July 2026

କମେଣ୍ଟ ମରାକୁ ନେଇ ରାଜଧାନୀରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ଵର : କମେଣ୍ଟ ମରାକୁ ନେଇ ରାଜଧାନୀରେ ମର୍ଡର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ମଞ୍ଚେଶ୍ୱର ଥାନା ଝରଣା ବସ୍ତିର ବନମାଳୀ ଭୋଳଙ୍କ ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଛି…

ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି : ଭୋଟର ତାଲିକାକୁ ତ୍ରୁଟିମୁକ୍ତ କରିବାକୁ ଏସଇସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି । ଜିଲ୍ଲାପାଳଙ୍କ ସହ ଏସ୍ ଇସିଙ୍କ ଭିଡିଓ ବୈଠକ । ଘରକୁ ଘର ସର୍ଭେ ନେଇ ଏସ୍ ଇସିଙ୍କ ଭିସି । ଭୋଟର ତାଲିକା ହେବ ତ୍ରୁଟିମୁକ୍ତ । ଏସ୍…

ଯାତ୍ରୀଙ୍କ ସୁବିଧା ପାଇଁ ବିଏମ୍‌ସି ଓ ବିଡିଏର ସବୁଜ ପଦକ୍ଷେପ: ଜନପଥରେ ହେବ ନୂଆ ଟ୍ରାଫିକ୍ ଆଶ୍ରୟସ୍ଥଳ

ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ସହରର ସୌନ୍ଦର୍ଯ୍ୟକରଣ ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଜନପଥ କରିଡର୍‌ର ପ୍ରମୁଖ ସ୍ଥାନଗୁଡ଼ିକରେ ଆଧୁନିକ ଟ୍ରାଫିକ୍ ଏବଂ ପାର୍କିଂ-ସହ-ଯାତ୍ରୀ ଆଶ୍ରୟସ୍ଥଳ…

ସେପ୍ଟେମ୍ବର ୨ ରେ ସରିବ SIR ପ୍ରକ୍ରିୟା, ଯାଞ୍ଚ ପରେ ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ଅର୍ଥାତ୍ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଏବଂ ଦାବିଗୁଡ଼ିକର ସମାଧାନ ପ୍ରକ୍ରିୟା ସେପ୍ଟେମ୍ବର ୨ ତାରିଖରେ ସରିବ। ଏହି ଯାଞ୍ଚ ପରେ ସେପ୍ଟେମ୍ବର ୬, ୨୦୨୬…

ପ୍ରଥମ ବନ୍ୟାରେ ଧୋଇଗଲା ୫ କୋଟି ବ୍ୟୟରେ ନିର୍ମିତ ରାସ୍ତା, ବହୁ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ

କଟକ: ବିକାଶ ନାଁରେ କେମିତି ଚାଲିଛି ମହା ଦୁର୍ନୀତି, ତାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ଜିଲ୍ଲାରେ। ସାମାନ୍ୟ ବନ୍ୟା ପାଣି ମାଡ଼ରେ ତାସ୍ ଘର ପରି ଧୋଇଯାଇଛି ୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ନୂଆ…

ଜମ୍ମୁ-କାଶ୍ମୀରର ପୁଞ୍ଚରେ ଭୂସ୍ଖଳନ: ଚାଲିଗଲା ୭ ଜୀବନ

ଶ୍ରୀନଗର: ବର୍ଷା ପ୍ରଭାବିତ ଜମ୍ମୁ-କାଶ୍ମୀରରେ ଭୂସ୍ଖଳନ ଯୋଗୁ ସୋମବାର ଏକ ମାଟି ଘର ଭୁଶୁଡ଼ି ପଡ଼ି ସାତ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଲୋରାନ ଗାଁରେ ହୋଇଥିବା ଏହି ଭୂସ୍ଖଳନରେ ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି। ଘଟଣାସ୍ଥଳରେ ଉଦ୍ଧାର…

ଡେଙ୍ଗୁ ଟିକାକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ : ଡେଙ୍ଗୁ ବିରୋଧୀ ଅଭିଯାନରେ ଭାରତକୁ ବଡ଼ ସଫଳତା । ଭାରତକୁ ମିଳିଲା ପ୍ରଥମ ଡେଙ୍ଗୁ ଟିକା । ଜାପାନ ଟାକେଡା ଫାର୍ମା ପ୍ରସ୍ତୁତ ଟିକା ‘କ୍ୟୁଡେଙ୍ଗା’କୁ ମଞ୍ଜୁରୀ । ୪୩ ଦେଶ ପରେ ଭାରତରେ QDENGA ଟିକାକୁ ମିଳିଲା…

ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼

ତ୍ରିପୁରା : ତ୍ରିପୁରା ଡିଜିପି ଅନୁରାଗ ଧନଖଡ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଜୀବନ ହାରିଛନ୍ତି । ଅଫିସ୍ କ୍ୟାବିନ ଭିତରୁ ମୃତଦେହ ଉଦ୍ଧାର କରାଯାଇଥିଲା । ଏହି ଘଟଣା ପରେ ତାଙ୍କୁ ତୁରନ୍ତ ଅଗରତାଲର ଜିବି ହସପିଟାଲରେ ଭର୍ତ୍ତି କରାଯାଇଥିଲ ।…

ରାସ୍ତାକଡ଼ରେ ଫଟୋ ଉଠାଇବା ହେଲା କାଳ, ୫ ସାଙ୍ଗଙ୍କୁ ଚାପିଦେଲା ଅଜଣା ଗାଡ଼ି

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ନରସିଂହପୁର ଜିଲ୍ଲାରେ ପିକନିକରୁ ଫେରୁଥିବା ୫ ସାଙ୍ଗକୁ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ଘଟଣାରେ ଜଣେ ଆହତ ହୋଇଛନ୍ତି । ଏମାନେ ସମସ୍ତେ ପିକନିକ୍ କରି ଫେରୁଥିବା ବେଳେ ହାଇୱେ କଡ଼ରେ ଗାଡ଼ି ରଖି ଫଟୋ…

କକ୍ରୋଚ୍ ପାର୍ଟିର ‘ସଂସଦ ଚଲୋ’ ମାର୍ଚ୍ଚ, ପ୍ରଦର୍ଶନକାରୀଙ୍କ ଉପରକୁ ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ: ସୋମବାର ଦିନ କକ୍ରୋଚ୍ ଜନତା ପାର୍ଟି ସଂସଦ ଅଭିମୁଖେ ଏକ ପଦଯାତ୍ରା ଆୟୋଜନ କରିଥିଲା। କିନ୍ତୁ, ପଦଯାତ୍ରା ଆରମ୍ଭ ହେବା ମାତ୍ରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ପ୍ରଦର୍ଶନକାରୀଙ୍କ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲାଠିଚାର୍ଜ ମଧ୍ୟ କରିଥିଲା। ଜନ୍ତର…