ରୁଷ ଉପରେ ୟୁକ୍ରେନର ଆକ୍ରମଣ, ୯ ମୃତ, ୮୦ରୁ ଅଧିକ ଆହତ
ନୂଆଦିଲ୍ଲୀ : ରୁଷ ଉପରେ ଆକ୍ରମଣ କରିଛି ୟୁକ୍ରେନ । ରୁଷ ରାଜଧାନୀ ମସ୍କୋ ଉପରେ ୩୭୦ରୁ ଅଧିକ ଡ୍ରୋନ ମାଡ଼ କରି ଅଗ୍ନିବର୍ଷା କରିଛି । ୟୁକ୍ରେନ ଆକ୍ରମଣ ରୁଷର ଅନଲାଇନ ସପିଂ କମ୍ପାନୀର ଦୁଇଟି ୱେୟାର ହାଉସ୍, ଏବଂ…
ନୂଆଦିଲ୍ଲୀ : ରୁଷ ଉପରେ ଆକ୍ରମଣ କରିଛି ୟୁକ୍ରେନ । ରୁଷ ରାଜଧାନୀ ମସ୍କୋ ଉପରେ ୩୭୦ରୁ ଅଧିକ ଡ୍ରୋନ ମାଡ଼ କରି ଅଗ୍ନିବର୍ଷା କରିଛି । ୟୁକ୍ରେନ ଆକ୍ରମଣ ରୁଷର ଅନଲାଇନ ସପିଂ କମ୍ପାନୀର ଦୁଇଟି ୱେୟାର ହାଉସ୍, ଏବଂ…
ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ସଂସଦର ମୌସୁମୀ ଅଧିବେଶନ । ଚଳିତ ବର୍ଷର ଏହି ଅଧିବେଶନ ରାଜନୈତିକ ଦୃଷ୍ଟିକୋଣରୁ ବେଶ୍ ଗୁରୁତ୍ୱପୂର୍ଣ୍ଣ । କାରଣ ଏଥିରେ ବିରୋଧୀ ଦଳଗୁଡ଼ିକ ଜନସାଧାରଣଙ୍କ ସମସ୍ୟା ଓ ଜବାବଦେହିତାକୁ ନେଇ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ ସରକାର…
ଜମ୍ମୁ କାଶ୍ମୀର : ଜମ୍ମୁ କାଶ୍ମୀରରେ ଲଗାତାର ବର୍ଷା ଜାରି ରହିଛି । ଅମରନାଥ ଯାତ୍ରାକୁ ସ୍ଥଗିତ କରିବା ପରେ ଆଜିଠାରୁ ମାତା ବୈଷ୍ଣୋ ଦେବୀଙ୍କ ଯାତ୍ରାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ତୀର୍ଥଯାତ୍ରୀଙ୍କ ସୁରକ୍ଷା…
ଲକ୍ଷ୍ନୋ: କ୍ଷୀରରେ ମିଶାଇଲା ନିଦ ବଟିକା, ଶୋଇଥିବା ସ୍ୱାମୀ ଉପରକୁ ଛାଡ଼ିଦେଲା ବିଷାକ୍ତ ସାପ । ଇନ୍ସୁରାନ୍ସ ଟଙ୍କା ପାଇଁ ସ୍ବାମୀକୁ ହତ୍ୟା । ଉତ୍ତରପ୍ରଦେଶର ମେରଠ ଅଞ୍ଚଳରୁ ଏଭଳି ସାଙ୍ଘାତିକ ତଥା ଯୋଜନାବଦ୍ଧ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ…
ଶ୍ରୀନଗର: ଜମ୍ମୁ କାଶ୍ମୀରରେ ବର୍ଷାର କରାଳ ରୂପ । ଲଗାତାର ବର୍ଷାରେ ବନ୍ୟା ସ୍ଥିତି ଦେଖିବାକୁ ମିଳିଛି । ଅନେକ ସ୍ଥାନ ଜଳାର୍ଣ୍ଣବ ହୋଇଛି । ଫଳରେ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ବର୍ତ୍ତମାନ ସୁଦ୍ଧା ପୁଞ୍ଚ ଜିଲ୍ଲାରେ ୧୧ ଜଣଙ୍କର…
ରାୟଗଡା : ଓଡ଼ିଶାରେ ବିଜେପି ସରକାରକୁ ଆସିବା ପରେ ଚାଷୀଙ୍କ ଆର୍ଥିକ ବିକାଶକୁ ଦୃଷ୍ଟିରେ ରଖି ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ସବ୍ସିଡି ସହିତ କ୍ୱିଣ୍ଟାଲ ପ୍ରତି ୩୧୦୦/- ଟଙ୍କାକୁ ବୃଦ୍ଧି କରିଛନ୍ତି। କିନ୍ତୁ ଏହାର ଲାଭ ଚାଷିଙ୍କୁ ମିଳୁନାହିଁ।…
ଜୟପୁର: ଜେଲ ଭିତରେ ବାଜିଲା ସାହାନାଇ। କାରାଗାର ପାଲଟିଲା ବିବାହ ମଣ୍ଡପ। ଆଇନଗତ ଅନୁମତି ଓ ଜେଲ୍ ପ୍ରଶାସନଙ୍କ ଉପସ୍ଥିତିରେ ବିବାହ ବନ୍ଧନରେ ଆବଦ୍ଧ ହେଲେ ଦୁଇ କଏଦୀ। ଜେଲ୍ ପରିସରରେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଆଇନ ଅନୁଯାୟୀ…
ଯାଜପୁର : ବିଡିଓଙ୍କ ଅସହଯୋଗ ଅଭିଯୋଗ କରି ଧାରଣାରେ ବସିଲେ ବରି ବିଧାୟକ ବିଶ୍ୱରଂଜନ ମଲିକ । ଯାଜପୁର ଜିଲ୍ଲା ବରି ପଞ୍ଚାୟତ ସମିତିରେ ବିଧାୟକଙ୍କ ସମୀକ୍ଷା ବୈଠକକୁ ବାରମ୍ବାର ବିଡିଓଙ୍କ ଅଗ୍ରାହ୍ୟକୁ ନେଇ ଆଜି ବିଧାୟକ ବିଶ୍ୱ ରଂଜନ ମଲିକ…
କଟକ : କାହାକୁ ଜମି କରାଇ ଦେବାକୁ କହି ତ କାହାକୁ ପୁଣି ଚାକିରି। ଏଭଳି ଚଳାଇଥିଲା ଠକାମୀ । ଶେଷରେ ପୋଲିସ ହାତରେ ଧରାପଡିଛି । ଦୀର୍ଘ ଦିନ ଧରି ଫେରାର ଥିବା ପେଶାଦାର ଠକ ଶଶଧର ପଣ୍ଡାକୁ ଗିରଫ…
ବୌଦ୍ଧ : ଗଞ୍ଜେଇ ମାଫିଆଙ୍କ ସଂଘବଦ୍ଧ ଆକ୍ରମଣରେ ଦୁଇ ପୋଲିସ କର୍ମଚାରୀ ଗୁରୁତର । ଟାଙ୍ଗିଆ ଚୋଟରେ ଜଣେ ପୋଲିସ କର୍ମଚାରୀ ଗୁରୁତର । ବୌଦ୍ଧ ଥାନା ହାଟଗାଁରେ ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା । ଗୁରୁତର ଦୁଇ ପୋଲିସ…