July 2026

ଆସନ୍ତାକାଲି ହୀରାକୁଦରୁ ଛଡ଼ାଯିବ ପ୍ରଥମ ପର୍ଯ୍ୟାୟ ବନ୍ୟା ଜଳ, ଖୋଲାଯିବ ୪ଟି ଗେଟ୍

ସମ୍ବଲପୁର:ରାଜ୍ୟରେ ବର୍ଷାର ପରିମାଣ କମୁଥିବା ବେଳେ ଉପରମୁଣ୍ଡରୁ ଆସୁଥିବା ପ୍ରବଳ ଜଳପ୍ରବାହ ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସକାଳ ୧୧ଟାରେ ହୀରାକୁଦ ବନ୍ଧର ୪ଟି ଗେଟ୍ ଖୋଲି ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ।…

ଗୁଜୁରାଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ

ପୂରୀ: ଶ୍ରୀମନ୍ଦିର ନିକଟରେ ଅପରେସନ ଚକ୍ରବ୍ୟୁହ। ଦୁଇଟି ସ୍ନାଇପର ଟିମ୍ ସହ ଅଗ୍ନିଶମ ବିଭାଗର ଲ୍ୟାଡର୍,K 9 ସନ୍ଧାନୀ କୁକୁର,ବୋମା ନିଷ୍କ୍ରିୟକାରୀ ଦଳ ସାମିଲ ଥିଲ । ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ପ୍ରତିହତ କରିବା ପାଇଁ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବ୍ୟବହିତ ପୂର୍ବରୁ…

ରଥଯାତ୍ରା ପରିଚାଳନା ପାଇଁ ଦାୟିତ୍ୱ ବଣ୍ଟନ, ଗଠନ ହେଲା ରଥ ନିର୍ଦ୍ଦେଶକ ଓ ବୈଷୟିକ ଦଳ

ପୁରୀ: ରଥଯାତ୍ରା ଓ ବାହୁଡ଼ାଯାତ୍ରା ପରିଚାଳନା ପାଇଁ ଦାୟିତ୍ବ ବଣ୍ଟନ । ରଥଯାତ୍ରା ଓ ବାହୁଡା ଯାତ୍ରା ପାଇଁ ଗଠନ ହେଲା ପ୍ରତ୍ୟେକ ରଥର ନିର୍ଦ୍ଦେଶକ ଦଳ ଓ ବୈଷୟିକ ଦଳ । ଏସ୍ପି ପ୍ରତୀକ ସିଂହଙ୍କୁ ତାଳଧ୍ବଜ ରଥ, ଜିଲ୍ଲାପାଳ…

ଆସନ୍ତାକାଲି ଭୁବନେଶ୍ୱରରେ ହେବ ଜାତୀୟ ବ୍ଲୁ-ଇକୋନୋମି ମହାସମାବେଶ, ଶୁଭାରମ୍ଭ କରିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତାକାଲି ହେବ ଜାତୀୟ ବ୍ଲୁ-ଇକୋନୋମି ମହାସମାବେଶ । ଗଭୀର ସମୁଦ୍ର ମତ୍ସ୍ୟଚାଷର ‘ଅନୁମତି ପତ୍ର’ ଓ ଓଡ଼ିଶା ମିଶନର ଶୁଭାରମ୍ଭ କରିବେ ଉପରାଷ୍ଟ୍ରପତି । ଭାରତ ସରକାରଙ୍କ ମତ୍ସ୍ୟପାଳନ ବିଭାଗ ପକ୍ଷରୁ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଉପରାଷ୍ଟ୍ରପତି…

