June 21, 2026

ଖାଇବର ପାଖତୁନଖାୱାରେ ଆତଙ୍କୀ ଆକ୍ରମଣ; ୭ ମୃତ

ଇସଲାମାବାଦ୍‌: ପାକିସ୍ତାନର ଖାଇବର ପାଖତୁନଖାୱା ପ୍ରଦେଶରେ ଶନିବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ମାର୍କା ବେରା ଅଞ୍ଚଳରେ ହୋଇଥିବା ଦୁଇଟି ପୃଥକ ବୋମା ବିସ୍ଫୋରଣରେ ଅତିକମ୍‌ରେ ୭ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ୩ ଜଣ ଗୁରୁତର ହୋଇଛନ୍ତି। ପୁଲିସ ପକ୍ଷରୁ…

ବିବେକ ଅଗ୍ରୱାଲ ହେଲେ ଏଫ୍‌ଏଟିଏଫ୍‌ ଉପାଧ୍ୟକ୍ଷ

ନୂଆଦିଲ୍ଲୀ : କେନ୍ଦ୍ର ସଂସ୍କୃତି ସଚିବ ବିବେକ ଅଗ୍ରୱାଲଙ୍କୁ ଶୁକ୍ରବାର ଆନ୍ତର୍ଜାତିକ ସଙ୍ଗଠନ ‘ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ’ (ଏଫଏଟିଏଫ୍‌)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ବେଆଇନ ଅର୍ଥ କାରବାର ଓ ଆତଙ୍କବାଦୀ ପାଣ୍ଠି ଯୋଗାଣ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରୁଥିବା…

ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ୪୫ ମିନିଟ ଅପେକ୍ଷା କଲେ ପ୍ରଧାନମନ୍ତ୍ରୀ, ଅଟକି ରହିଲା କାରକେଡ୍

ନୂଆଦିଲ୍ଲୀ : ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ୪୫ ମିନିଟ ଅପେକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି ନିଜ କାରକେଡ ଯୋଗୁଁ କାଳେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ସମସ୍ୟା ନହେବ, ଏଣୁ ଦିଲ୍ଲୀ ଏୟାରପୋର୍ଟରେ ପ୍ରାୟ ୪୫ ମିନିଟ ଅପେକ୍ଷା…

ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଗ୍ୟାସ୍ ଲିକ୍: ୭ ମୃତ, ୬୦ରୁ ଉର୍ଦ୍ଧ୍ବ ଗୁରୁତର

ତାମିଲନାଡ଼ୁ : ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ୍ ଲିକ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬୦ଜଣଙ୍କଠାରୁ ଊର୍ଦ୍ଧ୍ବ ଗୁରୁତର ହୋଇଛନ୍ତି । ଏହି ଅଘଟଣ ତାମିଲନାଡ଼ୁ ତିରୁଭାଲୁର୍ ଜିଲ୍ଲା ପେରିୟାପାଲାୟାମ ସ୍ଥିତ…

ଟ୍ରକକୁ ପଛ ପଟୁ ଧକ୍କା ଦେଲା ବସ୍: ୫ ମୃତ, ୧୭ ଆହତ

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗର ଜଳପାଇଗୁଡ଼ି ଜିଲ୍ଲାର ଉଲ୍ଲାଦାବାରି ଅଞ୍ଚଳରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୧୭ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆଗକୁ ମୃତ୍ୟୁ…

ଭାରତୀୟ ନୌସେନାରେ ସାମିଲ ହେଲା ୩ ଯୁଦ୍ଧ ଜାହାଜ, ହସ୍ତାନ୍ତର କଲେ ମୋଦି

ନୂଆଦିଲ୍ଲୀ : ଭାରତୀୟ ନୌସେନାରେ ସାମିଲ ହେଲା ୩ ଯୁଦ୍ଧ ଜାହାଜ । INS ଅଗ୍ରୟ, INS ସଂଶୋଧନ ଏବଂ INS ଦୁନାଗିରିକୁ ଭାରତୀୟ ନୌସେନାକୁ ହସ୍ତାନ୍ତର କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଯାହା ଭାରତୀୟ ନୌସେନାର କାର୍ଯ୍ୟକ୍ଷମ କ୍ଷମତାକୁ ଆହୁରି…

କଡ଼ା ସୁରକ୍ଷାରେ ସରିଲା NEET UG 2026 ପୁନଃ-ପରୀକ୍ଷା

ନୂଆଦିଲ୍ଲୀ : କଡ଼ା ସୁରକ୍ଷା ମଧ୍ୟରେ ସାରା ଦେଶରେ ଶେଷ ହେଲା NEET UG 2026 ପୁନଃ-ପରୀକ୍ଷା । ପେପର ଲିକ୍ ବିବାଦ ପରେ ପୁନଃ ପରୀକ୍ଷା ଦେଲେ ୨୨ ଲକ୍ଷରୁ ଅଧିକ ମେଡିକାଲ ଆଶାୟୀ । ଗତ ମେ ୩…

ମହଙ୍ଗା ପଡିଲା ନକଲି ଶିକ୍ଷାଗତ ପ୍ରମାଣରେ ଚାକିରି, ବନ୍ଧା ହେଲେ କର୍ମଚାରୀ

ଭୁବନେଶ୍ୱର : ମହଙ୍ଗା ପଡିଲା ନକଲି ଶିକ୍ଷାଗତ ପ୍ରମାଣରେ ଚାକିରି । ଫେକ ସାର୍ଟିଫିକେଟରେ ଗୃହ ବିଭାଗରେ ଚାକିରି କାରସାଦି । ବନ୍ଧା ହେଲେ କର୍ମଚାରୀ । ଜୁନିୟର ଏକ୍ଜ୍ୟୁକେଟିଭ ଆସିଷ୍ଟାଣ୍ଟ ଶିବ ପ୍ରସାଦ ରଥ ଗିରଫ । ପୁରୀ ଗୋପ…

ନିଶାଖୋର ପୁଅ ପାଇଁ ଜୀବନ ହାରିଲେ ବାପା ମାଆ !

ପୁରୀ : ଫାଦର୍ସ ଡେ’ରେ ବଡ଼ ଅଘଟଣ । ନିଶାଖୋର ପୁଅ ପାଇଁ ଜୀବନ ହାରିଲେ ବାପା ମାଆ । ଘର ଭିତରେ ପଙ୍ଖାରେ ଝୁଲି ପଡ଼ିଲେ ଦମ୍ପତି । ମୃତ ଦମ୍ପତି ପୁରୀ ଜିଲ୍ଲା ତାଳବଣିଆ ଥାନା ସେନାପତି ବଗିଚାର…

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କ ବିରୋଧରେ ମାମଲା

ବ୍ରହ୍ମପୁର : ଗଞ୍ଜାମ ଗୋଳନ୍ଥରା ଥାନା ଗାନ୍ଧୀ କଲେଜରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ମାମଲା ରୁଜୁ । ମୃତ ଛାତ୍ରୀ ସ୍ମୃତିଙ୍କ ପୁରୁଷ ବନ୍ଧୁ ବିଶ୍ବଜିତ ଜେନାଙ୍କ ନାଁରେ ଗୋଳନ୍ଥରା ଥାନାରେ ମାମଲା ରୁଜୁ…