ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ବଢୁଛି ଜଳସ୍ତର, ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା
ଭୁବନେଶ୍ୱର : ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା । ଭଦ୍ରକ ରାଜଘାଟରେ ବିପଦ ସଂକେତ ଉପରେ ବୈତରଣୀର ଜଳସ୍ତର ରହିଛି । ବାଲେଶ୍ୱର ଜିଲ୍ଲା ନୀଳଗିରିରେ ସର୍ବାଧିକ ବର୍ଷା ହୋଇଛି । ଏଥିଯୋଗୁ ଭଦ୍ରକ, ଧାମନଗର,…