June 2026

କବିସୂର୍ଯ୍ୟନଗର ଘଟଣାରେ ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାନୁଷ୍ଠାନ: IPS ଅଫିସରଙ୍କ ବଦଳି, ୩ ପୋଲିସ ନିଲମ୍ବିତ

ବ୍ରହ୍ମପୁର : କବିସୂର୍ଯ୍ୟନଗର ଘଟଣାରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ l ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାନୁଷ୍ଠାନ l କବିସୂର୍ଯ୍ୟନଗର ଥାନାରେ କାର୍ଯ୍ୟରତ IPS ଅଫିସର ନୀତେଶ କୁମାର ମିଶ୍ରଙ୍କୁ ଗଞ୍ଜାମ ଜିଲ୍ଲା ହେଡ଼ କ୍ଵାଟର କୁ ବଦଳି କରାଯାଇଛି l ଥାନାର SI…

୩ ମାସ ଭିତରେ ୫ହଜାର ନର୍ସିଂ ପଦବୀ ପୂରଣ ହେବ : ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର : ୩ ମାସ ଭିତରେ ପୂରଣ ହେବ ୫ହଜାର ନର୍ସିଂ ପଦବୀ । ଖୁବଶ୍ରୀଘ୍ର ପ୍ରକାଶ ପାଇବ ବିଜ୍ଞପ୍ତି । ଏହା ସହ ମେଡିକାଲ କ୍ଷେତ୍ରରେ ଅନ୍ୟ ୫ହଜାର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ମେଡିକାଲ କ୍ଷେତ୍ରକୁ…

ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି : ୯୬ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି

ଭୁବନେଶ୍ୱର : ୯୬ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି । ଆଜି ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ୧୮ ତମ ଅଭିଯୋଗ ଶୁଣାଣି ହୋଇଥିଲା । ଯେଉଁଥିରେ ୬୦୦ରୁ…

ଏଣିକି କେବଳ ଇଭି ଯାନ କିଣିବେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା । ଆଜି ଠାରୁ କେବଳ କିଣାହେବ ଇଭି ଯାନ। ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ତେଲ ଦର ଆକାଶଛୁଆଁ ହେବାରେ ଲାଗିଛି। ଏହାର ସିଧାସଳଖ ପ୍ରଭାବ ରାଜ୍ୟର ରାଜକୋଷ ଉପରେ ପଡ଼ିବାକୁ ଯାଉଛି।…

ଧାରଣା ବେଳେ ବିଷ ପିଇ ଜୀବନ ହାରିବାକୁ ଉଦ୍ୟମ କଲେ ଦୁଇ ମହିଳା

ଭୁବନେଶ୍ୱର : ଲୋୟର ପିଏମଜିରେ ଚାଞ୍ଚଲ୍ୟ । ଧାରଣା ବେଳେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ଦୁଇ ମହିଳା। ବାଣପୁର ଅଞ୍ଚଳର ବିଜ୍ଞାନୀ ପଣ୍ଡା ଓ ମାନସୀ ବେହେରା ନିଜ ସମସ୍ୟାର ସମାଧାନ ଦାବିରେ ଗତକାଲି ଲୋୟର ପିଏମଜିରେ ଧାରଣା…

ମଣିଷକୁ ଖାଇଗଲା ବାଘ, ଜଙ୍ଗଲରେ ପଡ଼ିଛି କ୍ଷତାକ୍ତ ଗୋଡ଼

କରଞ୍ଜିଆ: ମଣିଷକୁ ଖାଇଗଲା ମହାବଳ। ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରେ ପଡ଼ିଛି ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ଗୋଡ଼ । ମଣିଷର ଅଧା ଦେହକୁ ଖାଇ ବାଘ ଚାଲିଯାଇଥିବା ପାରିପାର୍ଶ୍ଵିକ ସ୍ଥିତିରୁ…

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଧାନସଭାରେ ନୋଟିସ ବୋର୍ଡରେ ଲାଗିଲା ବିଜ୍ଞପ୍ତି । ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ୯ ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ…

କଟକ ମାଛ ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ

କଟକ: କଟକ ପ୍ରେସଛକ ମାଛ ମାର୍କେଟ ଜଳିଗଲା । ରାତି ପ୍ରାୟ ୩ଟା ବେଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ପ୍ରେସଛକରେ ଥିବା ମାଛ ମାର୍କେଟ ପୋଡ଼ି ପାଉଁଶ ହୋଇଛି । ପାଖାପାଖି ୩୦ରୁ ଅଧିକ ଦୋକାନ…

ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ କମିଟି ବୈଠକ, ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟକୁ ମୋହର । ରଥଯାତ୍ରା ସହ ସ୍ନାନଯାତ୍ରା,ବାହୁଡ଼ା ଯାତ୍ରା ପାଇଁ ବି ନୀତି ନିର୍ଘଣ୍ଟକୁ ମୋହର । ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ କମିଟି ବୈଠକରେ ମୋହର ବାଜିଛି । ସଅଳ…

ହାତୀକୁ ମାରି ପୋତି ଦେଲେ ଫାର୍ମ ହାଉସ୍‌ ମାଲିକ !

ଅନୁଗୁଳ : ଫାର୍ମ ହାଉସରେ ମାରି ପୋତି ଦିଆଯାଇଛି କି ହାତୀ ? ସାଇଣ୍ଟିଫିକ୍ ଟିମ୍ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସତ ବାହାର କରିବ ହିନ୍ଦୋଳ ବନବିଭାଗ । ହାତୀ ମାରି ପୋତିଦେବା ଘଟଣାରେ ଫାର୍ମ ମାଲିକ ପ୍ରମୋଦ କୁମାର ରାଜଙ୍କ…