June 17, 2026

ଟ୍ରକରୁ ଧକ୍କା ଦେଲା ବସ୍, ୬ ମୃତ, ୨୦ ଆହତ

ଭଡୋଦରା: ଗୁଜରାଟର ଭଡୋଦରା-ଜରୋଦ୍ ରାସ୍ତାରେ ବୁଧବାର ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । କୋଟାମ୍ବି ଗାଁ ନିକଟରେ ହାଇୱେରେ ଏକ ବସ୍ ସହିତ ଟ୍ରକ୍ ଧକ୍କା ହୋଇଛି । ଘଟଣାସ୍ଥଳରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ବସରେ…

ଜି-୭ ଶିଖର ସମ୍ମିଳନୀରେ ଭାରତୀୟ ନାବିକଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ ଉଠାଇଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ବିପାକ୍ଷିକ ବୈଠକରେ ଆଲୋଚନା କରିଛନ୍ତି। ଏହି ବହୁ ପ୍ରତୀକ୍ଷତ ସାକ୍ଷାତ ସମୟରେ ଦୁଇ ନେତା ଉଭୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ କଥାବାର୍ତ୍ତା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୭ ଶିଖର…

ଉଦ୍ଧବ ଠାକ୍‌ରେଙ୍କୁ ଝଟ୍‌କା: ଏକନାଥଙ୍କୁ ସମର୍ଥନ ଘୋଷଣା କଲେ ୬ ସାଂସଦ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ମହାଡ୍ରାମା। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ ସାଂସଦ ସମର୍ଥନ ଜଣାଇଛନ୍ତି। ଏକନାଥ ସିନ୍ଦେରେ ଯୋଗଦେବାକୁ ଥିବା…

ଉପବାଚସ୍ପତିଙ୍କ ଦସ୍ତଖତ ନକଲ କରି ବନ୍ଧା ହେଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର : ମହଙ୍ଗା ପଡ଼ିଲା ଉପବାଚସ୍ପତିଙ୍କ ଦସ୍ତଖତ ନକଲ କରି ବଦଳି ଆଦେଶ ହାତେଇବା । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମଣ ହେମ୍ବ୍ରମଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ୍। ଅନ୍ୟ ଜଣେ ବାଂଶପାଳ ବ୍ଲକର ପଞ୍ଚାୟତିରାଜ…

ହାତୀ ଆକ୍ରମଣରେ ଯୁବକ ମୃତ

କଦଳୀଗଡ : ରେଢ଼ାଖୋଲ ବନଖଣ୍ଡ ବଡବାହାଳ ରେଞ୍ଜ ଅନ୍ତର୍ଗତ ରେଢାଖୋଲ ଥାନା ସାନ ନୂଆପଡା ଗାଁ ପୀଢ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକ ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକ ଜଣକ ଅନୁଗୁଳ ଜିଲା…

ଜୀବନ ହାରିଲେ ଏମସ ଡାକ୍ତରାଣୀ, ତଦନ୍ତ କରୁଛି ପୋଲିସ

ଭୁବନେଶ୍ୱର : ପେଟ ରୋଗ ପାଇଁ ଜୀବନ ହାରିଲେ କି ଏମସ ଡାକ୍ତରାଣୀ ? ଏମସର ଜୁନିଅର ରେସିଡେଣ୍ଟ ଡାକ୍ତର ଦିବ୍ୟା ଭି. କିଛି ଦିନ ହେଲା ମାନସିକ ଅବସାଦରେ ଥିଲେ । ତାଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ଥିଲା । ପେଟ…

ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ: ତୁରନ୍ତ ତ୍ରୁଟି ସୁଧାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ରେ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…

ଶୀତଳ ଷଷ୍ଠୀ ପାଇଁ ୨୦ରେ ସମ୍ବଲପୁରରେ ସମସ୍ତ ସରକାରୀ ଅଫିସ୍ ସହ ସ୍କୁଲ ଛୁଟି

ସମ୍ବଲପୁର: ଶୀତଳ ଷଷ୍ଠୀ ପାଇଁ ୨୦ରେ ସମ୍ବଲପୁରରେ ଛୁଟି । ଆସନ୍ତା ୨୦ ତାରିଖରେ ସମ୍ବଲପୁରର ସମସ୍ତ ସରକାରୀ ଅଫିସ୍ ସହ ସ୍କୁଲ ଛୁଟି ରହିବ । ଛୁଟି ଘୋଷଣା କଲେ ଉତ୍ତରାଞ୍ଚଳ ରାଜସ୍ବ କମିଶନ । କିନ୍ତୁ ଜିଲ୍ଲାର ଅନ୍ୟ…

ରେଲଓ୍ବେ ଚାକିରି କରାଇ ଦେବା ନାଁରେ ଠକେଇ, ବାପ-ଝିଅ ଗିରଫ

ଭୁବେନଶ୍ବର: ରେଲୱେରେ ଚାକିରି ଦେବା ନାଁରେ ଠକେଇ । ୨୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବାପ ଝିଅ ଗିରଫ । ଭୁବେନଶ୍ବର ୧ନମ୍ବର ହାଟରୁ ଗିରଫ କଲା କମିଶନରେଟ୍ ପୋଲିସ୍ । ଗିରଫ ଅଭିଯୁକ୍ତମାନେ ହେଲେ ବାପା ବିଦ୍ୟାଧର ଦାସ ଓ…

ପିଲା ଚୋର ସନ୍ଦେହରେ ଯୁବକ-ଯୁବତୀଙ୍କୁ ଆକ୍ରମଣ

ରାୟଗଡ଼ା: ପିଲା ଚୋର ସନ୍ଦେହରେ ଜଣେ ଯୁବତୀ ଓ ଅନ୍ୟ ଜଣେ ଯୁବକଙ୍କୁ ଆକ୍ରମଣ କରାଯାଇଛି । ଏକ୍ସପୋଜର୍ ଭିଜିଟ୍ ସାରି ଫେରୁଥିବା ବେଳେ ୨ଜଣଙ୍କୁ ଆକ୍ରମଣ ହୋଇଛି । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ଇନ୍ତାଲିଗୁଡ଼ା ନିକଟରେ ଏହି…