June 2026

ପାଠ୍ୟ ପୁସ୍ତକ ତ୍ରୁଟି ଘଟଣା; SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ

ଭୁବନେଶ୍ବର : ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାରେ SCERT କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଠିତ ତଦନ୍ତ କମିଟିର ତନାଘନା । ଦୋଷୀଙ୍କ ବିରୋଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ସୂଚନା ଅନୁଯାୟୀ, ବୁଧବାର ସକାଳୁ SCERT ଅଫିସରେ ପହଁଛିନ୍ତି ତଦନ୍ତ କମିଟି ସଦସ୍ୟ…

ସମସ୍ତ ଶିକ୍ଷାନୁଷ୍ଠାନ ଓ କୋଚିଂ ସେଣ୍ଟରରେ ଅଗ୍ନି ନିରାପତ୍ତା ଅଡିଟ୍

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓ.ଏସ୍.ଡି.ଏମ୍.ଏ) ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଏବଂ ଦକ୍ଷତା ବିକାଶ କେନ୍ଦ୍ରଗୁଡ଼ିକରେ ଅଗ୍ନି ନିରାପତ୍ତା ପ୍ରସ୍ତୁତିର କଡ଼ା ସମୀକ୍ଷା ଏବଂ ଅଡିଟ୍ କରିବାକୁ ବାଧ୍ୟତାମୂଳକ କରିଛନ୍ତି।…

ଅନାସ୍ଥା ରାଜନୀତି: ଦୁଇ ଜିଲ୍ଲା ପରିଷଦ ସଭ୍ୟଙ୍କ ପଦ ରଦ୍ଦ

ବାଲେଶ୍ୱର: ପୁଣି ତେଜିଛି ଅନାସ୍ଥା ରାଜନୀତି। ଏହି କ୍ରମରେ ନୀଳଗିରିର ୨ ଜିଲ୍ଲାପରିଷଦ ସଭ୍ୟଙ୍କ ପଦ ରଦ୍ଦ ହୋଇଛି । ଏନେଇ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ନିର୍ବାଚନ କମିସନ । ଏହି ଦୁଇ ଜିଲ୍ଲା ପରିଷଦ ସଭ୍ୟ ହେଲେ ନୀଳଗିରି ୧୩…

ବିଡିଓ ଓ IICଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ SP ଅଫିସ୍‌ ଆଗରେ ଚାମେଲିଙ୍କ ଧାରଣା

କେନ୍ଦ୍ରାପଡ଼ା: SPଙ୍କ ଅଫିସ୍‌ ଆଗରେ ଧାରଣା ଦେଇଛନ୍ତି ତିଖିରି ସରପଞ୍ଚ ଚାମେଲି ଓଝା । ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ମହାକାଳପଡ଼ା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ମହାକାଳପଡ଼ା ଥାନା ଆଇଆଇସି…

ହୋଟେଲ ମାଲିକଙ୍କୁ ହତ୍ୟା; ଅଭିଯୁକ୍ତକୁ ଏନକାଉଣ୍ଟର

ପୁରୀ:ବଳିଆପଣ୍ଡା ଥାନା ଅଞ୍ଚଳରେ ଥିବା ମନୋରମା ହୋଟେଲର ମାଲିକ ପବିତ୍ର ନାୟକଙ୍କ ହତ୍ୟା ହୋଇଛି । ଏହି ମାମଲାରେ ସଂପୃକ୍ତ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁରୀ ପୋଲିସ। ଅଭିଯୁକ୍ତ ହେଉଛନ୍ତି ଚନ୍ଦନ କୁମାର ପଲାର। ଅଭିଯୁକ୍ତ ଚନ୍ଦନଙର ଘର ପୁରୀ ଚକ୍ରତୀର୍ଥ…

କାଠ ଫାଳିଆରେ ପିଟି ପିଟି ବିଜେପି ବୁଥ୍ ସଭାପତିଙ୍କୁ ହତ୍ୟା

କେନ୍ଦ୍ରାପଡା: ମହାକାଳପଡ଼ା ବ୍ଲକର ରାମନଗର ଅଞ୍ଚଳରେ ହତ୍ୟାକାଣ୍ଡ । ବିଜେପି ବୁଥ୍ ସଭାପତି ତପନ ଦ‌ାସଙ୍କୁ ହତ୍ୟା କରାଯାଇଛି । ପ୍ରାଥମିକ ସୂଚନାନୁସାରେ, ଦୁର୍ବୃତ୍ତମାନେ ତପନ ଦ‌ାସଙ୍କ ମୁଣ୍ଡକୁ କାଠ ଫାଳିଆରେ ବାରମ୍ବାର ଆକ୍ରମଣ କରି ହତ୍ୟା କରିଥିଲେ । ହତ୍ୟା…

ଝାରପଡ଼ା ଜେଲ୍‌ର ୭ କଏଦୀ ଅସୁସ୍ଥ, ଡିଜିଙ୍କ ନିର୍ଦେଶରେ ତଦନ୍ତ କରୁଛନ୍ତି ଦୁଇ ଡିଆଇଜି

ଭୁବନେଶ୍ବର:ଝାରପଡ଼ାସ୍ଥିତ ସ୍ୱତନ୍ତ୍ର ଜେଲ୍‌ ରେ ହଠାତ୍ କିଛି କଏଦୀ ଅସୁସ୍ଥ ହୋଇପଡିଛନ୍ତି । ମଙ୍ଗଳବାର ରାତିରେ ଅସୁସ୍ଥ କଏଦୀମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହ । ସୂଚନାଥାଉକି, ୭ଜଣ…

ସରିଲା ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା

ବର୍ଗେନଷ୍ଟକ: ସ୍ବିଜରଲ୍ୟାଣ୍ଡର ବର୍ଗେନଷ୍ଟକରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ପ୍ରତିଷ୍ଠା କରିବାକୁ ରାଜି ହୋଇଛନ୍ତି। ଏହି ଆଲୋଚନା ନେଇ ପାକିସ୍ତାନ ଏବଂ କାତାର…

ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ, ସରିଲା ରାଜ୍ୟସଭା କାର୍ଯ୍ୟକାଳ

ନୂଆଦିଲ୍ଲୀ : ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଆନ୍ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେବା ପରେ ସେ କେନ୍ଦ୍ର ମନ୍ତ୍ରୀ ପରିଷଦରୁ ଓହରିଛନ୍ତି । ପ୍ରଧାନମନ୍ତ୍ରୀ…

୬୫ ସ୍ବତନ୍ତ୍ର ବ୍ୟକ୍ତିତ୍ବଙ୍କୁ ପଦ୍ମ ପୁରସ୍କାର, ୩ ଓଡ଼ିଆଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ମଙ୍ଗଳବାର ରାଷ୍ଟ୍ରପତି ଭବନରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ବଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ସ୍ବତନ୍ତ୍ର ବ୍ୟକ୍ତିତ୍ବଙ୍କୁ ଦିଆଯାଇଛି ପଦ୍ମ ସମ୍ମାନ। ୬୫ ଜଣ ବ୍ୟକ୍ତିତ୍ବଙ୍କୁ ମିଳିଛି ପଦ୍ମ ପୁରସ୍କାର। ସ୍ବତନ୍ତ୍ର ସମାରୋହରେ ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।…