July 2026

କ୍ରାଇମବ୍ରାଞ୍ଚର ହସ୍ତଗତ ହେଲା ମୃତ ସୌମ୍ୟଙ୍କ ଶେଷ ମେସେଜ୍, ତନାଘନା ଆରମ୍ଭ

ଭୁବନେଶ୍ବର: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ମାମଲା । ଆଜି ସୌମ୍ୟଙ୍କ ବାପା ଦୁଶାସନ ସ୍ୱାଇଁଙ୍କୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ ଟିମ୍ । ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ପଚରା ଉଚରା ପରେ ସୌମ୍ୟଙ୍କ ଗୁରୁତ୍ୱପୂର୍ଣ୍ଣ ଫୋନକୁ କ୍ରାଇମବ୍ରାଞ୍ଚରେ ଦାଖଲ…

ଶାସକ ଦଳର ବି-ଟିମ୍‌ ଆକ୍ଷେପକୁ ପ୍ରତ୍ୟାଖାନ, ଉତ୍ତର ପ୍ରଦେଶରେ ଏକାଠି ଲଢ଼ିବାକୁ ସମାଜବାଦୀ ପାର୍ଟିକୁ ଅଫର ଦେଲେ ଓୱେସୀ

ଲକ୍ଷ୍ନୌ: ଆଗାମୀ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟିକୁ ପରାସ୍ତ କରିବା ପାଇଁ AIMIM ମୁଖ୍ୟ ଅସାଦୁଦ୍ଦିନ୍ ଓୱେସୀ ସମାଜବାଦୀ ପାର୍ଟି (SP) ମୁଖ୍ୟ ଅଖିଳେଶ ଯାଦବଙ୍କୁ ଏକାଠି ନିର୍ବାଚନ ଲଢ଼ିବା ପାଇଁ ଆହ୍ୱାନ ଦେଇଛନ୍ତି। ମୋରାଦାବାଦଠାରେ…

ମୟୁରଭଞ୍ଜ ଜିଲ୍ଲାରେ ସୋମବାର ସମସ୍ତ ସ୍କୁଲ ବନ୍ଦ, ଅତି ପ୍ରବଳ ବର୍ଷା ସତର୍କତା ଜାରି

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ସୋମବାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । IMDର ଜଗତ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରିଛି । ଏହାକୁ…

ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ, ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ

ଯାଜପୁର : ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ । ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ । ଯିଏ ଯେମିତି ପାରିଲା ବୋହିନେଲା । ମଦ ଦୋକାନ ଉଦଘାଟନ ପୂର୍ବରୁ ଦୋକାନ ତାଲା ଭାଙ୍ଗି ନେଇଗଲେ ପେଟି…

NSG ପ୍ରଥମ ମୁଖ୍ୟଙ୍କ ପରଲୋକ,ସ୍ୱର୍ଣ୍ଣମନ୍ଦିର ଅପରେସନ ବ୍ଲାକ୍ ଥଣ୍ଡର-୧ର ନେଇଥିଲେ ନେତୃତ୍ୱ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସୁରକ୍ଷା ଗାର୍ଡ (ଏନଏସଜି)ର ପ୍ରଥମ ମୁଖ୍ୟ ଆର.ଟି.ନାଗରାନୀ ଯିଏ ୧୯୮୬ ଅମୃତସର ସ୍ୱର୍ଣ୍ଣମନ୍ଦିରରୁ ସଶସ୍ତ୍ର ଆତଙ୍କବାଦୀଙ୍କୁ ବାହାର କରିବା ପାଇଁ ଅପରେସନ ବ୍ଲାକ୍ ଥଣ୍ଡର-୧ର ନେତୃତ୍ୱ ନେଇଥିଲେ ତାଙ୍କର ରବିବାର ପରଲୋକ ହୋଇଛି। ସେ ୯୮ ବର୍ଷ ବୟସରେ…

ଧାନ ରୋଇବା ବେଳେ ଅଘଟଣ, ବଜ୍ରପାତରେ ବାପ-ପୁଅ ମୃତ

କାମାକ୍ଷାନଗର : ବଜ୍ରପାତରେ ବାପା, ପୁଅ ମୃତ । ଧାନ ରୋଇବା ବେଳେ ଅଘଟଣ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଲିପଡା ଗ୍ରାମର ଦୁଃଖଦ ଘଟଣା l ବିଲରେ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତରେ ବାପା ପୁଅ ମୃତ…

‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଚମକିଲା ଭୁବନେଶ୍ୱର: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଇଁ ଆସିଛି ଏକ ଗର୍ବର ବିଷୟ। ଜଳ ସଂରକ୍ଷଣ ଦିଗରେ ସହରର ନିରନ୍ତର ପ୍ରୟାସ ଏବଂ ସଫଳତାକୁ ଏବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ପ୍ରସାରିତ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍…

ଚୋରାଚାଲାଣ ବେଳେ ହାଇୱାରୁ ୮ କୁଇଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ

ଫୁଲବାଣୀ: ଫୁଲବାଣୀ ସଦର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ । ଗଞ୍ଜେଇ ଚାଲାଣକାରୀଙ୍କ ଯୋଜନାକୁ ପଣ୍ଡ କଲା ପୋଲିସ । ଏକ ହାଇୱାରେ ବିପୁଳ ପରିମାଣର ଗଞ୍ଜେଇ ଚାଲାଣ ବେଳେ ୮ କୁଇଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ ହୋଇଛି । ଏହା…

କପାଳୀ ନଦୀରେ ବଢ଼ୁଛି ଜଳସ୍ତର, ବୁଡ଼ିଲା ଗ୍ରାମ୍ୟ ରାସ୍ତା

ଭଦ୍ରକ: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ବର୍ଷାର ପ୍ରଭାବ ଦେଖାଦେଇଛି । ଫୁଲୁଛି କପାଳୀ, ବୁଡିଲା ଗ୍ରାମ୍ୟ ରାସ୍ତା । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଫୁଲୁଛି କପାଳୀ ନଦୀ । ପ୍ରଭାବରେ ଭଦ୍ରକ ଜିଲ୍ଲା…

ଆଣ୍ଠୁଏ ପାଣିରେ ଉବୁଟୁବୁ ସିଲଭର ସିଟି, ୨୦ରୁ ଊର୍ଦ୍ଧ୍ୱ ପରିବାର ଜଳବନ୍ଦୀ!

କଟକ: କଟକରେ ଲଗାଣ ବର୍ଷା ଏବେ ବଡ଼ ବିପତ୍ତିର କାରଣ ପାଲଟିଛି। ଲଗାତାର ଢାଳୁଥିବା ବର୍ଷା ଯୋଗୁଁ ସହରର ଡ୍ରେନେଜ୍ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍ ମାରିଛି ଏବଂ ବିଭିନ୍ନ ତଳିଆ ଅଞ୍ଚଳରେ ଭୟଙ୍କର ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଅବସ୍ଥା ଏମିତି…