ବ୍ୟାଙ୍କରେ ଖାତା ଖୋଲି ୪୪ ଶ୍ରମିକ ଠକେଇର ଶିକାର, ଆକାଉଣ୍ଟରେ କୋଟି କୋଟି ଟଙ୍କାର ନେଣଦେଣ

ଢେଙ୍କାନାଳ : ଚାକିରି ଲୋଭରେ ବ୍ୟାଙ୍କରେ ଖାତା ଖୋଲି ୪୪ ଜଣ ଶ୍ରମିକ ଠକେଇର ଶିକାର । ରାଜ୍ୟ ଓ ରାଜ୍ୟ ବାହାରୁ ଆକାଉଣ୍ଟରେ ହୋଇଛି କୋଟି କୋଟି ନେଣଦେଣ । ଏଭଳି ଠକାମୀର ଶିକାର ହୋଇଛନ୍ତି ଢେଙ୍କାନାଳ କଙ୍କଡ଼ାହାଡ଼ ବ୍ଲକର…

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ, କଟ୍ ଅଫରେ ରେଭେନ୍ସା ସବୁଠୁ ଆଗରେ

ଭୁବନେଶ୍ୱର : ପ୍ରକାଶ ପାଇଲା ଯୁକ୍ତ ଦୁଇ ମେରିଟ୍ ଲିଷ୍ଟ । ରାଜ୍ୟରେ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ୍ ଲିଷ୍ଟ ପ୍ରକାଶ ପାଇଛି । କଟ୍ ଅଫ୍ ଶୀର୍ଷରେ ରହିଛି ରେଭେନ୍ସା । କଳାରେ ୮୧%, ବାଣିଜ୍ୟରେ ୮୨.୪୦%…

ଭୁବନେଶ୍ବର କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଇ-ମେଲରେ ଧମକ

ଭୁବନେଶ୍ବର: ଭୁବନେଶ୍ବର କୋର୍ଟକୁ ବୋମା ଧମକ । କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଇ-ମେଲରେ ଧମକ ଆସିଛି । ଧମକ ମିଳିବା ପରେ କୋର୍ଟ ପରିସରରେ ହଇଚଇ ସୃଷ୍ଟି ହୋଇଛି । ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଟିମ, ସନ୍ଧାନୀ କୁକୁର ଓ…

ଭିଜିଲାନ୍ସ ଜାଲରେ ରେଞ୍ଜର, ୪ଟି ସ୍ଥାନରେ ଚଢ଼ାଉ

କେନ୍ଦ୍ରାପଡ଼ା : ଭିଜିଲାନ୍ସ ଜାଲରେ ରେଞ୍ଜର । କେନ୍ଦ୍ରାପଡ଼ା ବନାଞ୍ଚଳର ବନପାଳ ରବୀନ୍ଦ୍ର କୁମାର ନାୟକଙ୍କ ଘରେ ଚଢାଉ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି । କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଚାଲିଛି…

ଛାତ୍ର ଉପରେ ମାଡ଼ିଗଲା ବସ୍ , ଘଟଣାସ୍ଥଳରେ ଚାପା ଉତ୍ତେଜନା

ବରଗଡ଼: ଛାତ୍ର ଉପରେ ମାଡ଼ିଗଲା ବସ୍ । ବରଗଡ଼ ସହର ସ୍ଥିତ ଗାନ୍ଧୀ ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତ ଛାତ୍ର ହେଲେ ରଗବିନ । ରଗବିନ୍ ସ୍କୁଲ ଯାଉଥିବା ବେଳେ ଏକ ବସ୍ ତାଙ୍କୁ ଧକ୍କା ଦେଇଥିଲା ।…

ଝାଞ୍ଜ ପାହାଡରୁ ୨ ଯୁବକ ନିଖୋଜ

ପଦ୍ମପୁର: ଝାଞ୍ଜ ପାହାଡରୁ ୨ ଯୁବକ ନିଖୋଜ । ପଦ୍ମପୁର ଉପଖଣ୍ଡ ବରିହାପାଲି ପଞ୍ଚାୟତର ଝାଞ୍ଜ ପାହାଡରୁ ୨ ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି । ନିଖୋଜ ଯୁବକ ରାଜ ମଲ୍ଲିକ ଓ ଗଣେଶ ଡୁଡୁକା । ସୂଚନାଅନୁଯାୟୀ, କନସିଂହା ଗାଁର…