ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ, ‘ଜିନ୍ଦାବାଦ’ ନାରାରେ ଗୁଞ୍ଜରିତ ହେଲା ସଂସଦ ଭବନ
ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ଏବଂ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ କାରଣରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ତେବେ ମନ୍ତ୍ରୀ ପଦ ଛାଡ଼ିବା ପରେ ମଧ୍ୟ…
