ତୁମ ଅନ୍ତ ନ ଦେଖିବା ଯାଏଁ ଜୀବିତ ରହିବି, ବିଜେପିକୁ ଟାର୍ଗେଟ କଲେ ମମତା ବାନାର୍ଜୀ
କୋଲକତା : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ପ୍ରମୁଖ ମମତା ବାନାର୍ଜୀ ବିଜେପିକୁ ପୁଣିଥରେ ଟାର୍ଗେଟ କରିଛନ୍ତି । ବିଜେପିର ଅନ୍ତ ଦେଖିବା ଯାଏଁ ଜୀବିତ ରହିବେ ବୋଲି କହିଛନ୍ତି । ବିଧାନସଭା ନିର୍ବାଚନ ୨୦୨୬ ବେଳେ ବିଜେପି କର୍ମୀ…