୀବନ । ଅନୁଗୁଳରେ ହାତୀ ଆତଙ୍କ। ଅନୁଗୁଳ ବନାଞ୍ଚଳ ଅଧୀନସ୍ଥ ମୂଷାପାପୁଲି ଗାଁରେ ଜଣେ ବୃଦ୍ଧଙ୍କ ମଣ୍ଡକୁ ଦଳିଦେଲା ଦନ୍ତା । ମୃତକ ହେଲେ ୬୫ ବର୍ଷିୟ ଗନ୍ଧର୍ବ ସାହୁ । ସକାଳ ସାଢ଼େ ୬ଟା…