ଆନ୍ଧ୍ରରେ କାୟା ମେଲାଇଲାଣି କୋଭିଡ, ଓଡ଼ିଶାରେ ହାଇ ଆଲର୍ଟ
ଭୁବନେଶ୍ୱର : ଆନ୍ଧ୍ରପ୍ରଦେଶରେ ପୁଣି କାୟା ମେଲାଇଲାଣି କୋଭିଡ । ଆନ୍ଧ୍ରରେ ୨ ମୃତ୍ୟୁ ପରେ ସୀମାନ୍ତ ଓଡ଼ିଶାରେ ହାଇଆଲର୍ଟ। ରାଜ୍ୟରେ ସବୁ ସମୟରେ କୋଭିଡ ସତର୍କତା ରହିଛି ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ । ସବୁବେଳେ ଟେଷ୍ଟ ହେଉଛି ।…
