July 2026

ଖୋଲିଲା ହୀରାକୁଦର ୧୦ଟି ଗେଟ୍

ସମ୍ବଲପୁର : ମୋଟ୍ ୧୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି। ପ୍ରଥମ ପର୍ଯ୍ୟାୟରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଇଥିଲା। ପରେ ଖୋଲିଲାଆଉ ୬ଟି ଗେଟ୍। ହୀରାକୁଦ ନଦୀବନ୍ଧରେ ଜଳସ୍ତର ଅପ୍ରତ୍ୟାଶିତ ଭାବେ ବୃଦ୍ଧି ପାଉଥିବା ବେଳେ…

ପଥର ବୋଝେଇ ଟ୍ରକ ଉପରକୁ ୫ ରାଉଣ୍ଡ ଗୁଳି ମାଡ

ସୁନ୍ଦରଗଡ଼: ସୁନ୍ଦରଗଡ଼ କୁତ୍ରାରେ ଫୁଟିଲା ଗୁଳି । ଏକ ପଥର ବୋଝେଇ ଟ୍ରକ ଉପରକୁ ୫ ରାଉଣ୍ଡ ଗୁଳି ମାଡ କରି ଦୁର୍ବୃତ୍ତ ଫେରାର । ସୌଭାଗ୍ୟବଶତଃ ଗୁଳିମାଡ଼ରୁ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୂଚନା ଅନୁସାରେ ଖତକୁର ବାହାଲରୁ…

ଚିଲିକାରେ ଫସିଲା ଲଞ୍ଚ: ୫୦ରୁ ଅଧିକ ଯାତ୍ରୀ ଉଦ୍ଧାର

ଚିଲିକା: ମଝି ଚିଲିକାରେ ଅଟକିଲା ଯାତ୍ରୀବାହୀ ଲଞ୍ଚ । ବାଲୁଗାଁ ଠାରୁ କୃଷ୍ଣପ୍ରସାଦ ଗଡ଼ ଅଭିମୁଖେ ଆସୁଥିବା ଯାତ୍ରୀବାହୀ ଲଞ୍ଚ ଯାନ୍ତ୍ରିକ ତ୍ରୁଟି ଯୋଗୁ ଚିଲିକା ମଧ୍ୟରେ ଅଟକି ରହିଥିବା ଜଣାପଡିଛି । ସୂଚନା ଅନୁସାରେ, ବାଲୁଗାଁରୁ କୃଷ୍ଣପ୍ରସାଦଗଡ ଜେଟି ଅଭିମୁଖେ…

୭ ଦିନ ହେଲା ସମୁଦ୍ରରେ ନିଖୋଜ ଟ୍ରଲର, ମିଳୁନି ୧୫ ମତ୍ସ୍ୟଜୀବୀଙ୍କ ପତ୍ତା

ଜଳେଶ୍ୱର : ଇଲିସି ମାଛ ଧରିବାକୁ ଯାଇ ଗଭୀର ସମୂଦ୍ର ରେ ନିଖୋଜ ହେଲେ ୧୫ ଜଣ ମତ୍ସ୍ଯଜିବୀ । ଗତ ଜୁଲାଇ ୨ ତାରିଖରେ ଟ୍ରଲର ନେଇ ଗଭୀର ସମୁଦ୍ରକୁ ମାଛ ଧରିବା ପାଇଁ ବାହାରିଥିଲେ ମତ୍ସ୍ଯଜିବୀ । ମାଆ…

ବିମାନର ସୁରକ୍ଷିତ ଉଡ଼ାଣ ପାଇଁ ବିଏମସିର ବଡ଼ ପଦକ୍ଷେପ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ବିମାନର ସୁରକ୍ଷିତ ଉଡ଼ାଣ ଓ ଅବତରଣକୁ ଦିଆଯାଇଛି ସର୍ବୋଚ୍ଚ ପ୍ରାଥମିକତା। ବିମାନର ସୁରକ୍ଷିତ ଉଡ଼ାଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ନେଇଛି ବଡ଼ ପଦକ୍ଷେପ । ବିମାନ ଚଳାଚଳରେ ବାଧା ସୃଷ୍ଟି କରିପାରୁଥିବା…

ଆସୁଛି ଆଉ ଏକ ଲଘୁଚାପ: ୧୨ ଯାଏଁ ଭିଜିବ ସାରା ରାଜ୍ୟ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୨ ତାରିଖରେ ରାଜ୍ୟରେ ପୁଣି ବର୍ଷା ବଢ଼ିପାରେ। । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।…

କଲକାତାରେ ରାଲି ବେଳେ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା, ଭାଇରାଲ ହେଲା ଭିଡିଓ

କଲକାତା:ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଟିଏମସି ରାଲିକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟରେ ଏବେ ଆଉ ଏକ ଘଟଣା ଚର୍ଚ୍ଚାରେ ରହିଛି। ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ଦଳୀୟ କର୍ମୀଙ୍କୁ ସର୍ବସମ୍ମୁଖରେ ଚାପୁଡ଼ା ମାରୁଥିବା ଏକ ଭିଡିଓ…

ବିଦ୍ୟୁତ୍ ଆଘାତ ଲାଗି ଦମ୍ପତିଙ୍କ ସହ ୨ ସନ୍ତାନଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ସତାରା ଜିଲ୍ଲାରୁ ଏକ ହୃଦୟବିଦାରକ ଦୁର୍ଘଟଣା ସାମ୍ନାକୁ ଆସିଛି । ଜିଲ୍ଲାର ଫଳଟନ ତାଲୁକାର ଖାମଗାଁରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ଦମ୍ପତି ଏବଂ…

ଭୁଶୁଡ଼ିଲା ୩ ମହଲା କୋଠା, ଅନେକ ଲୋକ ଦବିଥିବା ଆଶଙ୍କା

ପୁଣେ : ପ୍ରବଳ ବର୍ଷା ଯୋଗୁଁ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ କ୍ଷୟକ୍ଷତି ହୋଇଛି । ମହାରାଷ୍ଟ୍ରରେ ଅନେକ ସ୍ଥାନରେ ଗୋଟିଏ ପରେ ଗୋଟିଏ ଅଘଟଣ ଚାଲିଛି । ପୁଣେରେ ଏକ ବିଲିଡିଂ ଭୁଶୁଡ଼ିବା ଯୋଗୁଁ ଅନେକ ଲୋକ ଦବିଥିବା ଆଶଙ୍କା…

ଟାୟାର ପମ୍ପଚର ସଜାଡ଼ିବା ବେଳେ ଚଢ଼ିଗଲା ଟ୍ରକ, ୪ ମୃତ

ଉତ୍ତରପ୍ରଦେଶ : ଉତ୍ତର ପ୍ରଦେଶ କୌଶାମ୍ବୀ ଜିଲ୍ଲା ପ୍ରୟାଗରାଜ-କାନପୁର ହାଇଓେ୍ବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଅଜ୍ଞାତ ପିକଅପ୍ ଗାଡିର ଟାୟାର ପମ୍ପଚର ହୋଇଥିବାରୁ ଏମାନେ ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଏକ ଟ୍ରକ ପଛରୁ ଆସି ଧକ୍କା…