ସବୁ ଜିଲ୍ଲାକୁ ଛୁଇଁଲା ମୌସୁମୀ: ୨୭ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ୱର: ପୂରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଜୁନ ୧୨ରେ ରାଜ୍ୟକୁ ମୌସୁମୀର ଅଗ୍ରସର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରାଜ୍ୟର ସମସ୍ତ ଜିଲ୍ଲାକୁ ମୌସୁମୀ ବାୟୁ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।…
