July 2026

E20 ପେଟ୍ରୋଲ ବନ୍ଦ କର! କେନ୍ଦ୍ର ବିରୋଧରେ କେଜ୍ରିୱାଲଙ୍କ ‘ଅନଲାଇନ୍ ହସ୍ତାକ୍ଷର ଅଭିଯାନ’ ଆରମ୍ଭ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ କରାଯାଇଥିବା E20 ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ୍ ମିଶ୍ରିତ ପେଟ୍ରୋଲ) କୁ ନେଇ ଦେଶରେ ବିବାଦ ତୀବ୍ର ହେବାରେ ଲାଗିଛି। ସାଧାରଣ ଲୋକଙ୍କ ଗାଡ଼ିର ଇଞ୍ଜିନ ନଷ୍ଟ ହେଉଥିବା ଅଭିଯୋଗ ଆଣି ଆମ୍ ଆଦମୀ…

ଲସ୍କର ମୁଖ୍ୟ ହାଫିଜ୍ ସଇଦ ବିରୋଧରେ ଜାମିନବିହୀନ ୱାରେଣ୍ଟ ଜାରି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଲସ୍କର ମୁଖ୍ୟ ହାଫିଜ୍ ସଇଦଙ୍କ ବିରୁଦ୍ଧରେ ଏକ ଜାମିନବିହୀନ ୱାରେଣ୍ଟ ଜାରି କରାଯାଇଛି। ଜମ୍ମୁର ଏକ କୋର୍ଟ ଏହି ୱାରେଣ୍ଟ ଜାରି କରିଛନ୍ତି। ତେବେ ଏହି ଆଦେଶ ଭାରତରେ ହାଫିଜ୍ ସଇଦଙ୍କ ବିରୁଦ୍ଧରେ…

କ୍ୟାବିନେଟ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବକୁ ମୋହର

ଭୁବନେଶ୍ବର: ଗାଁକୁ ପକ୍କା ସଡ଼କ, ନଦୀରେ ବ୍ରିଜ ! ଗ୍ରାମାଞ୍ଚଳ ଭିତ୍ତିଭୂମି ଓ ଯୋଗାଯୋଗ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟରେ ୨୭ ହଜାର କୋଟିରୁ ଅଧିକ ଟଙ୍କାର ମେଗା ପ୍ୟାକେଜ । ଗ୍ରାମୀଣ ଅଞ୍ଚଳରେ ରାସ୍ତାଘାଟ ଓ ପୋଲ ନିର୍ମାଣକୁ ବ୍ୟାପକ…

ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ

କଟକ : ଆଜି ମହାନ ସ୍ୱାଧୀନତା ସଂଗ୍ରାମୀ, ନିର୍ଭୀକ ସାମ୍ବାଦିକତାର ଉତ୍ତୁଙ୍ଗ ପୁରୁଷ, ଦୈନିକ ‘ସମାଜ’ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମଙ୍ଗଳବାର କଟକ ସ୍ଥିତ ସହିଦ୍ ଭବନ ଠାରେ ଦୈନିକ ‘ସମାଜ’…

ଜମିରେ କାମ କରିବା ବେଳେ ବିଦ୍ୟୁତ୍‌ ତାର ଛିଣ୍ଡି ଶ୍ରମିକ ମୃତ

ବାଲିଶଙ୍କରା: କିଞ୍ଜିରକେଲା ଥାନା ଅନ୍ତର୍ଗତ ବେହେରାଡିହି ପଂଚାୟତର ଗୀତପାହାଡି ଗ୍ରାମରେ ଆଜି (ମଙ୍ଗଳବାର) ଏକ ଦୁଃଖଦ ଘଟଣା ଘଟିଛି। କୃଷି କ୍ଷେତ୍ରରେ କାମ କରୁଥିବା ଶ୍ରମିକଙ୍କ ଉପରେ ନିକଟରେ ଯାଇଥିବା ବିଦ୍ୟୁତ୍‌ ତାର ଛିଣ୍ଡି ପଡ଼ିଯିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ନବଯୌବନ ବେଶରେ ଦର୍ଶନ ଦେଲେ ତିନି ଠାକୁର

ପୁରୀ : ନବଯୌବନ ବେଶରେ ମଙ୍ଗଳବାର ଶ୍ରୀମନ୍ଦିରରେ ଦର୍ଶନ ଦେଲେ ମହାପ୍ରଭୁ। ୧୫ ଦିନ ପରେ ୩ ଠାକୁରଙ୍କ ନବଯୌବନ ଦର୍ଶନ। ଦର୍ଶନ ପାଇଁ ବଡଦାଣ୍ଡରେ ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡି ଦେଖାଯାଇଛି। ସୂଚନାନୁଯାୟୀ, ସ୍ନାନପୂର୍ଣ୍ଣିମାରେ ୧୦୮ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ…

ଜେଲରୁ ମୁକୁଳିବେ ଦାରା ସିଂ, ୨୬ ବର୍ଷ ଧରି ଦଣ୍ଡ ଭୋଗୁଛନ୍ତି

ଭୁବନେଶ୍ୱର:ଜେଲରୁ ମୁକୁଳିବେ ଦାରା ସିଂ।ଦାରା ସିଂ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କର ଦୁଇ ଶିଶୁପୁତ୍ରଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଆସନ୍ତା ଅଗଷ୍ଟ ୧୫ ତାରିଖ ସୁଦ୍ଧା ମୁକ୍ତ କରିବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିବା…

କାଲି ଦାନା ବାନ୍ଧିବ ଲଘୁଚାପ, ୧୭ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର: କାଲି ଲଘୁଚାପ । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଉତ୍ତରବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତରବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମ ବାଂଲାଦେଶ ଉପକୂଳରେ ଲଘୁଚାପ…

ବାଇକ୍ ଆରୋହୀଙ୍କୁ କଚାଡ଼ି ମାରିଲା ହାତୀ

ଯୋଡ଼ା: କେନ୍ଦୁଝର ଜିଲ୍ଲା ବଡ଼ବିଲ ରେଞ୍ଜ ଗୁଆଲି ସେକ୍ସନର ସୋୟବଲି ଜଙ୍ଗଲ ନିକଟ ରାସ୍ତାରେ ଜଣେ ବାଇକ୍ ଆରୋହୀଙ୍କୁ ହାତୀ ଆକ୍ରମଣ କରି ମୃତ୍ୟୁ ଘଟାଇ ଥିବା ଜଣାପଡିଛି। ମୃତକ ହେଲେ ସେରେଣ୍ଡ। ଗ୍ରାମ ପଞ୍ଚାୟତର ସୋୟବଲି ଗ୍ରାମର ଚିନ୍ତାମଣି ପାତ୍ର(୫୫)…

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍, ଲୁଟେରାଙ୍କୁ ଅଟକାଇବାକୁ ଯାଇ ମ୍ୟାନେଜର ଆହତ

ବାଲେଶ୍ଵର: ବାଲେଶ୍ଵର ସଦର ଥାନା ରସାଳପୁର ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ରୁ ଲୁଟ୍ । ଆଜି ଅପରାହ୍ନରେ ୪ ଜଣ ଲୁଟେରା ବ୍ୟାଙ୍କ୍ ଭିତରକୁ ବନ୍ଧୁକ ଧରି ପ୍ରଵେଶ କରିଥିଲେ । ବ୍ୟାଙ୍କ ଭିତରେ ଆତଙ୍କ ରଚିବା ସହ…