ମୁଣ୍ଡଳୀରେ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ: ଆଗକୁ ନାହିଁ ବନ୍ୟା ଭୟ
କଟକ: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। କେବଳ ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ ସଙ୍କେତ ତଳେ ଥିବା ସେ କହିଛନ୍ତି। ତଥାପି ମୁଣ୍ଡଳୀଠାରେ ବର୍ତ୍ତମାନ ଜଳ ପ୍ରବାହ ସ୍ଥିର ରହିଥିବାବେଳେ ଆଗକୁ…