ଉଛୁଳିଲା କାଂଶବାଂଶ, ୧୪ଗାଁ ପ୍ରଭାବିତ: ସ୍କୁଲ୍ ଓ ଅଙ୍ଗନବାଡ଼ିରେ ପଶିଲା ପାଣି
ସୋର: ବାଲେଶ୍ବର ଜିଲ୍ଲାର ସୋର ଦେଇ ପ୍ରବାହିତ କାଂଶବାଂଶ ନଦୀରେ ବନ୍ୟା ଆସିଛି। ଫଳରେ ତଳନଗର ପଞ୍ଚାୟତ ଅଧୀନ ୧୪ ଗାଁର ୨୫ ଶହ ଲୋକ ପ୍ରଭାବିତ ହୋଇଛନ୍ତି। ଚାରି ଦିନ ହେଲା ବାଲେଶ୍ବରରେ ବର୍ଷା ଲାଗି ରହିଛି। ଫଳରେ ସୋର…
