ବିଦେଶ ଯାତ୍ରା ପାଇଁ ପାସପୋର୍ଟ ଏକ ଦସ୍ତାବିଜ୍, ନାଗରିକତ୍ବର ପ୍ରମାଣପତ୍ର ନୁହେଁ
ନୂଆଦିଲ୍ଲୀ : ପାସପୋର୍ଟ ଯାତ୍ରା ପାଇଁ ଏକ ଦସ୍ତାବିଜ୍, ନାଗରିକତ୍ୱର ପ୍ରମାଣ ନୁହେଁ । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ପାସପୋର୍ଟ ହେଉଛି ମୁଖ୍ୟତଃ ବିଦେଶ ଯାତ୍ରା ପାଇଁ ଏକ ଦସ୍ତାବିଜ୍ । ଏହା ନାଗରିକତ୍ୱର…
